Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁରରେ ଜମି ବିବାଦକୁ କେନ୍ଦ୍ରକରି ଗୋଷ୍ଠୀ ସଂଘର୍ଷ ମାମଲା: ୯ ମହିଳାଙ୍କ ସମେତ ୧୮ ଗିରଫ
ଆଞ୍ଚଳିକ

ବାଣପୁରରେ ଜମି ବିବାଦକୁ କେନ୍ଦ୍ରକରି ଗୋଷ୍ଠୀ ସଂଘର୍ଷ ମାମଲା: ୯ ମହିଳାଙ୍କ ସମେତ ୧୮ ଗିରଫ

March 30, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଏନଏସି ଅନ୍ତର୍ଗତ ଦାଶରଥୀପୁର ଗ୍ରାମ ହରିଜନ ସାହିରେ ଗତକାଲି ଏକ ଜମି ବିବାଦକୁ କେନ୍ଦ୍ରକରି ଗୋଷ୍ଠୀ ସଂଘର୍ଷ ହୋଇଥିଲା। ଫଳରେ ଉକ୍ତ ସଂଘର୍ଷରେ ଦୁଇ ଜଣ ଆହତ ହୋଇଥିଲେ। ଏ ନେଇ ଉଭୟ ପକ୍ଷଙ୍କ ଦ୍ୱାରା ଦୁଇ ଗୋଟି ପୃଥକ ପୃଥକ ଏତଲା ଦିଆଯାଇଥିବା ବେଳେ ପୋଲିସ ଉଭୟ ପକ୍ଷଙ୍କ ବିରୋଧରେ କେସ ନମ୍ବର ୧୨୮/୨୩ ଏବଂ ୧୨୯/୨୩ ରେ ଦୁଇ ଗୋଟି ମାମଲା ରୁଜୁ କରି ତନାଘନା ଜାରି ରଖିଥିଲା। ଏପରିକି ଗ୍ରାମରେ ଆଇନ ଶୃଙ୍ଖଳା ଦୃଷ୍ଟିରୁ ଫୋର୍ସ ମୁତୟନ କରାଯାଇଥିଲା।

ତେବେ ଆଜି କାର୍ଯ୍ୟାନୁଷ୍ଠାନ ସ୍ୱରୂପ ପୋଲିସ ଉଭୟ ଗୋଷ୍ଠୀର ୧୮ ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ତନ୍ମଧ୍ୟରୁ ୯ ମହିଳା ଓ ୯ ପୁରୁଷ ଅଭିଯୁକ୍ତ ଅଛନ୍ତି।  ତେବେ ଗିରଫଦାରି ଆହୁରି ବୃଦ୍ଧି ପାଇବ ବୋଲି ଆଇଆଇସି ଜୟପ୍ରକାଶ ପରିଡ଼ା କହିଛନ୍ତି।  ପୋଲିସ ଅନ୍ୟ ଅଭିଯୁକ୍ତ ମାନଙ୍କୁ ଖୋଜୁଥିବା ବେଳେ ଗିରଫ ଭୟରେ ସେମାନେ ଫେରାର ହୋଇଯାଇଛନ୍ତି।

ଗୋଷ୍ଠୀ ସଂଘର୍ଷ ଜମି ବିବାଦ ଦାଶରଥୀପୁର ଗ୍ରାମ ବାଣପୁର ଏନଏସି
Share. Facebook Twitter LinkedIn Email WhatsApp Copy Link

Related Posts

ବଜ୍ରକୋଟ ବିଦ୍ୟାଳୟରେ ସ୍ଥାନାନ୍ତରିତ ଶିକ୍ଷକଙ୍କୁ ସେବା ସମ୍ବର୍ଦ୍ଧନା

August 30, 2026

ବାଣପୁର: ସରସ୍ବତୀ ଶିଶୁମନ୍ଦିରରେ ଜାତୀୟ କ୍ରୀଡା ଦିବସ ପାଳିତ

August 29, 2026

ଆରଏସଏସ ତରଫରୁ ବାଣପୁରରେ ରକ୍ଷା ବନ୍ଧନ ଉତ୍ସବ ପାଳିତ

August 27, 2026

ଧର୍ମପରାୟଣ ସମାଜସେବୀ ମହିଳାଙ୍କ ପରଲୋକ

August 26, 2026
Latest News

“ଆମେ କ୍ଷମତାକୁ ଆସିବା ମାତ୍ରେ ୟୁସିସିକୁ ଉଚ୍ଛେଦ କରିବୁ”: କଂଗ୍ରେସର ବଡ଼ ଦାବି

August 31, 2026

CJPକୁ ବଡ଼ ଆଶ୍ବସ୍ତି: ପଦଯାତ୍ରା ରୋକିବା ଆବେଦନ ଖାରଜ କଲେ ସୁପ୍ରିମକୋର୍ଟ

August 31, 2026

ମ୍ୟାଲେରିଆ ରୋଗ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

August 31, 2026

ପରଲୋକରେ ଓଡିଶା କ୍ରାଇମବ୍ରାଞ୍ଚ ଆଇଜି ସଫିନ ଅହମ୍ମଦ, ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

August 31, 2026

ଖାତାରେ ନାହିଁ ୪ ଟଙ୍କା ରାମ ମନ୍ଦିରକୁ ଦାନ କଲେ ୪ କୋଟି: ଚେକ୍ ବାଉନ୍ସ ଯୋଗୁଁ ଅଡୁଆରେ ମହିଳା ଭକ୍ତ

August 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.