Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବଳମ୍ ଗ୍ରାମ ପଞ୍ଚାୟତରେ ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟ ଖୋଲିବା ପାଇଁ ଦାଵୀ
ଆଞ୍ଚଳିକ

ବଳମ୍ ଗ୍ରାମ ପଞ୍ଚାୟତରେ ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟ ଖୋଲିବା ପାଇଁ ଦାଵୀ

April 12, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

Warning: Trying to access array offset on false in /home/thesamikhsya/htdocs/thesamikhsya.com/odia/wp-content/themes/smart-mag/partials/single/featured.php on line 78

କନ୍ଦର୍ପ ବେହେରା
ରେଢ଼ାଖୋଲ: ନାକଟିଦେଉଳ ବ୍ଲକ୍ ଵଳମ୍ ପଞ୍ଚାୟତରେ ଏକ ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟ ଖୋଲିବା ପାଇଁ ଏକ ଦାବୀ ପତ୍ର ବଳମ ପଂଚାୟତବାସୀ ତହସିଲଦାର୍ ଙ୍କୁ ଏକ ଦାବୀପତ୍ର ପ୍ରଦାନ କରିଛନ୍ତି। ବଳମ୍ ପଂଚାୟତ ଅନ୍ତର୍ଗତ ଵିଭିନ୍ନ ଗ୍ରାମର ଲୋକମାନେ ସେମାନଙ୍କର ରାଜସ୍ଵ ନିରୀକ୍ଷକ କାର୍ଯ୍ୟାଳୟ ୧୦ କିଲୋମିଟର ଦୂର କିସିଣ୍ଡା ପଞ୍ଚାୟତ ରେ ଅଵସ୍ଥାପିତ ହୋଇଥିଵାରୁ ଵହୁତ ଅସୁବିଧା ହେଉଛି। ପୂର୍ବରୁ ନାକ୍ଟିଦେଉଳ ଠାରେ ଏହି କାର୍ଯ୍ୟାଳୟ ଥିବାରୁ ସୁବିଧା ହେଉଥିଲା। କିଛି ବର୍ଷ ପୂର୍ବେ ଵଳମ୍ ଠାରେ ଆର୍ ଆଇ ଅଫିସ୍ ଖୋଲାଯିବା ପାଇଁ ପ୍ରତିଶ୍ରୁତି ଦିଆଯାଇଥିଲା।

ବଳମ୍ ରେ ଯଥାଶୀଘ୍ର ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟ କରାଯିବା ପାଇଁ ବଳମ୍, ମହୁକୁଦ, ଉପରମୁଣ୍ଡା, ଟିକିଲିପଡା, ଵଲାସି°ହା, କେଲୋ, ବେତଝରଣ, ମଣ୍ଡୁଆମ୍, ବଞ୍ଜାଗୋଳା, ତାସଭରଡି,ଗଞାବାହାଳ ଓ ତାଳପାଳ ଗ୍ରାମବାସୀ ଦାଵୀ କରିଛନ୍ତି। ତା ୧୨.୪.୨୩ ରିଖ ଦିନ ଜିଲ୍ଲାପାଳଙ୍କ ଉଦ୍ଦେଶ୍ୟରେ ନାକ୍ଟିଦେଉଳ ତହସିଲଦାରଙ୍କୁ ବଳମ୍ ଠାରେ ରାଜସ୍ଵ ନିରୀକ୍ଷକ କାର୍ଯ୍ୟାଳୟ ସ୍ଥାପନପାଇଁ ପୁର୍ବତନ ସରପଞ୍ଚ ଵୀରେନ୍ ପ୍ରଧାନ, ଭକ୍ତ ଵଲ୍ଲଭ ପ୍ରଧାନ, ଅଚ୍ୟୁତାନନ୍ଦ ପ୍ରଧାନ, ଶ୍ରୀମନ୍ତ ପ୍ରଧାନ ଓ ଵୀରେନ୍ ମାଝୀ ନାକଟିଦେଉଳ ଅତିରିକ୍ତ ତହସିଲଦାରଙ୍କ ଠାରେ ଦାବୀପତ୍ର ପ୍ରଦାନ କରିଛନ୍ତି।

ଦାବୀ ପତ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ଶିକ୍ଷକଙ୍କ ମାଡ଼ରେ ତୃତୀୟ ଶ୍ରେଣୀ ଛାତ୍ରୀର ମୃତ୍ୟୁ ଅଭିଯୋଗ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026

ଲୋକାର୍ପିତ ହେଲା ‘ନରସିଂହପୁର କ୍ଲଷ୍ଟର ବୁଲେଟିନ’ କୁନି ରିପୋର୍ଟର ଚ୍ୟାନେଲ

August 1, 2026
Latest News

ACF ସୋମ୍ୟରଞ୍ଜନ ମୃତ୍ୟୁ ମାମଲା : ତତ୍କାଳୀନ DFO ନିଲମ୍ବିତ

August 2, 2026

ଚିଲିକାର ମା କାଳିଜାଈ ପୀଠ ହେବ ପ୍ରମୁଖ ଆଧ୍ୟାତ୍ମିକ ସ୍ଥଳ, ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କଲେ ସମୀକ୍ଷା

August 2, 2026

ନିଟ୍‌-ପିଜି ୨୦୨୬ର ପ୍ରସ୍ତୁତି ସମୀକ୍ଷା କଲେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡା

August 2, 2026

ଅଗଷ୍ଟରେ କମିବ ବର୍ଷା, ବଢ଼ିବ ତାତି; ଆଇଏମଡିର ପୂର୍ବାନୁମାନରେ ବଢ଼ିଲା ଚିନ୍ତା

August 2, 2026

ଶିକ୍ଷକଙ୍କ ମାଡ଼ରେ ତୃତୀୟ ଶ୍ରେଣୀ ଛାତ୍ରୀର ମୃତ୍ୟୁ ଅଭିଯୋଗ

August 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.