Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଜୋର ଧରିଲା ବାଣପୁରକୁ ସବ ଡିଭିଜନ ମାନ୍ୟତା ଦାବି
ଆଞ୍ଚଳିକ

ଜୋର ଧରିଲା ବାଣପୁରକୁ ସବ ଡିଭିଜନ ମାନ୍ୟତା ଦାବି

April 7, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

Warning: Trying to access array offset on false in /home/thesamikhsya/htdocs/thesamikhsya.com/odia/wp-content/themes/smart-mag/partials/single/featured.php on line 78

ସୀତାରାମ ଅଗ୍ରୱାଲ

ବାଣପୁର: ବାଣପୁରକୁ ରାଜସ୍ବ ଉପଖଣ୍ଡ ମାନ୍ୟତା ଦାବିରେ ବାଣପୁର-ବାଲୁଗାଁ-ଚିଲିକା ଆଞ୍ଚଳିକ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ଆସନ୍ତା ୧୬ ତାରିଖ ରବିବାର ଦିନ ଅନୁଷ୍ଠିତ ହେବ। ବାଲୁଗାଁ ସ୍ଥିତ ଶ୍ରୀ ଶ୍ରୀ ଉମାମହେଶ୍ୱର ଦେବଙ୍କ ମନ୍ଦିର ପ୍ରାଙ୍ଗଣରେ ଏହି ବୈଠକ ଅନୁଷ୍ଠିତ ହେବ ବୋଲି କ୍ରିୟାନୁଷ୍ଠାନ କମିଟି ସଭାପତି ପ୍ରଫେସର ନଳିନୀକାନ୍ତ ପଟ୍ଟନାୟକ ସୂଚନା ଦେଇଛନ୍ତି।

ବାଣପୁର ଅଞ୍ଚଳର ଜନସାଧାରଣ ମାନେ ଦୀର୍ଘ ବର୍ଷ ଧରି ବିଭିନ୍ନ ସମୟରେ ବାଣପୁରକୁ ରାଜସ୍ବ ଉପଖଣ୍ଡ ମାନ୍ୟତା ଦାବି ନେଇ ଆନ୍ଦୋଳନ ଜାରି ରଖିଥିଲେ ସୁଦ୍ଧା ଏଯାବତ ବାଣପୁର ଏହାର ନ୍ୟାର୍ଯ୍ୟ ଦାବିରୁ ବଞ୍ଚିତ ହୋଇଛି। ଏହି ପରିପ୍ରେକ୍ଷୀରେ ବାଣପୁରକୁ ରାଜସ୍ୱ ଉପଖଣ୍ଡ ମାନ୍ୟତା ଦାବି ଜୋର ଧରିଛି। ସବୁ ଭିତ୍ତିଭୂମି ଥାଇ ମଧ୍ୟ ବାଣପୁରକୁ ରାଜସ୍ୱ ଉପଖଣ୍ଡ ମାନ୍ୟତା ପ୍ରଦାନ ନକରିବା ଜନସାଧାରଣକୁ ମର୍ମାହତ କରିଛି।

ପ୍ରକାଶ ଥାଉକି ଉକ୍ତ ଆନ୍ଦୋଳନକୁ ଆହୁରି ତୀବ୍ରତର କରିବା ପାଇଁ କିଛି ବୁଦ୍ଧିଜୀବୀ ବାଣପୁର ସ୍ଥିତ ଶ୍ରୀ ଶ୍ରୀ ରଙ୍କନାଥ ଦେବ ମନ୍ଦିର ପରିସରରେ ଆଜି ଅନୁଷ୍ଠିତ ହୋଇଥିବା ଏକ ବୈଠକରେ ଯୋଗଦେଇ ଉକ୍ତ ନିଷ୍ପତ୍ତି ଗ୍ରହଣ କରିଛନ୍ତି।

ବାଣପୁର ଶ୍ରୀ ଶ୍ରୀ ରଙ୍କନାଥ ଦେବ ମନ୍ଦିର ସବ ଡିଭିଜନ ମାନ୍ୟତା
Share. Facebook Twitter LinkedIn Email WhatsApp Copy Link

Related Posts

ବଜ୍ରକୋଟ ପ୍ରାଥମିକ ବିଦ୍ୟାଳୟରେ ଭାବପୂର୍ଣ୍ଣ ଗୁରୁ ପୂଜନ ଉତ୍ସବ

September 6, 2026

ରେଢ଼ାଖୋଲରେ ଆରଏସଏସ ଯୁବ ସମ୍ମିଳନୀ

September 6, 2026

ସମ୍ବଲପୁର ସେନ୍ ପାର୍କ ନିକଟରେ ମହିଳାଙ୍କୁ ବିଭତ୍ସ ହତ୍ୟା

September 6, 2026

ବାଲୁଗାଁ ଭେଙ୍କଟେଶ୍ଵର ସ୍କୁଲରେ ଧୂମଧାମରେ ଗୁରୁଦିବସ ପାଳିତ

September 5, 2026
Latest News

ଏଠାରେ ମିଳେନି ସଉଦା, ହୁଏ ଭାବନାର ମିଳନ! ଦୁନିଆର ନିଆରା ‘Love Market’

September 7, 2026

ରୋଷେଇ ଘରର ଏହି ଛୋଟ ସଙ୍କେତ ଦେଇପାରେ ବଡ଼ ବିପଦର ଖବର! ଯାଞ୍ଚ କରନ୍ତୁ ଗ୍ୟାସ ଶିଖା

September 7, 2026

ଇଣ୍ଡୋନେସିଆରେ ଆଗ୍ନେୟଗିରି ବିସ୍ଫୋରଣ: ୫୦ ହଜାର ଫୁଟ ଉଚ୍ଚକୁ ଉଠିଲା ପାଉଁଶ

September 7, 2026

ନିଆଳିରେ ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ୪ ବଖରା ଘର, ୪୦ ଛେଳି ଜୀବନ୍ତ ଦଗ୍ଧ

September 7, 2026

ପାଳଲହଡ଼ାରେ ଭୟଙ୍କର ଦୁର୍ଘଟଣା: ଓଲଟିଲା ଲୁହା ରଡ୍‌ ବୋଝେଇ ଟ୍ରକ, ଚାପି ହୋଇ ଚାଳକ ମୃତ

September 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.