Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକାରେ ନୂତନ ଅତିରିକ୍ତ ତହସିଲଦାର ଭାବେ ଯୋଗ ଦେଲେ ସମୀକ୍ଷା ପାଣି
ଆଞ୍ଚଳିକ

ଚିଲିକାରେ ନୂତନ ଅତିରିକ୍ତ ତହସିଲଦାର ଭାବେ ଯୋଗ ଦେଲେ ସମୀକ୍ଷା ପାଣି

April 17, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ଚିଲିକାରେ ନୂତନ ଅତିରିକ୍ତ ତହସିଲଦାର ଭାବେ ଯୋଗ ଦେଲେ ସମୀକ୍ଷା ପାଣି

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ତହସିଲରେ ନୂତନ ଅତିରିକ୍ତ ତହସିଲଦାର ଭାବେ ଆଜି କାର୍ଯ୍ୟରେ ଯୋଗ ଦେଇଛନ୍ତି ଓଆରଏସ ଅଧିକାରିଣୀ ସମୀକ୍ଷା ପାଣି l ସୁଶ୍ରୀ ପାଣି 2019 ବ୍ୟାଚ ଓଆରଏସ ଅଧିକାରିଣୀ। ସେ ଏହା ପୁର୍ବରୁ କେନ୍ଦ୍ରାପଡ଼ା ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟରେ ସହକାରୀ ଜିଲ୍ଲାପାଳ ଭାବେ କାର୍ଯ୍ୟରତ ଥିଲେ।

ତେବେ ନିକଟରେ ଭୁବନେଶ୍ୱର ସ୍ଥିତ ‘ରୋଟି’ ରେ ପ୍ରଶିକ୍ଷଣ ସାରି ଆଜି ଚିଲିକା ତହସିଲରେ ଅତିରିକ୍ତ ତହସିଲଦାର ଭାବେ ଯୋଗ ଦେଇଛନ୍ତି ସୁଶ୍ରୀ ପାଣି। କାର୍ଯ୍ୟରେ ଯୋଗ ଦେଲା ପରେ ସମସ୍ତ ତହସିଲ କର୍ମଚାରୀ ମାନେ ତାଙ୍କୁ ପୁଷ୍ପଗୁଛ ଦେଇ ସ୍ୱାଗତ କରିଥିଲେ l ତେବେ ଚିଲିକା ତହସିଲ ଅଞ୍ଚଳରେ ଜନ ଅଭିଯୋଗ ର ସମାଧାନ, 5T ଲାଗୁ କରିବା, ଡିମାରକେସନ ସମ୍ବନ୍ଧୀୟ କାର୍ଯ୍ୟକୁ ସରଳ କରିବା ଆଦି ପ୍ରାଥମିକତା ରହିବ ବୋଲି ଆମ ପ୍ରତିନିଧିଙ୍କୁ ସୂଚନା ଦେଇଛନ୍ତି।

ସୂଚନା ଥାଉକି ଚିଲିକା ତହସିଲ ଏକ ବ୍ୟସ୍ତବହୁଳ ତହସିଲ ହୋଇଥିବା ବେଳେ ପୂର୍ବତନ ଅତିରିକ୍ତ ତହସିଲଦାର ଅପର୍ଣ୍ଣା ଡାଙ୍ଗୁଆଙ୍କ କିଛି ମାସ ତଳେ ରଣପୁର ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ପଦୋନ୍ନତି ହୋଇଥିବା ବେଳେ ଉକ୍ତ ପଦବୀ ଖାଲି ପଡିଥିଲା।

ଚିଲିକା ଚିଲିକା ତହସିଲ
Share. Facebook Twitter LinkedIn Email WhatsApp Copy Link

Related Posts

ସଲପଡିହ ବିଦ୍ୟାଳୟରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ

June 7, 2026

ବାଣପୁର: ଓଡ଼ଗାଁରେ ଗ୍ରାମ୍ୟ ଉନ୍ନୟନ କମିଟି ପକ୍ଷରୁ ବୃକ୍ଷରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ

June 6, 2026

ଭୁବନେଶ୍ବରରେ ଆୟୋଜିତ ଚନ୍ଦନ ଉତ୍ସବରେ ଯୋଗ ଦେଇ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଲେ..

May 31, 2026

ଚ଼ିଲିକାର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

May 29, 2026
Latest News

ନୀତି ଆୟୋଗର ୧୧ତମ ପରିଚାଳନା ପରିଷଦ ବୈଠକର ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ

June 11, 2026

SIR’ କାର୍ଯ୍ୟକ୍ରମ ଅଧୀନରେ ବି.ଏଲ.ଓ.ଙ୍କ ଠାରୁ ପରିଗଣନା ଫର୍ମ ଗ୍ରହଣ କଲେ ପଞ୍ଚାୟତିରାଜ ମନ୍ତ୍ରୀ

June 11, 2026

ଅହମ୍ମଦାବାଦ ବିମାନବନ୍ଦରକୁ ମେଟ୍ରୋ ସଂଯୋଗ ପାଇଁ ପର୍ଯ୍ୟାୟ-୨ଏ ପ୍ରକଳ୍ପକୁ କ୍ୟାବିନେଟ୍‌ର ମଞ୍ଜୁରୀ

June 11, 2026

ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦୀଙ୍କ କାର୍ଯ୍ୟକାଳ: ଜାଣନ୍ତୁ ସରକାରର ଐତିହାସିକ ନିଷ୍ପତ୍ତି

June 11, 2026

ନାକଟିଦେଉଳରେ ବ୍ଲକ୍ ସ୍ତରୀୟ ଲକ୍ଷପତି ଦିଦି କର୍ମଶାଳା

June 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.