Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ ଏସଡିପିଓ ଭାବେ କାର୍ଯ୍ୟରେ ଯୋଗ ଦେଲେ ଓପିଏସ ଅଧିକାରୀ ଶୁଭ୍ରାଂଶୁ ଶେଖର ମିଶ୍ର
ଆଞ୍ଚଳିକ

ବାଲୁଗାଁ ଏସଡିପିଓ ଭାବେ କାର୍ଯ୍ୟରେ ଯୋଗ ଦେଲେ ଓପିଏସ ଅଧିକାରୀ ଶୁଭ୍ରାଂଶୁ ଶେଖର ମିଶ୍ର

April 10, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଲୁଗାଁ: ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ପୋଲିସ ସବ ଡିଭିଜନରେ ନୂତନ ଏସଡିପିଓ ଭାବେ ଆଜି କାର୍ଯ୍ୟରେ ଯୋଗ ଦେଇଛନ୍ତି ଓପିଏସ ଅଧିକାରୀ ଶୁଭ୍ରାଂଶୁ ଶେଖର ମିଶ୍ର। ଏହା ପୂର୍ବରୁ ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଏସଡିପିଓ ଭାବେ ଶ୍ରୀ ମିଶ୍ର କାର୍ଯ୍ୟରତ ଥିଲେ। ଭଞ୍ଜନଗର ପୋଲିସ ସବ ଡିଭିଜନରେ ତିନି ବର୍ଷରୁ ଊର୍ଦ୍ଧ୍ଵ ସମୟ କାର୍ଯ୍ୟକାଳରେ ଶ୍ରୀ ମିଶ୍ର ଅନେକ ଜନହିତକର କାର୍ଯ୍ୟ କରି ପ୍ରଶଂସାର ପାତ୍ର ପାଲଟିଥିଲେ। ତତସହିତ ଭଞ୍ଜନଗର ପୋଲିସ ଉପଖଣ୍ଡରେ ଆଇନ ଶୃଙ୍ଖଳା ରକ୍ଷା କରିବା କ୍ଷେତ୍ରରେ ଶ୍ରୀ ମିଶ୍ରଙ୍କର ଉଲ୍ଲେଖନୀୟ ଅବଦାନ ରହିଛି।

ଆଜି କାର୍ଯ୍ୟରେ ଯୋଗଦେବା ପରେ ବହୁ ପୋଲିସ ଅଧିକାରୀମାନେ ଶ୍ରୀ ମିଶ୍ରଙ୍କୁ ଭେଟି ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ ଜଣାଇଥିଲେ।

ତେବେ ବାଲୁଗାଁ ପୋଲିସ ଉପଖଣ୍ଡରେ ଅପରାଧିକ କାର୍ଯ୍ୟକଳାପକୁ ନିୟନ୍ତ୍ରଣ କରିବା, ଆଇନ ଶୃଙ୍ଖଳା ରକ୍ଷା କରିବା ସହ ବାଣପୁର ଓ ବାଲୁଗାଁ ସହରରେ ଟ୍ରାଫିକ ବ୍ୟବସ୍ଥାକୁ ସୁଧାରିବା ପ୍ରାଥମିକତା ରହିବ ବୋଲି ଆମ ପ୍ରତିନିଧିଙ୍କୁ ନୂତନ ଏସଡିପିଓ ଶ୍ରୀ ମିଶ୍ର ସୂଚନା ଦେଇଛନ୍ତି।

ସୂଚନା ଥାଉକି ବାଲୁଗାଁ ପୂର୍ବତନ ଏସଡିପିଓ ମାନସ ରଞ୍ଜନ ବାରିକଙ୍କ ତାଳଚେର ଏସଡିପିଓ ଭାବେ ନିକଟରେ ବଦଳି ହେବା ପରେ ଉକ୍ତ ପଦବୀ ଖାଲି ପଡିଥିଲା।

ଓପିଏସ ଅଧିକାରୀ ବାଲୁଗାଁ ଏସଡ଼ିପିଓ ଶୁଭ୍ରାଂଶୁ ଶେଖର ମିଶ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026
Latest News

ପ୍ରଶଂସନୀୟ କାର୍ଯ୍ୟ ପାଇଁ ଦୁଇଜଣ ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ସମ୍ମାନିତ

March 23, 2026

IPL 2026: ଦିଲ୍ଲୀ କ୍ୟାପିଟାଲ୍ସର ବଦଳିବ ପ୍ଲେଇଂ ଇଲେଭେନ, KL ରାହୁଲଙ୍କୁ ମିଳିବ ବଡ଼ ଦାୟିତ୍ୱ

March 23, 2026

“ମୁଁ ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣକୁ ସ୍ୱାଗତ କରୁଛି”: ପ୍ରିୟଙ୍କା ଚତୁର୍ବେଦୀଙ୍କ ବଡ଼ ବୟାନ

March 23, 2026

ସଫଳତା ହାସଲ କରିଥିବା ଓଡ଼ିଶା ପୋଲିସର କ୍ରୀଡ଼ାବିତମାନଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି

March 23, 2026

ତିନୋଟି ନୂତନ ଉପକ୍ରମର ଘୋଷଣା କଲେ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

March 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.