Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଦେଶୀ ମଦ କାରବାର ଅଭିଯୋଗ: ଦୁଇ ଅଭିଯୁକ୍ତଙ୍କୁ ଗିରଫ କଲା ବାଣପୁର ପୋଲିସ
ଆଞ୍ଚଳିକ

ଦେଶୀ ମଦ କାରବାର ଅଭିଯୋଗ: ଦୁଇ ଅଭିଯୁକ୍ତଙ୍କୁ ଗିରଫ କଲା ବାଣପୁର ପୋଲିସ

April 26, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଆଜି ଅପରାହ୍ନରେ ବାଣପୁର ପୋଲିସ ଦେଶୀ ମଦ କାରବାର ଅଭିଯୋଗରେ ଦୁଇ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତମାନେ ହେଲେ ଆଲୋକ ଭୋଳ ଏବଂ ଯଜ୍ଞ ନାୟକ।

ଉକ୍ତ ଦୁଇ ଅଭିଯୁକ୍ତ ଏକ ବାଇକରେ ଦେଶୀ ମଦ ନେଇ ଯାଉଥିବା ବେଳେ ଶାନ୍ତିନଗର ବାହାଡ଼ଝୋଲା ରୋଡରୁ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ସେମାନଙ୍କ ନିକଟରୁ ସମୁଦାୟ ୫୦ ଲିଟର ଦେଶୀ ମଦ ଓ ବାଇକ ଜବତ କରାଯାଇଛି।

ଅଭିଯୁକ୍ତଙ୍କ ବିରୁଦ୍ଧରେ କେସ ନମ୍ବର ୧୬୨/୨୩ ରେ ଏକ ମାମଲା ରୁଜୁ ହୋଇ ତଦନ୍ତ ଜାରି ରହିଥିବାର ସୂଚନା ଦେଇଛନ୍ତି ବାଣପୁର ଆଇଆଇସି ଜୟପ୍ରକାଶ ପରିଡ଼ା।

ଦୁଇ ଅଭିଯୁକ୍ତ ଗିରଫ ବାଣପୁର ପୋଲିସ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର ବାଲୁଗାଁ ରୋଟାରୀ କ୍ଳବ ପକ୍ଷରୁ ଅଟୋ ଆମ୍ବୁଲାନ୍ସ ପ୍ରଦାନ

April 27, 2026

ସ୍ଵର୍ଗତ ପଣ୍ଡିତ ନୃସିଂହ ପ୍ରସାଦ ମିଶ୍ରଙ୍କ ଦ୍ଵାଦଶାହ ସ୍ମୃତିସଭା

April 22, 2026

ବାଣପୁର: ମା’ ତାରିଣୀଙ୍କ ପୀଠରେ ବିଶ୍ୱଶାନ୍ତି ଗୀତା ମହାଯଜ୍ଞ ଓ ଅଷ୍ଟ ଶମ୍ଭୁ ମିଳନ

April 17, 2026

ଓଡିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀ ଜାତପଦ୍ମାଙ୍କ ସଫଳତା: ସିବିଏସଇ ପରୀକ୍ଷାରେ ରଖିଲେ ୯୮% ନମ୍ବର

April 17, 2026
Latest News

ଚ଼ିଲିକା ପୁସ୍ତକ ମେଳାର ଉଦଯାପନୀ ଉତ୍ସବ: ଯୋଗଦେଲେ ଆଇନ ମନ୍ତ୍ରୀ, ଗଣଶିକ୍ଷା ମନ୍ତ୍ରୀ

April 28, 2026

ବସ୍ ଟ୍ରକ ମୁହାଁମୁହିଁ ଧକ୍କା : ୨ ମୃତ

April 28, 2026

କେନ୍ଦୁଝର ପାଟଣା ବ୍ୟାଙ୍କକୁ ଶବ ନେବା ଘଟଣା: ମୁଖମନ୍ତ୍ରୀଙ୍କ RDC ତଦନ୍ତ ନିର୍ଦ୍ଦେଶ

April 28, 2026

ପିଲା ଚୋର ସନ୍ଦେହରେ ନିସ୍ତୁକ ମାଡ଼

April 28, 2026

ଆୟୁର୍ବେଦ, ହୋମିଓପାଥିକ ଚୁକ୍ତିଭିତ୍ତିକ ଶିକ୍ଷକଙ୍କ ଦରମା ବୃଦ୍ଧି

April 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.