Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ପଡୋଶୀଙ୍କୁ ଆକ୍ରମଣ ଅଭିଯୋଗରେ ଯୁବକ ଗିରଫ
ଆଞ୍ଚଳିକ

ପଡୋଶୀଙ୍କୁ ଆକ୍ରମଣ ଅଭିଯୋଗରେ ଯୁବକ ଗିରଫ

April 25, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

କୈଳାଶ ଚନ୍ଦ୍ର ଚୌଧୁରୀ

ବ୍ରହ୍ମପୁର: ବୁଗୁଡ଼ା ଥାନା ଅନ୍ତର୍ଗତ ଘୋଳପୁର ଗ୍ରାମର ଅମୁଲ୍ୟ ନାଇକ ଓ ହାଡିଆ ନାଇକ ଦୁଇ ପଡୋଶୀ ଅଟନ୍ତି। କୌଣସି କଥାକୁ ନେଇ ଉଭୟଙ୍କ ମଧ୍ୟରେ ବଚସା ଓ ଝଗଡା ହୋଇଥିଲା। କିନ୍ତୁ ଝଗଡ଼ା ଏହି ଭଳି ହୋଇଥିଲା ଯେ,  ଘରୁ ଏକ ଟାଙ୍ଗିଆ ଆଣି ହାଡିଆର ମୁଣ୍ଡ ଉପରେ ଅତର୍କିତ ଭାବେ ଅମୁଲ୍ୟ ଆକ୍ରମଣ କରିଥିଲା। ଯ’ଦ୍ଵାରା ହାଡିଆ ଗୁରୁତର ଆହତ ହୋଇଥିଲା। ବର୍ତ୍ତମାନ ସେ ଡାକ୍ତରଖାନାରେ ଚିକିତ୍ସିତ ହେବା ସହ ବୁଗୁଡ଼ା ଥାନାରେ ଅଭିଯୋଗ କରିଥିଲେ।

ତାଙ୍କର ଅଭିଯୋଗକୁ ଗ୍ରହଣ କରି ପୋଲିସ ଏତଲା ନଂ ୨୧୦/୨୩ ପ୍ରକାରେ ମକଦ୍ଦମା ରୁଜୁ କରି ଘଟଣାର ଅନୁସଂଧାନ କରୁଥିବା ବେଳେ ଅମୁଲ୍ୟ ଗାଁ କୁ ଆସିଥିବା ଖବର ପାଇ ତତକ୍ଷଣାତ୍ ଚଢ଼ାଉ କରି ଅଭିଯୁକ୍ତ ଅମୁଲ୍ୟକୁ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି।

ବୁଗୁଡ଼ା ଥାନା ଯୁବକ ଗିରଫ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର ବ୍ଲକରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି

August 24, 2026

ବାଣପୁର: ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ରକ୍ତଦାନ ଶିବିର

August 22, 2026

ବଡ଼କୂଳ ମଣ୍ଡଳ ଭାଜପା ‘କାର୍ଯ୍ୟକର୍ତ୍ତା ସମାବେଶ’: ଯୋଗଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

August 21, 2026

ରଣପୁର ପ୍ରେସ କ୍ଲବରେ ପ୍ରଥମ ଥର ପାଇଁ ପାଳିତ ହେଲା ୮୦ତମ ସ୍ୱାଧୀନତା ଦିବସ

August 16, 2026
Latest News

ଆଜି ଜାରି ହେବ ନାହିଁ NEET PG 2026 ଆଡମିଟ୍ କାର୍ଡ: ବଦଳିଲା ତାରିଖ

August 24, 2026

ପ୍ରତିଷ୍ଠିତ ସାହିତ୍ୟିକ ତଥା ଓଡିଶା ସାହିତ୍ୟ ଏକାଡେମୀର ପୂର୍ବତନ ଉପସଭାପତି ଗିରି ଦଣ୍ଡସେନାଙ୍କ ପରଲୋକ

August 24, 2026

ଦେବୋତ୍ତର ଆଇନ ୧୯୫୧ରେ ଆବଶ୍ୟକ ସଂଶୋଧନ ନେଇ ଉଚ୍ଚସ୍ତରୀୟ ବୈଠକ

August 24, 2026

ବାଣପୁର ବ୍ଲକରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି

August 24, 2026

‘୧୦ ବର୍ଷ ପଛକୁ ଚାଲିଯିବ ତାମିଲନାଡୁ’: ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତିକୁ ଆନ୍ନାମଲାଇଙ୍କ ଚେତାବନୀ

August 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.