Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଭବାନୀପାଟଣାଠାରେ ଜନଶୁଣାଣି ଶିବିର ଅନୁଷ୍ଠିତ, ଥିଲେ ୮୮ଜଣ ଆବେଦନକାରୀ
ଆଞ୍ଚଳିକ

ଭବାନୀପାଟଣାଠାରେ ଜନଶୁଣାଣି ଶିବିର ଅନୁଷ୍ଠିତ, ଥିଲେ ୮୮ଜଣ ଆବେଦନକାରୀ

April 3, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭବାନୀପାଟଣାଠାରେ ଜନଶୁଣାଣି ଶିବିର ଅନୁଷ୍ଠିତ, ଥିଲେ ୮୮ଜଣ ଆବେଦନକାରୀ

କଳାହାଣ୍ଡି: ଆଜି ଜିଲ୍ଲାପାଳଙ୍କ ସଦଭାବନା ସଭାଗୃହରେ ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ଓ ଆରକ୍ଷୀ ଅଧୀକ୍ଷକ ଅଭିଳାଷ ଜିଙ୍କ ଯୁଗ୍ମ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉପ ଜିଲ୍ଲାପାଳ , ଭବାନୀପାଟଣା ଡ ବିଶ୍ୱଜିତ ଦାସଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।

ଏହି ଜନ ଶୁଣାଣି ଶିବିରରେ ମୋଟ ୮୮ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୭୯ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୯ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୧୮ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା।

ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ ରୁ ଆର୍ଥିକ ସହାୟତା ରୂପେ ନର୍ଲା କିଡ଼ିଂ ର ଯୋସ୍ନା ଶବର ଙ୍କୁ ୧୦୦୦୦ ଟଙ୍କା, ଜୁନାଗଡ ଗଉଡଛେଣ୍ଡିଆ ର ସାଇବତି ଝାଙ୍କର ଙ୍କୁ ୫୦୦୦ ଟଙ୍କା, ଭବାନୀପାଟଣାର ନିକୁ ନାୟକଙ୍କୁ ୨୦୦୦ ଟଙ୍କା, ଜୁନାଗଡ ଭଇଁରିଗୁଡ଼ା ର ମରୁଆ ନାଏକଙ୍କୁ ୫୦୦୦ ଟଙ୍କା ପ୍ରଦାନ କରାଯାଇଥିଲା।ସହକାରୀ ଜିଲ୍ଲାପାଳ ଧୀରୋଜ ପଟ୍ଟନାୟକ ଙ୍କ ପ୍ରତ୍ୟକ୍ଷ ଭାବରେ ସହଯୋଗ କରିଥଲେ।

କଳାହାଣ୍ଡି ଭବାନୀପାଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ବ୍ଲକ ସ୍ତରୀୟ ଇଣ୍ଡୋର ସ୍ପୋର୍ଟ୍ସ ଉଦଯାପିତ

September 9, 2026

ବାଣପୁରରେ ସାକ୍ଷରତା ଦିବସ ଉପଲକ୍ଷେ ୩୫ ଜଣ ସମ୍ମାନିତ

September 9, 2026

ବାଣପୁର: ବ୍ଲକ୍ ସ୍ତରୀୟ ଚକ୍ଷୁ ଚିକିତ୍ସା ତାଲିମ୍ ଶିବିର ଉଦଯାପିତ

September 9, 2026

ସେଣ୍ଟ ଜାଭିୟର ହାଇସ୍କୁଲ ଦ୍ଵାରା ବାଣପୁର ଅଞ୍ଚଳର କୃତି ଛାତ୍ରଛାତ୍ରୀମାନଙ୍କୁ ସମ୍ବର୍ଦ୍ଧନା

September 7, 2026
Latest News

କୀଟନାଶକ ପିଇ ପ୍ରେମିକା ମୃତ

September 11, 2026

ଓଡ଼ିଶାରେ ସ୍ଥାପନ ହେବ ଆଧୁନିକ ଚାଉଳ ଓ ମାଣ୍ଡିଆ ପ୍ରକ୍ରିୟାକରଣ କାରଖାନା

September 10, 2026

ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ

September 10, 2026

ଓରାଙ୍ଗଉଟାନ ଉଦ୍ଧାର ଘଟଣା: ସବିଶେଷ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ

September 10, 2026

୩୫ ବର୍ଷର ଜମି ଜଟିଳତାର ଅନ୍ତ: କେ-୭ ପ୍ଲଟ୍‌ ନେଇ ୨ଶହରୁ ଅଧିକ ମାମଲାର ଫଇସଲା

September 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.