Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ହଠାତ୍ ବାଣପୁର ଗସ୍ତରେ ଆସି ମା’ ଭଗବତୀ ମନ୍ଦିର ପରିଦର୍ଶନ କଲେ ଖୋର୍ଦ୍ଧା ଜିଲ୍ଲାପାଳ: ଜାଣନ୍ତୁ କାରଣ
ଆଞ୍ଚଳିକ

ହଠାତ୍ ବାଣପୁର ଗସ୍ତରେ ଆସି ମା’ ଭଗବତୀ ମନ୍ଦିର ପରିଦର୍ଶନ କଲେ ଖୋର୍ଦ୍ଧା ଜିଲ୍ଲାପାଳ: ଜାଣନ୍ତୁ କାରଣ

April 10, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

Warning: Trying to access array offset on false in /home/thesamikhsya/htdocs/thesamikhsya.com/odia/wp-content/themes/smart-mag/partials/single/featured.php on line 78

ସୀତାରାମ ଅଗ୍ରୱାଲ

ବାଣପୁର: ଆଜି ସକାଳେ ଖୋର୍ଦ୍ଧା ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ହଠାତ ବାଣପୁର ଗସ୍ତରେ ଆସି ମା’ ଭଗବତୀ ମନ୍ଦିର ପହଞ୍ଚିଥିଲେ। ତାଙ୍କ ସହ ଖୋର୍ଦ୍ଧା ଉପ ଜିଲ୍ଲାପାଳ ଦିପ୍ତୀରଞ୍ଜନ ସେଠି, ଓବିସିସି ପରିଚାଳନା ନିର୍ଦ୍ଦେଶକ ଇ. ଜୟକୃଷ୍ଣ ଦାସ, ରାଜ୍ୟ ପ୍ରତ୍ନତତ୍ତ୍ୱ ବିଭାଗ ଅଧିକ୍ଷକ ଅଶ୍ୱିନୀ ଶତପଥୀ ଏବଂ ସ୍ଥପତି ଅକ୍ଷୟ ବେହୁରିଆ ଆଦି ଉପସ୍ଥିତ ଥିଲେ।

ଉକ୍ତ ଟିମ ମନ୍ଦିରକୁ କିପରି ୫-ଟି ଅନ୍ତର୍ଗତ ନୂତନ ରୂପରେଖ ଦିଆଯିବ ତାହା ଉପରେ ଆଲୋଚନା କରିଥିଲେ। ମା’ ମନ୍ଦିର ସ୍ଥିତି ସମେତ ଏହି ଟିମ ପାରିପାର୍ଶ୍ୱ ଅଞ୍ଚଳ ବୁଲି ଦେଖିଥିଲେ। ମନ୍ଦିର ଚତୁର୍ପାଶ୍ୱରେ ପ୍ରାଚୀର ନିର୍ମାଣ, ପୁରୁଣା ମନ୍ଦିରକୁ ନୂତନ ଢାଞ୍ଚାରେ ନିର୍ମାଣ, ମନ୍ଦିରକୁ ସଂଯୋଗ ପାଇଁ ରୋଡ ଆଦି ବିଭିନ୍ନ ବିଷୟ ଉପରେ ଆଲୋଚନା କରିଥିଲେ ଏହି ଟିମ।

ପରିଶେଷରେ ଏହି ଟିମ ସ୍ଥାନୀୟ ସେବାୟତ ଓ ବୁଦ୍ଧିଜୀବୀଙ୍କ ସହ ଦୀର୍ଘ ସମୟ ଧରି ଆଲୋଚନା ମଧ୍ୟ କରିଥିଲେ। ନିକଟରେ ମା’ ଭଗବତୀ ମନ୍ଦିର ପାଇଁ ମୁଖ୍ୟମନ୍ତ୍ରୀ ପ୍ଲାନ ଅନୁମୋଦନ କରିଥିବା ବେଳେ ମନ୍ଦିର କାମ ସ୍ୱଳ୍ପ ଦିନ ମଧ୍ୟରେ ଆରମ୍ଭ ହେବ ବୋଲି ଜିଲ୍ଲାପାଳ ଗଣମାଧ୍ୟମକୁ କହିଛନ୍ତି। ଜିଲ୍ଲାପାଳଙ୍କ ଗସ୍ତ ସମୟରେ ବାଣପୁର ତହସିଲଦାର, ବିଡ଼ିଓ, ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ, ଏନଏସି ଅଧ୍ୟକ୍ଷ,ଏଣ୍ଡାଓମେଣ୍ଟ କାର୍ଯ୍ୟନିର୍ବାହୀ ଅଧିକାରୀ ଆଦି ଉପସ୍ଥିତ ଥିଲେ।

କେ. ସୁଦର୍ଶନ ଚକ୍ରବର୍ତ୍ତୀ ଖୋର୍ଦ୍ଧା ଜିଲ୍ଲାପାଳ ବାଣପୁର ଗସ୍ତ ମା’ ଭଗବତୀ ମନ୍ଦିର
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ଭଲ ଅମଳ ପାଇଁ ମା’ଙ୍କ ନିକଟରୁ ଆଜ୍ଞାମାଳ ଗ୍ରହଣ କଲେ ଶତାଧିକ କୃଷକ

September 14, 2026

ରଣପୁରରେ ଧୁମଧାମରେ ୭୭ତମ ବିଘ୍ନ ବିନାୟକ ଶ୍ରୀଗଣେଶ ପୂଜା ମହୋତ୍ସବ

September 14, 2026

କୁକୁଡାଖଣ୍ଡି ବ୍ଲକରେ ତୃତୀୟ ମାସିକ କ୍ଲଷ୍ଟର ବୈଠକ

September 12, 2026

ବାଣପୁର: ବ୍ଲକ ସ୍ତରୀୟ ଇଣ୍ଡୋର ସ୍ପୋର୍ଟ୍ସ ଉଦଯାପିତ

September 9, 2026
Latest News

ଆଇଟିଇଆରରେ ଛାତ୍ରଛାତ୍ରୀଙ୍କ ନିମନ୍ତେ ଭଲିବଲ କୋର୍ଟ ଉଦ୍‌ଘାଟିତ

September 16, 2026

EPF ରେ ବଡ଼ ବୃଦ୍ଧି: 6,857 ଟଙ୍କା ପରିବର୍ତ୍ତେ 11,429 ଟଙ୍କା ହେବ ପେନସନ, ଜାଣନ୍ତୁ ଗଣିତ

September 16, 2026

ସେପ୍ଟେମ୍ବର ୧୭ରେ ‘ସେମିକନ୍ ଇଣ୍ଡିଆ ୨୦୨୬’ର ଉଦ୍ଘାଟନ କରିବେ ପ୍ରଧାନମନ୍ତ୍ରୀ

September 16, 2026

ଜିଓ ବ୍ୟବହାରକାରୀଙ୍କୁ ମିଳିବ ୧୨ ମାସ ପାଇଁ ମାଗଣା କାନଭା ପ୍ରୋ: ୪ ହଜାର ପର୍ଯ୍ୟନ୍ତ ସଞ୍ଚୟର ସୁଯୋଗ

September 16, 2026

ସୋଆର ଫ୍ୟାକଲ୍ଟି ଅଫ୍ ନର୍ସିଂ ଏବଂ ଫାର୍ମାସୀ ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ଗ୍ରାଜୁଏସନ୍ କାର୍ଯ୍ୟକ୍ରମ

September 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.