Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଗୋଦାବରୀଶ ସରକାରୀ ହାଇସ୍କୁଲର ୬୩ ତମ ବାର୍ଷିକ ପୁରସ୍କାର ବିତରଣ ଉତ୍ସବ
ଆଞ୍ଚଳିକ

ଗୋଦାବରୀଶ ସରକାରୀ ହାଇସ୍କୁଲର ୬୩ ତମ ବାର୍ଷିକ ପୁରସ୍କାର ବିତରଣ ଉତ୍ସବ

March 27, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ
ବାଣପୁର: ବାଣପୁର ଵ୍ଲକ ଅଧୀନ ନାଚୁଣୀ ସ୍ଥିତ ଗୋଦାବରୀଶ ସରକାରୀ ହାଇସ୍କୁଲର ୬୩ ତମ ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନ ଶିକ୍ଷକ ଅର୍ଜୁନ ସ୍ଵାଇଁ ଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଆଲମୁନି ସ°ଘ ସଭାପତି ବସନ୍ତ କୁମାର ସାହୁ, ମୁଖ୍ୟ ବକ୍ତା ଭାବେ ହାଇସ୍କୁଲ ଶିକ୍ଷା ପରିଚାଳନା କମିଟି ଅଧ୍ୟକ୍ଷ ପ୍ରଦୋଷ କୁମାର ଦାସ, ସମ୍ମାନିତ ଅତିଥି ଭାବେ ଏସ୍ ଏମସି ସଭ୍ୟା ରୀନା ସିଂ, ଅନ୍ୟତମ ସଭ୍ୟ ଯଥା ସୁରେଶ କୁମାର ପଲେଇ, ପୁରୁଷୋତ୍ତମ ସେଣ, ଦୀପକ୍ କୁମାର ପାତ୍ର, ମମତା ପ୍ରଧାନ, ସୁବର୍ଣ୍ଣୀ ପ୍ରଧାନ, ବରିଷ୍ଠ ଶିକ୍ଷକ ବସନ୍ତ ଶଵର ଯୋଗ ଦେଇ ପ୍ରେରଣାଦାୟକ ବକ୍ତବ୍ୟ ରଖିବା ସହିତ ପୂର୍ଵ୍ବ ଆୟୋଜିତ ବିଭିନ୍ନ କ୍ରୀଡା ଓ ସୃଜନଶୀଳତା ପ୍ରତିଯୋଗୀତା ରେ ଉତ୍ତୀର୍ଣ୍ଣ କୃତି ମେଧାବୀ ଙ୍କୁ ପୁରସ୍କାର ବିତରଣ କରିଥିଲେ।

ବରିଷ୍ଠ ଶିକ୍ଷୟିତ୍ରୀ ସ୍ୱାଗତିକା ସ୍ବାଇଁ ସଭା ସଞ୍ଚାଳନ ସହ ଅତିଥି ପରିଚୟ ପ୍ରଦାନ କରିଥିଲେ। ସଭା ଆରମ୍ଭରେ ଶିକ୍ଷକ ରାମଚନ୍ଦ୍ର ଦାଶ ବେଦ ପାଠ କରିଥିଲେ। ବରିଷ୍ଠ ଶିକ୍ଷକ ବାଣୀ କାନ୍ତ ସାହୁ, ର°ଜିତ କୁମାର ସାହୁ, ସୁନିଲ୍ କୁମାର୍ ସାହୁ, କିଶୋର କୁମାର ପ୍ରଧାନ,ସୈ।ମ୍ୟକାନ୍ତ ସାହୁ, ସୋନାଲି ନାୟକ, ସଂଯୁକ୍ତା ଘଡେ଼ଇ ବରିଷ୍ଠ ଶିକ୍ଷୟିତ୍ରୀ ସବିତା ଦେଇ, ମୋନିକା ମହାରଣା, ବିଶ୍ଵ ଭୁଷଣ ହରିଚନ୍ଦନ, ଵନୀତା ପରିଡ଼ା, ଶ୍ରଦ୍ଧାନନ୍ଦ ନାୟକ ପୁରସ୍କାର ବିତରଣରେ ସହଯୋଗ ପ୍ରଦାନ କରିଥିଲେ।

ଏହି ଅବସରରେ ସମସ୍ତ କୃତି ମେଧାବୀଙ୍କୁ ପୁରସ୍କାର ସହ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା।

ବାଣପୁର ବାର୍ଷିକ ପୁରସ୍କାର
Share. Facebook Twitter LinkedIn Email WhatsApp Copy Link

Related Posts

ପାରିବାରିକ କଳହର କରୁଣ ପରିଣତି: ବାପ ପୁଅଙ୍କ ଆତ୍ମହତ୍ୟା, ଏକାଠି ଜଳିଲା ଜୁଇ 

June 6, 2026

ବାଣପୁର: ଓଡ଼ଗାଁରେ ଗ୍ରାମ୍ୟ ଉନ୍ନୟନ କମିଟି ପକ୍ଷରୁ ବୃକ୍ଷରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ

June 6, 2026

ଜନ୍ମ ମାଟିରେ ବାଣପୁର ମୁକ୍ତି ସଂଗ୍ରାମର ମହାନାୟକ ବିପ୍ଲବୀ କୃତିବାସ ପାଟ୍ଟଶାଣୀଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ

June 3, 2026

ବାଣପୁର ପାଇକ ବିଦ୍ରୋହ: ଓଡ଼ିଆ ଅସ୍ମିତାର ଏକ ଅନନ୍ୟ ଅଗ୍ନିଶିଖା

June 1, 2026
Latest News

ପାରିବାରିକ କଳହର କରୁଣ ପରିଣତି: ବାପ ପୁଅଙ୍କ ଆତ୍ମହତ୍ୟା, ଏକାଠି ଜଳିଲା ଜୁଇ 

June 6, 2026

ସମ୍ବଲପୁର ଫୁଟବଲ ଏକାଡେମୀ ପାଇଁ ନିର୍ମାଣ ହେବ ଫିଫା ମାନର ଆଧୁନିକ ପଡ଼ିଆ, ଖର୍ଚ୍ଚ ୧୫ କୋଟି

June 6, 2026

ବାଣପୁର: ଓଡ଼ଗାଁରେ ଗ୍ରାମ୍ୟ ଉନ୍ନୟନ କମିଟି ପକ୍ଷରୁ ବୃକ୍ଷରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ

June 6, 2026

ସିଂଗଲ ୱିଣ୍ଡୋ କ୍ଲିୟରଆନ୍ସ ଆଥୋରିଟି ବୈଠକରେ ୨୪ ପ୍ରସ୍ତାବକୁ ମଞ୍ଜୁରୀ

June 6, 2026

ରଣପୁରରେ ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟକ୍ରମକୁ ମିଳିଲା ଜନପ୍ରତିନିଧି ଓ ବୁଦ୍ଧିଜୀବୀଙ୍କ ସମର୍ଥନ

June 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.