Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଶ୍ରମ ମନ୍ତ୍ରୀଙ୍କ ଦ୍ୱାରା ଉଦଘାଟନ ହେଲା ନୀଲକମଲ ସୋ ରୁମ
ଆଞ୍ଚଳିକ

ଶ୍ରମ ମନ୍ତ୍ରୀଙ୍କ ଦ୍ୱାରା ଉଦଘାଟନ ହେଲା ନୀଲକମଲ ସୋ ରୁମ

April 6, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

Warning: Trying to access array offset on false in /home/thesamikhsya/htdocs/thesamikhsya.com/odia/wp-content/themes/smart-mag/partials/single/featured.php on line 78

ସୀତାରାମ ଅଗ୍ରୱାଲ

ବାଲୁଗାଁ: ବୁଧବାର ଅପରାହ୍ନରେ ବାଲୁଗାଁ ସହରରେ ଏକ ନୀଲକମଲର ଫର୍ନିଚର ସୋ ରୁମ ଉଦଘାଟନ ହୋଇଯାଇଛି। ଏଥି ପୂର୍ବରୁ ଓଡ଼ିଶାରେ ନୀଲକମଲର ଭୁବନେଶ୍ୱର, ବଲାଙ୍ଗୀର ଏବଂ କୋରାପୁଟ ସହରରେ ସୋ ରୁମ ଥିବାବେଳେ ବାଲୁଗାଁ ସହରରେ ଏହା ନୀଲକମଲର ଚତୁର୍ଥ ସୋ ରୁମ ବୋଲି ସୋ ରୁମ ମାଲିକ ଟୁନା ଖାଁ କହିଛନ୍ତି। ଏଥିସହିତ ଏହି ସୋ ରୁମରେ ଗ୍ରାହକଙ୍କ ଆବଶ୍ୟକ ମୁତାବକ ବିଭିନ୍ନ ଫର୍ନିଚର ସୁଲଭ ଦରରେ ବିକ୍ରି କରାଯାଉଥିବା ବେଳେ ପ୍ରତି ସାମଗ୍ରୀ ଉପରେ ଆକର୍ଷଣ ଉପହାର ରହିଥିବା ଶ୍ରୀ ଖାଁ କହିଛନ୍ତି। ଉକ୍ତ ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଓଡ଼ିଶାର ଶ୍ରମମନ୍ତ୍ରୀ ଶ୍ରୀକାନ୍ତ ସାହୁ ଯୋଗ ଦେଇ ଉଦଘାଟନ କରିଥିବା ବେଳେ,ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ଗୋପୀନାଥ ମହାରଣା,ବାଲୁଗାଁ ଏନଏସି ଅଧକ୍ଷା ସୁକାନ୍ତି ପାଇକରାୟ, ଉପାଧ୍ୟକ୍ଷ ଭଗବାନ ପ୍ରଧାନଙ୍କ ସମେତ କାଉନସିଲର ମାନେ ଉପସ୍ଥିତ ଥିଲେ।

ଶ୍ରମ ମନ୍ତ୍ରୀ
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ଏଲ୍‌ଆଇସି ଶାଖାରେ ଲିଆଫି ୬୨ତମ ପ୍ରତିଷ୍ଠା ଦିବସ

October 3, 2026

ଜିଲ୍ଲାପାଳ, ଏସ୍‌ପି ଓ ଡିଏଫ୍‌ଓଙ୍କ ବାସଭବନ ସମ୍ମୁଖରୁ ଷ୍ଟିଲ୍‌ ଗେଟ୍‌ ନେଇଗଲେ ଦୁର୍ବୃତ୍ତ

October 2, 2026

ବାଲୁଗାଁ ମହାବିଦ୍ୟାଳୟ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ପଥପ୍ରାନ୍ତ ନାଟକ

October 2, 2026

ବାଣପୁର ସେଣ୍ଟ ଜାଭିୟର ହାଇସ୍କୁଲରେ ସ୍ୱଚ୍ଛତା କାର୍ଯ୍ୟକ୍ରମ

October 2, 2026
Latest News

ବନ୍ୟପ୍ରାଣୀ ସପ୍ତାହ ଶୁଭାରମ୍ଭ: ପ୍ରକୃତି ଓ ମଣିଷ ସମ୍ପର୍କ ମଜଭୁତ କରିବାକୁ ଗୁରୁତ୍ୱ

October 3, 2026

ସାଇବର ଠକେଇ: ୪ ଅଭିଯୁକ୍ତଙ୍କୁ ଗିରଫ କଲା କମିଶନରେଟ୍ ପୋଲିସ

October 3, 2026

ମହିଳା ହକି ଦଳର ସ୍ୱର୍ଣ୍ଣ ବିଜୟ: ଖେଳାଳି ଓ କର୍ମଚାରୀଙ୍କ ପାଇଁ ଆର୍ଥିକ ପୁରସ୍କାର ଘୋଷଣା କଲେ ମୁଖ୍ୟମନ୍ତ୍ରୀ

October 3, 2026

ନଭେମ୍ବର ସୁଦ୍ଧା ସରକାରୀ ବିଶ୍ୱବିଦ୍ୟାଳୟରେ ଶିକ୍ଷକ ନିଯୁକ୍ତି ସାରିବାକୁ ରାଜ୍ୟପାଳଙ୍କ ନିର୍ଦ୍ଦେଶ

October 3, 2026

ନୟାପଲ୍ଲୀ ଦୁଷ୍କର୍ମ ଘଟଣା: ଚନ୍ଦକାରେ ଅଭିଯୁକ୍ତକୁ ଏନକାଉଣ୍ଟର

October 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.