Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁରକୁ ରାଜସ୍ବ ଉପଖଣ୍ଡ ମାନ୍ୟତା ଦାବି: ଆନ୍ଦୋଳନ ପାଇଁ ସଜବାଜ ଜନତା
ଆଞ୍ଚଳିକ

ବାଣପୁରକୁ ରାଜସ୍ବ ଉପଖଣ୍ଡ ମାନ୍ୟତା ଦାବି: ଆନ୍ଦୋଳନ ପାଇଁ ସଜବାଜ ଜନତା

April 16, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଲୁଗାଁ: ଖୋର୍ଦ୍ଧା ଜିଲ୍ଲା ବାଣପୁର ତହସିଲକୁ ସବ ଡିଭିଜନ ମାନ୍ୟତା ପ୍ରଦାନ ଦାବି ଜୋର ଧରିଛି। ଏ ନେଇ ଆଜି ବାଲୁଗାଁ ଶ୍ରୀ ଉମାମହେଶ୍ୱର ମନ୍ଦିର ପରିସରରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ବାଣପୁର-ବାଲୁଗାଁ-ଚିଲିକା ଆଞ୍ଚଳିକ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଉକ୍ତ ବୈଠକ ଅନୁଷ୍ଠିତ ହୋଇଥିଲା।

ଉକ୍ତ ବୈଠକଟି ପ୍ରଫେସର ନଳିନୀକାନ୍ତ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବାବେଳେ, ବହୁ ଓକିଲ, ସାମ୍ବାଦିକ, ସମାଜସେବୀ ଏବଂ ରାଜନେତା ମାନେ ଉକ୍ତ ବୈଠକରେ ନିଜର ମତ ରଖିଥିଲେ। ସବୁ କ୍ରାଇଟେରିଆ ଥିବା ସତ୍ବେ ବାଣପୁର କୁ ଅଦ୍ୟାବଧି ସରକାର ସବ ଡିଭିଜନ ଘୋଷଣା ନକରିବା ନିନ୍ଦନୀୟ ବିଷୟ ବୋଲି ସମସ୍ତେ କହିଥିଲେ।

ଆଗାମୀ ଦିନରେ ଉକ୍ତ ଆନ୍ଦୋଳନ କୁ ଜୋରଦାର କରାଯିବ ଏବଂ ସରକାର ଯଦି ଏହାକୁ କର୍ଣ୍ଣପାତ ନ କରନ୍ତି ତେବେ ଗାଁ ମେଳି ସହିତ ଆଇନ ଅମାନ୍ୟ ଆନ୍ଦୋଳନ ଜୋରଦାର କରାଯିବାକୁ ସର୍ବସହମତି କ୍ରମେ ପ୍ରକାଶ ପାଇଥିଲା। ପରିଶେଷରେ ଏଥି ନିମନ୍ତେ ପୁର୍ବରୁ ଗଠିତ କମିଟିରେ ବହୁ ବ୍ୟକ୍ତିଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରାଯାଇଛି।

ବାଣପୁର ସବ ଡିଭିଜନ ମାନ୍ୟତା
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର ପାଇକ ବିଦ୍ରୋହ: ଓଡ଼ିଆ ଅସ୍ମିତାର ଏକ ଅନନ୍ୟ ଅଗ୍ନିଶିଖା

June 1, 2026

ବାଣପୁର: ଅଗ୍ନିକାଣ୍ଡ କ୍ଷତିଗସ୍ତ ପରିବାରଙ୍କୁ ସାକ୍ଷାତ କଲେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

May 29, 2026

ମହାଭାରତ ବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ

May 28, 2026

ଆଜି ୧୨ ଘଣ୍ଟିଆ ଜୟପୁର ବନ୍ଦ

May 28, 2026
Latest News

ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: CBSE ଅଧ୍ୟକ୍ଷ ରାହୁଲ ସିଂହ ଏବଂ ସଚିବ ହିମାଂଶୁ ଗୁପ୍ତାଙ୍କ ହେଲା ବଦଳି

June 2, 2026

CBSEର ପୁନଃମୂଲ୍ୟାୟନ ପୋର୍ଟାଲରେ ସାଇବର ଆକ୍ରମଣ

June 2, 2026

ଜୁନ୍ ୬ରେ ଭାରତ-ଆଫଗାନିସ୍ତାନ ଟେଷ୍ଟ ମ୍ୟାଚ୍: ଜାଣନ୍ତୁ କେବେ ଏବଂ କେଉଁଠାରେ ଲାଇଭ୍ ଷ୍ଟ୍ରିମିଂ

June 2, 2026

ରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତି, ରାଇରଙ୍ଗପୁରରେ ହେବ ଉତ୍ସବ, ଯୋଗ ଦେବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

June 2, 2026

୧୬ ବର୍ଷରୁ କମ୍ ବୟସର ପିଲାମାନଙ୍କ ପାଇଁ ଫେସବୁକ୍, ୟୁଟୁବ ମନା

June 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.