Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ ରେଳ ସୁରକ୍ଷା ବଳ ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ
ଆଞ୍ଚଳିକ

ବାଲୁଗାଁ ରେଳ ସୁରକ୍ଷା ବଳ ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ

April 12, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

Warning: Trying to access array offset on false in /home/thesamikhsya/htdocs/thesamikhsya.com/odia/wp-content/themes/smart-mag/partials/single/featured.php on line 78

ସୀତାରାମ ଅଗ୍ରୱାଲ

ବାଲୁଗାଁ: ଆଜି ପୂର୍ବାହ୍ନରେ ବାଲୁଗାଁ ରେଳ ସୁରକ୍ଷା ବଳ (ଆରପିଏଫ) ଆଇଆଇସି ଜିତେନ୍ଦ୍ର ମୌର୍ଯ୍ୟଙ୍କ ନିର୍ଦ୍ଦେଶକ୍ରମେ ଏଏସଆଇ ଏସ. ଅର୍ଜୁନ ପାତ୍ରଙ୍କ ତତ୍ୱବାଧାନରେ ରେଳ ଷ୍ଟେସନ ନିକଟସ୍ଥ ବେଲପଡା, ଉମାକାନ୍ତପୁର, ରାଜୀବ ନଗର ଆଦି ଗ୍ରାମରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ରେଳ ଟ୍ରାକକୁ ମଳ ମୁକ୍ତ ରଖିବା, ରେଳ ଲାଇନ ମଧ୍ୟକୁ ଗାଈଗୋରୁ ନଛାଡିବା ଏବଂ ଚଳନ୍ତା ଟ୍ରେନ ଉପରକୁ ହେଉ ଅବା ରେଳ ଟ୍ରାକ ମଧ୍ୟରୁ ଟେକା ପଥର ନ ଫୋପାଡିବା ସହିତ ଷ୍ଟେସନ ପରିସରରେ କୌଣସି ଭଙ୍ଗାରୁଜା ନକରିବା ପାଇଁ ଜନ ସଚେତନତା କରାଯାଇଥିଲା।

ସୂଚନା ଥାଉକି ନିକଟରେ ବାଲୁଗାଁ ରେଳ ଷ୍ଟେସନ ଟ୍ରାକରେ ସ୍ଥାନୀୟ ବାସିନ୍ଦା ମାନେ ଗୃହପାଳିତ ପଶୁ ଛାଡିବା ଦ୍ୱାରା ଟ୍ରେନ ସେବା ବାଧାପ୍ରାପ୍ତ ହୋଇଥିଲା।

ବାଲୁଗାଁ ରେଳ ସୁରକ୍ଷା ବଳ ସଚେତନତା କାର୍ଯ୍ୟକ୍ରମ
Share. Facebook Twitter LinkedIn Email WhatsApp Copy Link

Related Posts

ତାମିଲନାଡୁରେ ଆଉ ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

October 14, 2026

ବିରଳ ବଜ୍ରକାପ୍ତା ଉଦ୍ଧାର

October 13, 2026

କରୁଣାଶାନ୍ତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ

October 10, 2026

ବାରୁଦ ଓ ବାଣ ସାମଗ୍ରୀ ଜବତ, ଅଭିଯୁକ୍ତ ଗିରଫ

October 9, 2026
Latest News

ଡୋଭାଲଙ୍କ ସମର୍ଥନରେ ବାହାରିଲେ ପୂର୍ବତନ ସୈନିକ: ରାହୁଲ ଗାନ୍ଧୀଙ୍କ ବିରୋଧରେ ପ୍ରତିବାଦ

October 16, 2026

ଟିମ୍ ଇଣ୍ଡିଆକୁ ଫେରିଲେ ଭୁବନେଶ୍ୱର କୁମାର: ପଞ୍ଚମ ଟି-୨୦ରେ ମିଳିବ ସୁଯୋଗ?

October 16, 2026

ଷ୍ଟାରଲିଙ୍କ୍ ବିବାଦ: ମସ୍କଙ୍କ ଉପରେ ବର୍ଷିଲେ ଓୱେସି, ବିଜେପିକୁ ମଧ୍ୟ କଲେ ଟାର୍ଗେଟ

October 16, 2026

ନବୀନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

October 16, 2026

ଆଜି ୱାର୍ଲ୍ଡ ଚାମ୍ପିଅନସିପ୍ ଅଫ୍ ଲିଜେଣ୍ଡସ୍‌ର ସେମିଫାଇନାଲ୍ ମ୍ୟାଚ: ଜାଣନ୍ତୁ ସମୟ

October 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.