Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକା ଶୁଣିଲା ପ୍ରଧାନମନ୍ତ୍ରୀ ମୋଦିଙ୍କ ‘ମନ କି ବାତ’
ଆଞ୍ଚଳିକ

ଚିଲିକା ଶୁଣିଲା ପ୍ରଧାନମନ୍ତ୍ରୀ ମୋଦିଙ୍କ ‘ମନ କି ବାତ’

April 30, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୧୦୦ତମ ମନ୍ କି ବାତ୍ କାର୍ଯ୍ୟକ୍ରମ ଚିଲିକା ନିର୍ବାଚନମଣ୍ଡଳୀ ବିଜେପି ପକ୍ଷରୁ ପାଳିତ ହୋଇଯାଇଛି। ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଚିଲିକା ବ୍ଲକ, ବାଣପୁର ବ୍ଲକ ଏବଂ ବାଲୁଗାଁ ଏନଏସି ର ବିଭିନ୍ନ ସ୍ଥାନରେ ଉକ୍ତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

ଜରିପଡା ପଞ୍ଚାୟତରେ ବିଜେପି ରାଜ୍ୟ ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ ଉକ୍ତ କାର୍ଯ୍ୟକ୍ରମରେ ଯୋଗଦେଇଥିବା ବେଳେ ଅନ୍ୟ ପଞ୍ଚାୟତଗୁଡିକରେ ବିଜେପିର ବହୁ ତୁଙ୍ଗ ନେତାମାନେ ଉକ୍ତ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। ପ୍ରତ୍ୟେକ ସ୍ଥାନରେ ଶହ ଶହ ପୁରୁଷ ଓ ମହିଳା କାର୍ଯ୍ୟକର୍ତ୍ତା ମାନେ ପ୍ରଧାନମନ୍ତ୍ରୀଙ୍କ ୧୦୦ତମ ମନ୍ କି ବାତ୍ ଶୁଣିଥିଲେ।

ସେହିପରି ଭାବେ ବାଣପୁର ବ୍ଲକର କୁମାରାଙ୍ଗ, ନନ୍ଦପୁର ଏବଂ ଗମ୍ଭାରୀମୁଣ୍ଡା ଆଦି ପଞ୍ଚାୟତରେ ମନ୍ କି ବାତ୍ କାର୍ଯ୍ୟକ୍ରମକୁ ବିପୁଳ ସମର୍ଥନ ମିଳିଥିବା ଦେଖାଯାଇଛି।

“ମନ କି ବାତ” ଚିଲିକା ପ୍ରଧାନମନ୍ତ୍ରୀ ମୋଦି
Share. Facebook Twitter LinkedIn Email WhatsApp Copy Link

Related Posts

ଆରଏସଏସ ତରଫରୁ ବାଣପୁରରେ ରକ୍ଷା ବନ୍ଧନ ଉତ୍ସବ ପାଳିତ

August 27, 2026

ଧର୍ମପରାୟଣ ସମାଜସେବୀ ମହିଳାଙ୍କ ପରଲୋକ

August 26, 2026

ପୃଥ୍ୱୀରାଜ ହରିଚନ୍ଦନଙ୍କ ଉପସ୍ଥିତିରେ ବିଜେପି ରେ ଯୋଗଦେଲେ ଅନେକ ବିଜେଡି କର୍ମକର୍ତ୍ତା

August 24, 2026

ବାଣପୁର ବ୍ଲକରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି

August 24, 2026
Latest News

ଦାନବୀର: ଗ୍ରାମ ପଞ୍ଚାୟତର ଡିଜିଟାଲ୍ ଭିତ୍ତିଭୂମି ସୁଦୃଢ଼ ପାଇଁ ଜନସହଭାଗିତାକୁ ଆହ୍ୱାନ

August 27, 2026

ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଜଣେ ମୃତ: ବାଲୁଗାଁ-ବାଣପୁର ମୁଖ୍ୟ ରାସ୍ତା ଅବରୋଧ କଲେ ଗ୍ରାମବାସୀ

August 27, 2026

ମାଲଦା ମେଡିକାଲ କଲେଜରେ ଗୋଟିଏ ଦିନରେ ୧୦ ନବଜାତ ଶିଶୁଙ୍କ ମୃତ୍ୟୁ

August 27, 2026

ଆମେରିକାରେ ମୋହନ ଭାଗବତଙ୍କ କାର୍ଯ୍ୟକ୍ରମ ପୂର୍ବରୁ କାର୍ଯ୍ୟାନୁଷ୍ଠାନ: X ଆକାଉଣ୍ଟ ସସପେଣ୍ଡ

August 27, 2026

ଆରଏସଏସ ତରଫରୁ ବାଣପୁରରେ ରକ୍ଷା ବନ୍ଧନ ଉତ୍ସବ ପାଳିତ

August 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.