Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ ରେଳବାଇ ଡିପୋରୁ ସିଗନାଲ କେବୁଲ ଚୋରି ଅଭିଯୋଗ: ଦୁଇ ଅଭିଯୁକ୍ତ ଗିରଫ
ଆଞ୍ଚଳିକ

ବାଲୁଗାଁ ରେଳବାଇ ଡିପୋରୁ ସିଗନାଲ କେବୁଲ ଚୋରି ଅଭିଯୋଗ: ଦୁଇ ଅଭିଯୁକ୍ତ ଗିରଫ

April 29, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଲୁଗାଁ: ଖୋର୍ଦ୍ଧା ରୋଡ ଡିଭିଜନ ଅନ୍ତର୍ଗତ ବାଲୁଗାଁ ରେଳବାଇ ଡିପୋରୁ ସିଗନାଲ କେବୁଲ ଚୋରି ଅଭିଯୋଗ ହୋଇଥିଲା। ଯାହାପରେ ବାଲୁଗାଁ ଆରପିଏଫ ତଦନ୍ତ ଆରମ୍ଭ କରିଥିଲା। ଏବଂ ଆଜି ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଥିଲା। ଗିରଫ ଅଭିଯୁକ୍ତ ମାନେ ହେଲେ ବାଲୁଗାଁ ଷ୍ଟେସନ ରୋଡର ମୋହନ ପ୍ରଧାନ (୫୮) ଏବଂ ଗଞ୍ଜାମ ଜିଲ୍ଲା ଭେଜିପୁର ଗ୍ରାମର ବେପାରି ସୁନୀଲ କୁମାର ସାହୁ (୨୬)।

ସୂଚନା ମୁତାବକ ଗତ ୨୭ ତାରିଖ ଦିନ ବାଲୁଗାଁ ରେଳବାଇ ଡିପୋରୁ ୩୦ ମିଟର ସିଗନାଲ କେବୁଲ ଚୋରି ହୋଇଥିବାର ଆରପିଏଫ ଆଇଆଇସି ଜିତେନ୍ଦ୍ର ମୌର୍ଯ୍ୟଙ୍କ ନିକଟରେ ଅଭିଯୋଗ ହୋଇଥିଲା। ଅଭିଯୋଗ ଆଧାରରେ ବାଲୁଗାଁ ଆରପିଏଫ ଥାନାରେ କେସ ନମ୍ବର ୧/୨୩ ରେ ଏକ ମାମଲା ରୁଜୁ କରାଯାଇ ଖୋଦ ଆଇଆଇସି ଏହାର ତଦନ୍ତ ଜାରି ରଖିଥିଲେ।

ତେବେ ସିସିଟିଭି ଫୁଟେଜ ଏବଂ ଗୁଇନ୍ଦା ଆଧାରରେ ଆରପିଏଫ କେବୁଲ ଚୋରି କରିଥିବା ଅଭିଯୁକ୍ତ ମୋହନ ଏବଂ ଉକ୍ତ ଚୋରା କେବୁଲକୁ କିଣିଥିବା ବେପାରି ସୁନୀଲ ଉଭୟଙ୍କୁ ଆଜି ଗିରଫ କରି କୋର୍ଟଚାଲାଣ କରିଛି। ଏହାସହିତ ସମସ୍ତ ଚୋରି ସାମଗ୍ରୀ ଉଦ୍ଧାର ହୋଇଥିବାର ଜଣାପଡିଛି।

ଅଭିଯୁକ୍ତ ଗିରଫ ଚୋରି ଅଭିଯୋଗ
Share. Facebook Twitter LinkedIn Email WhatsApp Copy Link

Related Posts

କୁକୁଡାଖଣ୍ଡି ବ୍ଲକରେ ତୃତୀୟ ମାସିକ କ୍ଲଷ୍ଟର ବୈଠକ

September 12, 2026

ସ୍କୁଲରେ ଭିନ୍ନକ୍ଷମ ଛାତ୍ରୀଙ୍କୁ ମାଡ଼! ଶିକ୍ଷୟତ୍ରୀଙ୍କ ନାଁରେ ଥାନାରେ ଅଭିଯୋଗ

September 12, 2026

ଟାଙ୍ଗିଆରେ ହାଣି ବଡଭାଇକୁ ହତ୍ୟା

September 12, 2026

ଘରେ ପଶି ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ମୁଣ୍ଡରେ ଗଭୀର ଆଘାତ

September 12, 2026
Latest News

ମାଲେସିଆର ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

September 12, 2026

ବ୍ରିକ୍ସ ସମ୍ମିଳନୀ ଅବସରରେ ଇଥିଓପିଆ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ପିଏମ ମୋଦୀ

September 12, 2026

କୁକୁଡାଖଣ୍ଡି ବ୍ଲକରେ ତୃତୀୟ ମାସିକ କ୍ଲଷ୍ଟର ବୈଠକ

September 12, 2026

ସୋଆରେ ଓଡ଼ିଶାର ଖାଦ୍ୟ ଐତିହ୍ୟ ଓ ପରଂପରାକୁ ନେଇ କୁଇଜ ପ୍ରତିଯୋଗିତା ଆୟୋଜିତ

September 12, 2026

ସ୍କୁଲରେ ଭିନ୍ନକ୍ଷମ ଛାତ୍ରୀଙ୍କୁ ମାଡ଼! ଶିକ୍ଷୟତ୍ରୀଙ୍କ ନାଁରେ ଥାନାରେ ଅଭିଯୋଗ

September 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.