Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁରରୁ ବିପୁଳ ପରିମାଣର ଦେଶୀ ମଦ ଜବତ କଲା ଅବକାରୀ ବିଭାଗ
ଆଞ୍ଚଳିକ

ବାଣପୁରରୁ ବିପୁଳ ପରିମାଣର ଦେଶୀ ମଦ ଜବତ କଲା ଅବକାରୀ ବିଭାଗ

April 29, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଅଞ୍ଚଳରେ ଚୋରା ମଦର କାରବାର ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ତାହାକୁ ଆଖି ଆଗରେ ରଖି ଅବକାରୀ ବିଭାଗ କିଛି ଦିନ ହେବ ବିଭିନ୍ନ ଅଞ୍ଚଳରେ ଚଢ଼ାଉ ଜାରି ରଖିଛି।

ଏହି ପରିପ୍ରେକ୍ଷୀରେ ଆଜି ସକାଳେ ଖୋର୍ଦ୍ଧା ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଏବଂ ଅବକାରୀ ଏସପି ଯଶକେତନ ବରିହାଙ୍କ ନିର୍ଦ୍ଦେଶରେ ଜିଲ୍ଲା ଅବକାରୀ ବିଭାଗ ବାଣପୁର ଥାନା ଦାମିଆ ବରବରା ନିକଟସ୍ଥ ଶାଳିଆ ଡ୍ୟାମ ନିକଟବର୍ତ୍ତୀ ଅଞ୍ଚଳରେ ଚଢ଼ାଉ କରି ୧୨ ହଜାର ଲିଟର ଦେଶୀ ପୋଚ ନଷ୍ଟ କରିବା ସହ ୯ ଶହ ଲିଟର ଦେଶୀ ମଦ ଜବତ କରିଛି।

ଉକ୍ତ ଚଢ଼ାଉରେ ଖୋର୍ଦ୍ଧା ରେଞ୍ଜ ଅବକାରୀ ଇନ୍ସପେକ୍ଟର ଭୈରବ ସାହୁ, ଟାଙ୍ଗୀ ରେଞ୍ଜ ଅବକାରୀ ଇନ୍ସପେକ୍ଟର ଆଲୋକ କୁମାର ପ୍ରଧାନ, ଜିଲ୍ଲା ଅବକାରୀ ମୋବାଇଲ ୟୁନିଟ ଇନ୍ସପେକ୍ଟର ନୀଳିମା ଜୟନ୍ତୀ ସ୍ୱାଇଁ, ବାଲୁଗାଁ ଅବକାରୀ ଅଧିକାରୀ ରୋହିତ ଦଣ୍ଡସେନା, ଖୋର୍ଦ୍ଧା ଅବକାରୀ ଅଧିକାରୀ ରଞ୍ଜନ ଦାସ, ବେଗୁନିଆ ଅବକାରୀ ଅଧିକାରୀ ରାଜେନ୍ଦ୍ର ଖେସ, ଜିଲ୍ଲା ଅବକାରୀ ମୋବାଇଲ ୟୁନିଟ ସବ ଇନ୍ସପେକ୍ଟର ବି. ମନୋଜ କୁମାର ଏବଂ ଅନ୍ୟମାନେ ସାମିଲ ଥିଲେ।

ଅବକାରୀ ବିଭାଗ ଦେଶୀ ମଦ ଜବତ ବାଣପୁର ବିପୁଳ ପରିମାଣ
Share. Facebook Twitter LinkedIn Email WhatsApp Copy Link

Related Posts

ଗାଲୁଆ ଗ୍ରାମ ପଂଚାୟତରେ ‘ପଲ୍ଲୀରେ ପ୍ରଶାସନ’ ଜନଶୁଣାଣି

February 23, 2026

ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର

February 22, 2026

ବାଣପୁର: ପଦ୍ମଶ୍ରୀ ଉପେନ୍ଦ୍ର ମହାରଥିଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧୋତ୍ସବ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

February 22, 2026

ମୁଟୁରୁମୁଣ୍ଡା ସେବାଶ୍ରମ ବିଦ୍ୟାଳୟରେ ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ

February 21, 2026
Latest News

ଏମ୍ସ ଭୁବନେଶ୍ବରରେ ଅତ୍ୟାଧୁନିକ ଲିଭର ଟ୍ରାନ୍ସପ୍ଲାଣ୍ଟ ୟୁନିଟ୍ ଏବଂ ରୋବୋଟିକ୍ ସର୍ଜରୀ ସିଷ୍ଟମକୁ ଉଦ୍ଘାଟିତ

February 23, 2026

ଗାଲୁଆ ଗ୍ରାମ ପଂଚାୟତରେ ‘ପଲ୍ଲୀରେ ପ୍ରଶାସନ’ ଜନଶୁଣାଣି

February 23, 2026

ସୁରକ୍ଷିତ ଟ୍ରେନ୍ ପରିଚାଳନା ସୁନିଶ୍ଚିତ କରିଥିବା ଚାରି ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥର ସମ୍ମାନ

February 23, 2026

ଥାଇଲାଣ୍ଡରେ ଭାରତୀୟ ଶ୍ରମିକ ଅଟକ ରହିବା ଘଟଣାରେ ନିଜ ଆଡ଼ୁ ହସ୍ତକ୍ଷେପ କଲେ ଏନଏଚଆରସି

February 23, 2026

ରୋଟାରୀ ରୟାଲ୍ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ୨୦୨୬: ରୋଟାରୀ କ୍ଲବ୍ ଅଫ୍ କଟକ ବିଜୟୀ

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.