Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ଉଦଯାପିତ ହେଲା ମା’ ବ୍ରାହ୍ମଣିଦେଵି କ୍ରିକେଟ ପ୍ରିମିୟର ଲିଗ
ଆଞ୍ଚଳିକ

ବାଣପୁର: ଉଦଯାପିତ ହେଲା ମା’ ବ୍ରାହ୍ମଣିଦେଵି କ୍ରିକେଟ ପ୍ରିମିୟର ଲିଗ

April 9, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

Warning: Trying to access array offset on false in /home/thesamikhsya/htdocs/thesamikhsya.com/odia/wp-content/themes/smart-mag/partials/single/featured.php on line 78

ସୀତାରାମ ଅଗ୍ରୱାଲ
ବାଣପୁର: ନରେନ୍ଦ୍ରପୁର ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଗମେଇଁ ଗ୍ରାମରେ ମା ବ୍ରାହ୍ମଣୀ ଦେବୀ ଯୁବକ ସଙ୍ଘ ଆନୁକୂଲ୍ୟରେ ଦୁଇଦିନ ଧରି ଚାଲିଥିବା କ୍ରିକେଟ ପ୍ରିମିୟର ଲିଗ ଟୁର୍ଣ୍ଣାମେଣ୍ଟ ଉଦଯାପନ ହୋଇଯାଇଛି। ଆଜିର ଫାଇନାଲ ମ୍ୟାଚରେ ମୁଖ୍ୟ ଅତିଥିଭାବେ ନରେନ୍ଦ୍ରପୁର ସରପଞ୍ଚ ସବିତା ଦାସ ଓ ସନମାନିତ ଅତିଥି ଭାବେ ଯୁବ ସମାଜ ସେବୀ ତଥା ଭେଟେଶ୍ୱର ପୂର୍ବତନ ସରପଞ୍ଚ ଜିତେନ୍ଦ୍ର କୁମାର ଭୋଳ, ପୂର୍ବତନ ଜିଲ୍ଲାପରିଷଦ ସଦସ୍ୟ ନାରାୟଣ ପାଲଟାସିଂହ ଯୋଗ ଦେଇଥିଲେ।

ଅତିଥି ମାନେ ଖେଳ ପରିଦର୍ଶନ ସହ ତାଳି ବଜାଇ ଉଭୟ ଦଳର ଖେଳାଳି ମାନଙ୍କୁ ଉତ୍ସାହିତ କରିଥିଲେ। ପ୍ରିମିୟର ଲିଗର ଶେଷ ଦିବସରେ ଗମେଇଁ ଓ ଭେଟେଶ୍ୱର ଗ୍ରାମ ମଧ୍ୟରେ ଫାଇନାଲ ମ୍ୟାଚ ଅନୁଷ୍ଠିତ ହୋଇଥିବା ବେଳେ ଗମେଇଁ ଗ୍ରାମର ମା’ ବ୍ରାହ୍ମଣୀ ଦେବୀ ଯୁବକ ସଙ୍ଘ ଖେଳରେ ବାଜିମାତ କରିଥିଲା।

ଭେଟେଶ୍ୱର ଗ୍ରାମର ଭେଟିନାଥ ଦେବ କ୍ରିକେଟ କ୍ଲବ ଉପ-ବିଜେତା ହୋଇଥିଲା। ଖେଳରେ ଭଲ ପ୍ରଦର୍ଶନ କରିଥିବା ଖେଳାଳି ମାନଙ୍କୁ ଅତିଥିମାନେ ପୁରସ୍କାର ପ୍ରଦାନ କରିଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ହାଇସ୍କୁଲର ଆଦର୍ଶ ଶିକ୍ଷକ ଓ ସୁନାମଧନ୍ୟ ସାହିତ୍ୟିକ ଜିତେନ୍ଦ୍ର ନାଥ ବରାଳଙ୍କ ସ୍ମୃତି ଶ୍ରଦ୍ଧାଞ୍ଜଳି ସଭା

June 16, 2026

ବାଣପୁର: ତୋରସିଂ ଗ୍ରାମରେ ପାରମ୍ପରିକ କ୍ରୀଡା ପ୍ରତିଯୋଗିତା

June 15, 2026

ବଡ଼କୁଳ ଓଟିଡିସି ପାନ୍ଥନିବାସ ଠାରେ ଗଣପର୍ବ ରଜ ଉତ୍ସବ ପାଳିତ

June 14, 2026

ସଲପଡିହ ବିଦ୍ୟାଳୟରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ

June 7, 2026
Latest News

ଏବେ IPLରେ ପ୍ରବେଶ କରିବେ ଯୁବରାଜ ସିଂହ: ଏହି ଦଳର ହେବେ ‘କୋଚ୍’

June 19, 2026

Jio IPO: ଜିଓ ଆଇପିଓ ନେଇ ଘୋଷଣା କଲେ ମୁକେଶ ଆମ୍ବାନୀ, ଆସିବ ୨୭ କୋଟି ସେୟାରର ନୂଆ ଇସ୍ୟୁ

June 19, 2026

‘ଭିବି-ଜି ରାମ୍ ଜି’ କାର୍ଯ୍ୟକ୍ରମର ସଫଳ କାର୍ଯ୍ୟାନ୍ୱୟନ ପାଇଁ ୧୦୦ରୁ ଅଧିକ କ୍ଷେତ୍ର ଅଧିକାରୀଙ୍କ ନିଯୁକ୍ତି

June 19, 2026

ଓଡ଼ିଶାରେ ୭୩୨ କୋଟିରୁ ଅଧିକ ମୂଲ୍ୟର ରେଳ ପ୍ରକଳ୍ପଗୁଡ଼ିକୁ ଦେଶବାସୀଙ୍କୁ ସମର୍ପଣ କରିବେ ରାଷ୍ଟ୍ରପତି

June 19, 2026

ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ

June 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.