Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ସାବଧାନ!, ଆଜି ବାଣପୁର-ବାଲୁଗାଁରେ ଚାଲିଛି ବାଇକ ଧରପଗଡ, ଏପର୍ଯ୍ୟନ୍ତ ୨ ଲକ୍ଷରୁ ଉର୍ଦ୍ଧ୍ଵ ଜରିମାନା ଆଦାୟ
ଆଞ୍ଚଳିକ

ସାବଧାନ!, ଆଜି ବାଣପୁର-ବାଲୁଗାଁରେ ଚାଲିଛି ବାଇକ ଧରପଗଡ, ଏପର୍ଯ୍ୟନ୍ତ ୨ ଲକ୍ଷରୁ ଉର୍ଦ୍ଧ୍ଵ ଜରିମାନା ଆଦାୟ

April 6, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

Warning: Trying to access array offset on false in /home/thesamikhsya/htdocs/thesamikhsya.com/odia/wp-content/themes/smart-mag/partials/single/featured.php on line 78

ସୀତାରାମ ଅଗ୍ରୱାଲ

ଚିଲିକା: ରାଜ୍ୟରେ ‘ଜିରୋ ଫାଟାଲିଟ ଉଇକ୍’ ପାଳନ ଅବସରରେ ଖୋର୍ଦ୍ଧା ଜିଲ୍ଲା ବାଣପୁର ଓ ବାଲୁଗାଁର ବିଭିନ୍ନ ସ୍ଥାନରେ ଚାଲିଛି ଚଢାଉ। ରାସ୍ତା ସାରା ଜଗି ରହୁଛନ୍ତି ପୋଲିସ ଏବଂ ଆରଟିଓ କର୍ମଚାରୀ। ହେଲମେଟ, ଗାଡି କାଗଜପତ୍ର, ସିଟ ବେଲଟ, ମଦ ପିଇ ଗାଡିଚାଳନା ଏବଂ ନାବାଳକ ଡ୍ରାଇଭରକୁ ଉଭୟ ବିଭାଗ ଧରିବାରେ ଲାଗିଛି।

ଆଜି ପୂର୍ବାହ୍ନରୁ ରାତ୍ରି ପର୍ଯ୍ୟନ୍ତ ବାଣପୁର ଓ ବାଲୁଗାଁ ପୋଲିସର ସହଯୋଗରେ ଆରଟିଓ ବିଭିନ୍ନ ସ୍ଥାନରେ ମିଳିତ ଚଢ଼ାଉ କରିଥିଲା। ଏହି ପରିପ୍ରେକ୍ଷୀରେ ବାଲୁଗାଁ ଥାନା ଅଞ୍ଚଳରୁ ୨ ଲକ୍ଷ ୫ ହଜାର ତାଙ୍କର ମିଳିତ ଫାଇନ ଆଦାୟ ହୋଇଥିବା ବେଳେ ବାଲୁଗାଁ ପୋଲିସ ଦୁଇ କଲେଜ ଛାତ୍ରଙ୍କ ବାଇକ ଜବତ କରିବା ସହ ସେମାନଙ୍କ ଅଭିଭାବକମାନଙ୍କ ଉପରେ ପଚାଶ ହଜାର ଟଙ୍କାର ଫାଇନ ପକାଯାଇଥିବା ଆଇଆଇସି ରଶ୍ମିରଞ୍ଜନ ଦାସ ସୂଚନା ଦେଇଛନ୍ତି।

ଉକ୍ତ ଚଢ଼ାଉରେ ଆରଟିଓ ପକ୍ଷରୁ କନିଷ୍ଠ ମୋଟରଜାନ ନିରୀକ୍ଷକ ପ୍ରମୋଦ ସିଂହ ଏବଂ ବାଲୁଗାଁ ପୋଲିସ ସାମିଲ ଥିଲା। ଅନୁରୂପ ଭାବେ ଖବର ଲେଖା ହେଲା ବେଳକୁ ବାଣପୁର ଥାନା ଅଞ୍ଚଳରେ ମିଳିତ ଚଢ଼ାଉ ଜାରି ରହିଅଛି। ଉକ୍ତ ଚଢ଼ାଉରେ କନିଷ୍ଠ ମୋଟରଜାନ ନିରୀକ୍ଷିକା ତୃପ୍ତିରେଖା ଜେନା ଏବଂ ବାଣପୁର ପୋଲିସ ସାମିଲ ଅଛି।

ଚିଲିକା ଜରିମାନା ଆଦାୟ
Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ବରରେ ଆୟୋଜିତ ଚନ୍ଦନ ଉତ୍ସବରେ ଯୋଗ ଦେଇ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଲେ..

May 31, 2026

ଚ଼ିଲିକାର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

May 29, 2026

ମହାଭାରତ ବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ

May 28, 2026

ଆଜି ୧୨ ଘଣ୍ଟିଆ ଜୟପୁର ବନ୍ଦ

May 28, 2026
Latest News

ଆଇଆଇସି ସନ୍ଧ୍ୟାରାଣୀ ଜେନାଙ୍କ ନାଁରେ ମାମଲା ରୁଜୁ

June 2, 2026

ଆଜି ଶପଥ ଗ୍ରହଣ କରିବେ ସୁପ୍ରିମକୋର୍ଟର ୫ ନୂତନ ବିଚାରପତି

June 2, 2026

ଆସନ୍ତା ୧୯ରେ ରାଷ୍ଟ୍ରପତି, ୨୦ରେ ଆସିବେ ପ୍ରଧାନମନ୍ତ୍ରୀ

June 2, 2026

ରକ୍ଷକ ନା ଭକ୍ଷକ? ଓଡ଼ିଶା ପୋଲିସକୁ ନେଇ ବଢ଼ୁଛି ପ୍ରଶ୍ନ ?

June 2, 2026

କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀ କଣ କଲେ ଆଲୋଚନା, ଜାଣନ୍ତୁ ପୁରା ଖବର

June 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.