Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବ୍ରହ୍ମପୁର ସହର ଉପକଣ୍ଠ ଲୋଚାପଡା ରୋଡ୍ ସ୍ଥିତ ବାସଗୃହରେ ଅଗ୍ନିକାଣ୍ଡ
ଆଞ୍ଚଳିକ

ବ୍ରହ୍ମପୁର ସହର ଉପକଣ୍ଠ ଲୋଚାପଡା ରୋଡ୍ ସ୍ଥିତ ବାସଗୃହରେ ଅଗ୍ନିକାଣ୍ଡ

April 12, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

କୈଳାଶ ଚନ୍ଦ୍ର ଚୌଧୁରୀ

ବ୍ରହ୍ମପୁର: ଲୋଚାପଡା ରୋଡ୍ ଦୁରଦର୍ଶନ କେନ୍ଦ୍ର ନିକଟରେ ପ୍ରଭାକର ସାହୁ ନାମକ ଜଣେ ବ୍ୟକ୍ତିଙ୍କ ଘରେ କୌଣସି କାରଣରୁ ନିଆଁ ଲାଗିଯାଇଥିଲା। ଅଞ୍ଚଳ ବାସିନ୍ଦା ଓ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଅଗ୍ନିକାଣ୍ଡର କାରଣ ଜଣାପଡ଼ିନାହିଁ ଓ କୌଣସି କ୍ଷୟକ୍ଷତିର ଆକଳନ ହୋଇନାହିଁ।

ବ୍ରହ୍ମପୁର ସହର
Share. Facebook Twitter LinkedIn Email WhatsApp Copy Link

Related Posts

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026

ଡାଲିର ଗୁଣ ଜ୍ଞାନ ଓ ମାଗଣା ସ୍ଵାସ୍ଥ୍ୟ ଶିବିର ଅନୁଷ୍ଠିତ

March 9, 2026

ସଡ଼କ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ

March 5, 2026
Latest News

ମହାରାଷ୍ଟ୍ର ବଜେଟ ଅଧିବେଶନ ମଧ୍ୟରେ ବିଧାନ ଭବନକୁ ବୋମା ଧମକ!: ତଲାସୀ ଅଭିଯାନ ଆରମ୍ଭ

March 12, 2026

ପରବର୍ତ୍ତୀ ଟି-୨୦ ବିଶ୍ୱକପ୍ କେବେ ଏବଂ କେଉଁ ଦେଶରେ ଖେଳାଯିବ?: ୧୨ଟି ଦଳ ନିଶ୍ଚିତ, ୮ଟି ସ୍ଥାନ ଖାଲି

March 12, 2026

ଟ୍ରମ୍ପଙ୍କ ‘୩୦୧’ ଛାଟ!: ଭାରତ ଏବଂ ଚୀନ୍ ସମେତ ୧୬ ଟି ଦେଶ ଉପରେ ହେବ କାର୍ଯ୍ୟାନୁଷ୍ଠାନ

March 12, 2026

ମଧ୍ୟପୂର୍ବ ଯୁଦ୍ଧର ପ୍ରଭାବ: ବିଶ୍ୱ ତେଲ ଓ ଗ୍ୟାସ ଯୋଗାଣ ଉପରେ ବଢ଼ୁଛି ସଙ୍କଟ

March 12, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.