Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ମଝିଆଖଣ୍ଡରେ ଅଶୋକଷ୍ଟମୀ ପାଳିତ, ଟଣା ହେଲା ରୁକୁଣା ରଥ
ଆଞ୍ଚଳିକ

ମଝିଆଖଣ୍ଡରେ ଅଶୋକଷ୍ଟମୀ ପାଳିତ, ଟଣା ହେଲା ରୁକୁଣା ରଥ

March 29, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଣପୁର: ରଣପୁର ବ୍ଲକ ନିକଟସ୍ଥ ମଝିଆଖଣ୍ଡ ଗ୍ରାମପଂଚାୟତରେ ୧୩୬୫ ମସିହାରୁ ପାଳନ କରାଯାଉଛି ଏହି ନିଆରା ପର୍ବ ଅଶୋକା ଅଷ୍ଟମୀ। ନୀତି ଅନୁଯାୟୀ ପ୍ରଭୁ କମଳେଶ୍ୱର ଦେବ ଶହ ଶହ ଭକ୍ତଙ୍କର ଗହଣରେ ରୁଙ୍କୁଣା ରଥରେ ବସି ୭ ଦିନ ପାଇଁ ମାଉସୀ ମା ‘ ମନ୍ଦିର କୁ ବିଜେ କରିବେ। ତେଣୁ ନୀତି ପରମ୍ପରା ଅନୁଯାୟୀ ରଥର ସମସ୍ତ ନୀତିକାନ୍ତି ପରେ ରଥ ଉପରକୁ ପ୍ରଭୁ କମଳେଶ୍ୱର ଦେବ ବିଜେ କରିଥିଲେ।

ଏହା ପରେ ଭକ୍ତମାନେ ରଥକୁ ଟାଣି ଟାଣି ଅଶୋକ ବଜାର ଠାରେ ଥିବା ମାଉସୀ ମା ମନ୍ଦିର ପର୍ଯ୍ୟନ୍ତ ନେଇଥିଲେ। ଏହି ରଥ ଟଣା ସମୟରେ ରଣପୁର ଦେବୋତ୍ତର ବିଭାଗ ଅଧିକାରୀ ତଥା ରଣପୁର ତହସିଲଦାର ଇପ୍ସିତ ସାହୁ, ଦେବୋତ୍ତର ମ୍ୟାନେଜର ରମେଶ ପ୍ରଧାନ, ପୂର୍ବତନ ସମବାୟ ମନ୍ତ୍ରୀ ସୁରମା ପାଢ଼ୀ, ବରିଷ୍ଠ ସାମ୍ବାଦିକ ବିଶ୍ୱ ରଞ୍ଜନ ଆଚାର୍ଯ୍ୟ, ପରେଶ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ। ପୁରାତନ ଏହି ନିଆରା ପରମ୍ପରାଟିକୁ ଆଗାମୀ ଦିନରେ ଆହୁରି ଅଧିକ କିପରି ଉନ୍ନତି ହୋଇପାରିବ ସେ ନେଇ ଦେବୋତ୍ତର ବିଭାଗର ଅଧିକାରୀ ତଥା ରଣପୁର ତହସିଲଦାର ମତାମତ ଦେଇଛନ୍ତି। ରଣପୁର ପୋଲିସ ପକ୍ଷରୁ ବ୍ୟାପକ ଶାନ୍ତି ଶୃଙ୍ଖଳା ରକ୍ଷା କରାଯାଇଥିଲା।

ରଣପୁର ବ୍ଲକ ରୁକୁଣା ରଥ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ରକ୍ତଦାନ ଶିବିର

August 22, 2026

ବଡ଼କୂଳ ମଣ୍ଡଳ ଭାଜପା ‘କାର୍ଯ୍ୟକର୍ତ୍ତା ସମାବେଶ’: ଯୋଗଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

August 21, 2026

ପମ୍ପଡ଼ା ପ୍ରାଥମିକ ବିଦ୍ୟାଳୟ ଓ ଜିଲ୍ଲା ଶିକ୍ଷା ପ୍ରଶିକ୍ଷଣ ପ୍ରତିଷ୍ଠାନରେ ବିଶେଷଜ୍ଞ ଦଳର ସମୀକ୍ଷା

August 19, 2026

ରଣପୁର ପ୍ରେସ କ୍ଲବରେ ପ୍ରଥମ ଥର ପାଇଁ ପାଳିତ ହେଲା ୮୦ତମ ସ୍ୱାଧୀନତା ଦିବସ

August 16, 2026
Latest News

କାହାକୁ ଅଧିକ କାମୁଡ଼େ ମଶା? ଜାଣନ୍ତୁ ଏହା ପଛର ବୈଜ୍ଞାନିକ କାରଣ

August 24, 2026

ବାରାଣସୀ ଠାରେ ଆୟୋଜିତ ‘ଓଡ଼ିଶା ପରବ’ କାର୍ଯ୍ୟକ୍ରମରେ ସାମିଲ୍ ହେଲେ ପ୍ରଭାତୀ ପରିଡା

August 24, 2026

ଦେଶବ୍ୟାପୀ ଏଆଇ ଏବଂ କ୍ଲାଉଡ୍ ତାଲିମ ଅଭିଯାନ ଆରମ୍ଭ

August 24, 2026

ମହାକାଶ ଷ୍ଟାର୍ଟଅପ୍‌ ସିଇଓମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା

August 24, 2026

ରାଜରାସ୍ତାରେ ନ୍ୟାୟ ମାଗୁଛି ଶିକ୍ଷକ ସମାଜ, ନିରବଦ୍ରଷ୍ଟା ସାଜିଛି ସରକାର: ସମନ୍ୱୟ ସମିତି

August 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.