Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ବ୍ଲକ ସ୍ତରୀୟ ଶିକ୍ଷା ସମ୍ବଦ୍ଧିୟ ଉପକରଣ ମେଳା ଅନୁଷ୍ଠିତ
ଆଞ୍ଚଳିକ

ବାଣପୁର: ବ୍ଲକ ସ୍ତରୀୟ ଶିକ୍ଷା ସମ୍ବଦ୍ଧିୟ ଉପକରଣ ମେଳା ଅନୁଷ୍ଠିତ

March 27, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ
ବାଣପୁର: ଆଜି ବାଣପୁର ଗୋଦାବରୀଶ ବିଦ୍ୟାପୀଠରେ ଏକ ଶିକ୍ଷା ସମ୍ବଦ୍ଧିୟ ଉପକରଣ ମେଳା ଟିଏଲଏମ ଅନୁଷ୍ଠିତ ହୋଇଥିଲା। ପ୍ରକାଶଥାଉକି କେନ୍ଦ୍ର ଜାତୀୟ ଶିକ୍ଷା ନୀତି ଅନୁସାରେ ଆସନ୍ତା ୨୦୨୬ ମସିହା ସୁଦ୍ଧା ପ୍ରଥମରୁ ତୃତୀୟଶ୍ରେଣୀ ପିଲା ଭାଷାଗତ ଓ ସଂଖ୍ୟlଗତ ଜ୍ଞାନରେ ପରିପୂର୍ଣ୍ଣ ହେବାକୁ ଯୋଜନା ପ୍ରସ୍ତୁତ କରୁଛନ୍ତି।

ଏହି ପରିପ୍ରେକ୍ଷୀରେ ଆଜି ୯୦ ଟି ପ୍ରାଥମିକ ସ୍କୁଲର ଶିକ୍ଷକ ଓ ଶିକ୍ଷୟତ୍ରୀ ମାନେ ୧୦୮ ପ୍ରକାରର ମୌଳିକ ଓ ସରଳତମ ଶିକ୍ଷା ସମ୍ବଧୀୟ ବିଭିନ୍ନ ପ୍ରକାରର ଶିକ୍ଷଣୀୟ ଉପକରଣର ଏକ ପ୍ରଦର୍ଶନ ଉତ୍ସବ ଗୋଦାବରୀଶ ବିଦ୍ୟାପୀଠରେ ଅନୁଷ୍ଠିତ ହୋଇଥିଲା। ଯାହାକି ପ୍ରଥମରୁ ତୃତୀୟ ଶ୍ରେଣୀ ପିଲା ମାନଙ୍କ ପାଇଁ ଉପାଦେୟ ହୋଇପାରିବ।

ଉକ୍ତ ଟିଏଲଏମ ମେଳାରେ ଅନ୍ତରକିଆରୀ, ସାଲୁଣି, ସାନହନ୍ତୁଆଡ଼, ମାଟିଆପୋଖରୀ, ବରଡ଼ିହ ପ୍ରାଥମିକ ସ୍କୁଲ ଭଳି ୧୬ ଟି ସ୍କୁଲର ଶିକ୍ଷକ ଶିକ୍ଷୟତ୍ରୀମାନଙ୍କୁ ଉନ୍ନତ ଧରଣର ପାଠ୍ୟ ଉପକରଣ ପ୍ରଦର୍ଶନ କରିଥିବାରୁ ସେମାନଙ୍କୁ ପୁରସ୍କୃତ କରାଯାଇଥିବା ବ୍ଲକ ଶିକ୍ଷା ଅଧିକାରୀ ସନାତନ ଜାଲି କହିଛନ୍ତି। ମୁଖ୍ୟତଃ ପିଲାମାନେ କେଉଁଭଳି ମାତ୍ରା ଓ ଅକ୍ଷର ଶିକ୍ଷା, ଓଜନ ଓ ମାପ ଭଳି ସରଳତାମ ଶିକ୍ଷା ପଦ୍ଧତିକୁ ଆପଣେଇ ଥିଲେ।

ଉକ୍ତ ଉତ୍ସବରେ ବାଣପୁର ଅଧକ୍ଷ ମିଟୁ ନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲା ବେଳେ ବିଇଓ ସନାତନ ଜାଲି ସମସ୍ତ ସିଆରସିସି ଓ ଗୋଦାବରୀଶ ବିଦ୍ୟପୀଠର ପ୍ରଧାନ ଶିକ୍ଷକ ଯୋଗ ଦେଇଥିଲେ।

ଗୋଦାବରୀଶ ବିଦ୍ୟାପୀଠ ଜାତୀୟ ଶିକ୍ଷା ନୀତି ବ୍ଲକ ସ୍ତରୀୟ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର ବାଲୁଗାଁ ରୋଟାରୀ କ୍ଳବ ପକ୍ଷରୁ ଅଟୋ ଆମ୍ବୁଲାନ୍ସ ପ୍ରଦାନ

April 27, 2026

ସ୍ଵର୍ଗତ ପଣ୍ଡିତ ନୃସିଂହ ପ୍ରସାଦ ମିଶ୍ରଙ୍କ ଦ୍ଵାଦଶାହ ସ୍ମୃତିସଭା

April 22, 2026

ବାଣପୁର: ମା’ ତାରିଣୀଙ୍କ ପୀଠରେ ବିଶ୍ୱଶାନ୍ତି ଗୀତା ମହାଯଜ୍ଞ ଓ ଅଷ୍ଟ ଶମ୍ଭୁ ମିଳନ

April 17, 2026

ଓଡିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀ ଜାତପଦ୍ମାଙ୍କ ସଫଳତା: ସିବିଏସଇ ପରୀକ୍ଷାରେ ରଖିଲେ ୯୮% ନମ୍ବର

April 17, 2026
Latest News

ମହିଳା ହାବିଲଦାରଙ୍କୁ ନିର୍ଯାତନା: ରିଜର୍ଭ ଇନ୍ସପେକ୍ଟରଙ୍କ ବଦଳି

April 29, 2026

ପୋଲିସ ଇନ୍ସପେକ୍ଟର ସ୍ତରରେ ଅଦଳବଦଳ: ବାଲୁଗାଁ ଥାନା ଆଇଆଇସିଙ୍କର ବାଣପୁର ବଦଳି

April 29, 2026

କଣ ଯୁଦ୍ଧକୁ ନେଇ ଅନ୍ଧାରରେ ଅଛନ୍ତି ଟ୍ରମ୍ପ !

April 29, 2026

ପଶ୍ଚିମବଙ୍ଗ ନିର୍ବାଚନ : ସକାଳ ୧୧ଟା ସୁଦ୍ଧା ୩୯.୯୭୯% ମତଦାନ

April 29, 2026

ଗୋଷ୍ଠୀ ସଂଘର୍ଷରେ ଏକାଧିକ ଆହତ

April 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.