Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ଅଞ୍ଚଳରେ ଗଞ୍ଜେଇ ବେପାର, ଜଣେ ବେପାରୀ ଗିରଫ
ଆଞ୍ଚଳିକ

ବାଣପୁର ଅଞ୍ଚଳରେ ଗଞ୍ଜେଇ ବେପାର, ଜଣେ ବେପାରୀ ଗିରଫ

April 24, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଣପୁର ଅଞ୍ଚଳରେ ଗଞ୍ଜେଇ ବେପାର, ଜଣେ ବେପାରୀ ଗିରଫ

ବାଣପୁର: ଖୋର୍ଦ୍ଧା ବାଣପୁର ବାଲୁଗାଁ ଥାନା ଅଞ୍ଚଳରେ ମାତିଛନ୍ତି ନିଶା ବେପାରି। ମଦ, ଗଞ୍ଜେଇ,ଜୁଆ ଖେଳ ରେ ବହୁ ପରିବାର ଭାଙ୍ଗୁଥିବା ବେଳେ ଆଇନ କୁ ଖାତିର କରୁନାହାନ୍ତି ନିଶା ବେପାରି। ଆଜି ବାଣପୁର ଥାନା ଅଞ୍ଚଳରୁ ଜଣେ ଗଞ୍ଜେଇ ବେପାରୀଙ୍କୁ ଗିରଫ କରିଛି ଅବକାରୀ ବିଭାଗ।

ବାଣପୁର ରୋଡ ମା ମେଘାମ୍ବରୀ ମନ୍ଦିର ସମ୍ମୁଖରେ ଗଞ୍ଜେଇ ବେପାର ଚାଲିଥିବା ବେଳେ ଅଭିଯୁକ୍ତଙ୍କୁ ମାଡି ବସିଛି ଅବକାରୀ। ଅଭିଯୁକ୍ତ ଜଣକ ନହରଡ଼ିହ ଗ୍ରାମର ପ୍ରକାଶ ଚନ୍ଦ୍ର ପଣ୍ଡା (62) l ତାଙ୍କ ନିକଟରୁ 4 କେଜି 200 ଗ୍ରାମ ଗଞ୍ଜେଇ ଜବତ ହୋଇଛି। ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି ଅବକାରୀ। ଉକ୍ତ ଚଢ଼ାଉରେ ବାଲୁଗାଁ ଅବକାରୀ ଅଧିକାରୀ ରୋହିତ ଦଣ୍ଡସେନା ଓ ଟିମ ସାମିଲ ଥିଲେ।

ଗଞ୍ଜେଇ ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଶ୍ରୀରଙ୍କ ନାଥ ଦେବଙ୍କ ପୀଠରେ ରୁକ୍ମିଣୀ ବିବାହ ସମ୍ପନ୍ନ: ଗୁଆଲି ଯାତ୍ରାରେ ନଗର ପରିକ୍ରମା କରିବେ ଦେବଦମ୍ପତି

June 26, 2026

ରଣପୁର ବ୍ଲକରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ବାଣପୁର ଓ ବାଲୁଗାଁରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ଶ୍ରୀ ମହିଳା ସଂଘ ପକ୍ଷରୁ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026
Latest News

ପୁରୀରେ ନିର୍ମାଣ ହେବ ୧୦୦୦ ଆସନ ବିଶିଷ୍ଟ ଅତ୍ୟାଧୁନିକ ବହୁମୁଖୀ ସମ୍ମିଳନୀ କେନ୍ଦ୍ର

June 26, 2026

ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଓଡିଶା ମେଡିକାଲ ସର୍ଭିସ ଆସୋସିଏସନ ସହ ସକାରାତ୍ମକ ଆଲୋଚନା

June 26, 2026

ଶ୍ରୀରଙ୍କ ନାଥ ଦେବଙ୍କ ପୀଠରେ ରୁକ୍ମିଣୀ ବିବାହ ସମ୍ପନ୍ନ: ଗୁଆଲି ଯାତ୍ରାରେ ନଗର ପରିକ୍ରମା କରିବେ ଦେବଦମ୍ପତି

June 26, 2026

ଆଜି ଜୁନ୍ ୨୬ ତାରିଖ ଶୁକ୍ରବାର ଦିନ କଣ ରହିଛି ଆପଣଙ୍କର ରାଶିଫଳ, ଜାଣନ୍ତୁ

June 26, 2026

ମହେଶ ଦୀକ୍ଷିତ ହେଲେ ଦେଶର ନୂଆ ଆଇବି ମୁଖ୍ୟ

June 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.