Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ସାନସିରେଇପୁର ଫରେଷ୍ଟ ବିଟ ହାଉସ ନିକଟରୁ ୧୦୦ ଲିଟର ଦେଶୀ ମଦ ଜବତ, ଦୁଇ ଗିରଫ
ଆଞ୍ଚଳିକ

ବାଣପୁର: ସାନସିରେଇପୁର ଫରେଷ୍ଟ ବିଟ ହାଉସ ନିକଟରୁ ୧୦୦ ଲିଟର ଦେଶୀ ମଦ ଜବତ, ଦୁଇ ଗିରଫ

March 27, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଆଜି ବାଲୁଗାଁ ଅବକାରୀ ବିଭାଗ ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ସାନସିରେଇପୁର ଫରେଷ୍ଟ ବିଟ ହାଉସ ନିକଟରେ ଚଢ଼ାଉ କରି ଦୁଇ ମଦ ବେପାରୀଙ୍କୁ ଗିରଫ କରିଛି। ଖବର ମୁତାବକ ଆଜି ସକାଳେ ଟାଙ୍ଗୀ ରେଞ୍ଜ ଅବକାରୀ ଇନ୍ସପେକ୍ଟର ଆଲୋକ ପ୍ରଧାନ ଏବଂ ବାଲୁଗାଁ ଅବକାରୀ ଅଧିକାରୀ ରୋହିତ ଦଣ୍ଡସେନା ପାଟ୍ରୋଲିଂ କରୁଥିବା ବେଳେ ସାନସିରେଇପୁର ଫରେଷ୍ଟ ବିଟ ହାଉସ ନିକଟରୁ ଦୁଇ ବାଇକ ଚାଳକଙ୍କୁ ମଦ ସମେତ ଗିରଫ କରିଛନ୍ତି।

ଅଭିଯୁକ୍ତ ଦ୍ବୟ ହେଲେ ସୁଶାନ୍ତ ଦାସ (୨୦) ଏବଂ ମନୁ ପ୍ରଧାନ (୪୯)। ସେମାନଙ୍କ ନିକଟରୁ ୧୦୦ ଲିଟର ଦେଶୀ ମଦ ସମେତ ଦୁଇ ଗୋଟି ବାଇକ ଜବତ କରିଛି ଅବକାରୀ ବିଭାଗ।  ଗିରଫ ଅଭିଯୁକ୍ତଙ୍କ ବିରୁଦ୍ଧରେ ଦୁଇ ଗୋଟି ମାମଲା ରୁଜୁ କରାଯାଇ କୋର୍ଟଚାଲାଣ କରାଯାଇଥିବାର ସୂଚନା ମିଳିଛି।

ଦୁଇ ଗିରଫ ଦେଶୀ ମଦ ଜବତ ବାଣପୁର ସାନସିରେଇପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଗିରିରୋଡ୍ ବର୍ବରତା : ଦୁଇ ଗିରଫ

May 20, 2026

ବାଣପୁର: ଜାତୀୟ ସମର ଶିକ୍ଷାଥ୍ରୀ ବାହିନୀ ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା

May 17, 2026

ରୋଟାରୀ ଜିଲ୍ଲା ୩୨୬୨ ପ୍ରାନ୍ତପାଳଙ୍କ ବାଣପୁର ବାଲୁଗାଁ କ୍ଲବ ପରିଦର୍ଶନ

May 11, 2026

ମା’ ଭଗବତୀଙ୍କ ଚାପ କ୍ରୀଡ଼ା: ସାତଦେବା ଦେବୀଙ୍କୁ ସାଥିରେ ଧରି ଭଉଁରୀ ଖେଳିଲେ ମା’ ସାଆନ୍ତାଣି

May 10, 2026
Latest News

ରାସ୍ତାରେ ୨ ଯୁବକଙ୍କୁ ନିସ୍ତୁକ ମାଡ଼

May 22, 2026

ଲ୍ୟାମ୍ପସ ଏମଡ଼ିଙ୍କ ଘରେ ଭିଜିଲାନ୍ସ

May 22, 2026

ଡିଜିଟାଲ୍ ସେନସେସନ୍ CJPର କାହାଣୀ

May 22, 2026

ଜଳିଗଲା ଯାତ୍ରୀବାହୀ ବସ୍‌, ୨ ଜୀବନ୍ତ ଦଗ୍ଧ

May 22, 2026

ଇବୋଲା ଭାଇରସ କେତେ ବିପଦପୂର୍ଣ୍ଣ ? ଜାଣନ୍ତୁ ଏହାର ଲକ୍ଷଣ ଏବଂ ଚିକିତ୍ସା ବିଷୟରେ

May 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.