Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ତାଲା ଭାଙ୍ଗି ଘରୁ ଚୋରି ଅଭିଯୋଗ
ଆଞ୍ଚଳିକ

ତାଲା ଭାଙ୍ଗି ଘରୁ ଚୋରି ଅଭିଯୋଗ

April 22, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
୪ ଲୁଟେରାଙ୍କୁ ଗିରଫ କଲା ନିମଖଣ୍ଡି ପୋଲିସ
ରାସ୍ତାରେ ଲୋକଙ୍କୁ ଅଟକାଇ ଲୁଟ୍ ପ୍ରସଙ୍ଗ: ୪ ଲୁଟେରାଙ୍କୁ କୋର୍ଟ ଚାଲାଣ

କୈଳାଶ ଚନ୍ଦ୍ର ଚୌଧୁରୀ

ବ୍ରହ୍ମପୁର: ନିମଖଣ୍ଡି ଥାନା ଅନ୍ତର୍ଗତ ଶକ୍ତି ନଗର ୩ୟ ଗଳିରେ ରହୁଥିବା ଟୁଟୁ ସାହୁଙ୍କ ଘରୁ ତାଲା ଭାଙ୍ଗି ଚୋରି ହୋଇଥିବା ଅଭିଯୋଗ ହୋଇଛି।

ଘଟଣାରୁ ପ୍ରକାଶ ଯେ, ନିଜର କୌଣସି ବ୍ୟକ୍ତିଗତ କାମରେ ଅଭିଯୋଗକାରୀ ଟୁଟୁ ଭୁବନେଶ୍ୱର ଯାଇଥିଲେ ଓ ଗତ ୧୯ ତାରିଖରେ ଘରକୁ ଆସି ଦେଖିଲେ ଯେ ଘରର ତାଲା ଭାଙ୍ଗି ଜିନିଷ ପତ୍ର ସବୁ ଏଣେତେଣେ ପଡ଼ି ରହିଛି।

ଏହି ଭଳି ପରିସ୍ଥିତିରେ ସେ ନିମଖଣ୍ଡି ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଏତଲା ଗ୍ରହଣ କରି ମକଦ୍ଦମା ନଂ ୧୩୧/୨୩ ଅନୁଯାୟୀ ମାମଲା ରୁଜୁ କରି ଉକ୍ତ ଅଞ୍ଚଳରେ ଲାଗିଥିବା ସିସିଟିଭି ଫୁଟେଜରୁ ତଥ୍ୟ ଆଧାର କରି ଘଟଣାର ତଦନ୍ତ ଆରମ୍ଭ କରିଛି।

ଚୋରି ଅଭିଯୋଗ ନିମଖଣ୍ଡି ଥାନା
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026

ଡାଲିର ଗୁଣ ଜ୍ଞାନ ଓ ମାଗଣା ସ୍ଵାସ୍ଥ୍ୟ ଶିବିର ଅନୁଷ୍ଠିତ

March 9, 2026
Latest News

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା: କଟକ, ସୁନ୍ଦରଗଡ଼ ଜିଲ୍ଲାରେ ସାମୂହିକ ବିବାହ ଆୟୋଜିତ

March 12, 2026

ସୁରକ୍ଷା ଓ ଚାଳନା ଦକ୍ଷତା ବୃଦ୍ଧି ପାଇଁ ରେଳବାଇରେ ଏଆଇ ଓ ମେସିନ୍ ଲର୍ଣ୍ଣିଂର ବ୍ୟବହାର

March 12, 2026

ସଂସଦରେ ଅଭିବ୍ୟକ୍ତିର ସ୍ୱାଧୀନତା ଧାର୍ଯ୍ୟ ନିୟମାଧୀନ ଅଟେ: ଲୋକସଭା ବାଚସ୍ପତି

March 12, 2026

ଗ୍ରୀଷ୍ମ ପ୍ରବାହ ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି କ’ଣ?: ସ୍ପଷ୍ଟ କଲେ ମନ୍ତ୍ରୀ ସୁରେଶ ପୂଜାରୀ

March 12, 2026

ଲୋକସଭାରେ ପେଟ୍ରୋଲିୟମ ଏବଂ ପ୍ରାକୃତିକ ବାଷ୍ପ ମନ୍ତ୍ରୀଙ୍କ ବକ୍ତବ୍ୟ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.