Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ରଣପୁର ବାର ଆସୋସିଏସନରେ କର୍ମକର୍ତ୍ତା ନିର୍ବାଚନ
ଆଞ୍ଚଳିକ

ରଣପୁର ବାର ଆସୋସିଏସନରେ କର୍ମକର୍ତ୍ତା ନିର୍ବାଚନ

March 25, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଣପୁର; ରଣପୁର ବାର ଆସୋସିଏସନ ତରଫରୁ କର୍ମକର୍ତ୍ତା ନିର୍ବାଚନ ପ୍ରକ୍ରିୟା ସରିଥିବା ବେଳେ ଏହାର ଫଳାଫଳ ମଧ୍ୟ ଘୋଷଣା ହୋଇଯାଇଛି। ଏହି ନିର୍ବାଚନରେ ସଭାପତି ଭାବେ ବରିଷ୍ଠ ଆଇନଜିବୀ ଗିରିଜାକାନ୍ତ ମହାପାତ୍ର, ଉପ-ସଭାପତି ଭାବେ ସୁକାନ୍ତ କୁମାର ପଟ୍ଟନାୟକ, ସମ୍ପାଦକ ଭାବେ ସତ୍ୟରଞ୍ଜନ ମତା, ସହ-ସମ୍ପାଦକ ଭାବେ ଉମେଶ ରଞ୍ଜନ ସାହୁ, ଲାଇବ୍ରେରିଆନ ଭାବେ ସ୍ୱଦେଶ ରଞ୍ଜନ ସେନାପତି, କୋଷାଧ୍ୟକ୍ଷ ଭାବେ ସୁଶାନ୍ତ କୁମାର ଦାସ ନିର୍ବାଚିତ ହୋଇଥିବା ଜଣାଯାଇଛି।

ଉକ୍ତ ନିର୍ବାଚନକୁ ରଣପୁର କୋର୍ଟର ସରକାରୀ ଓକିଲ ଗିରିଜା ଶଙ୍କର ସାମନ୍ତରାୟ ସୁଚାରୁରୂପେ ପରିଚାଳନା କରିଥିଲେ।

କର୍ମକର୍ତ୍ତା ନିର୍ବାଚନ ବାର ଆସୋସିଏସନ ରଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଟାଉନ କ୍ଲବର ୪୦ତମ ଭଜନ ସମାରୋହ: ଭକ୍ତି ରସରେ ଝୁମିଲା ଦ୍ୱିତୀୟ ଶ୍ରୀକ୍ଷେତ୍ର ରଣପୁର

July 26, 2026

ବଡ଼ ଏକାଦଶୀରେ ଦ୍ୱୀତିୟ ଶ୍ରୀକ୍ଷେତ୍ରରେ ଲକ୍ଷାଧିକ ଭକ୍ତ: ରୂପା ବେଶରେ ସଜେଇ ହେଲେ ତିନି ଠାକୁର

July 25, 2026

ବାଲୁଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପ୍ରବେଶ ଉତ୍ସବ

July 23, 2026

ବାଣପୁର: ଉତ୍ତରାୟଣୀ ପୀଠରେ ଭାଜପାର ବନ୍ଧୁ ମିଳନ କାର୍ଯ୍ୟକ୍ରମ

July 20, 2026
Latest News

ଅମରନାଥ ଯାତ୍ରାରେ ଭକ୍ତଙ୍କ ଭିଡ଼: ଏପର୍ଯ୍ୟନ୍ତ ବାବା ବର୍ଫାନୀଙ୍କ ଦର୍ଶନ କଲେ ୪ ଲକ୍ଷରୁ ଉର୍ଦ୍ଧ୍ଵ ଶ୍ରଦ୍ଧାଳୁ

July 27, 2026

NEET ପ୍ରତିବାଦ ସମୟରେ ବିବାଦୀୟ ପୋଷ୍ଟର: ଅଜ୍ଞାତ ମହିଳାଙ୍କ ବିରୋଧରେ ମାମଲା ରୁଜୁ

July 27, 2026

କଣ୍ଟାବାଞ୍ଜିଠାରେ ବିଶାଳ ‘ମିଶ୍ରଣ ପର୍ବ’: ବିଜେପି ରେ ଯୋଗଦେଲେ ବିଜେଡ଼ି ଏବଂ କଂଗ୍ରେସ କର୍ମୀ

July 27, 2026

ଆଜି ଜୁଲାଇ ୨୭ ତାରିଖ ସୋମବାରରେ ପାଞ୍ଚୋଟି ରାଶି ପାଇଁ ରହିଛି ଶୁଭବେଳା

July 27, 2026

ଇତିହାସ ରଚିଲେ ଓଡ଼ିଶାର ଝିଅ: ‘ଇଣ୍ଡିଆନ୍ ଆଇଡଲ୍ ୧୬’ ଜିତିଲେ ଜ୍ୟୋତିର୍ମୟୀ ନାୟକ

July 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.