Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ୫ ଟି ଅନ୍ତର୍ଗତ ବଳରାମ ଯୋଜନାର ସଫଳ ରୂପାୟନ ସମ୍ପର୍କରେ ପ୍ରସ୍ତୁତି ବୈଠକ
ଆଞ୍ଚଳିକ

ବାଣପୁର: ୫ ଟି ଅନ୍ତର୍ଗତ ବଳରାମ ଯୋଜନାର ସଫଳ ରୂପାୟନ ସମ୍ପର୍କରେ ପ୍ରସ୍ତୁତି ବୈଠକ

May 4, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଆଜି ପୂର୍ବାହ୍ନରେ ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ସଭାଗୃହରେ ବିଡ଼ିଓ ଶୀତଲ ଅଗ୍ରୱାଲଙ୍କ ଅଧକ୍ଷତାରେ ୫ ଟି ଅନ୍ତର୍ଗତ ବଳରାମ ଯୋଜନାର ସଫଳ ରୂପାୟନ ସମ୍ପର୍କରେ ଏକ ବ୍ଲକ ସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ଏବିଡ଼ିଓ ସୀମାଦ୍ରୀ ପାତ୍ର, ବ୍ଲକ କୃଷି ଅଧିକାରୀ ଅଜୟ କୁମାର କର, ବାଣପୁର ବ୍ଲକ ଅଧିନସ୍ଥ ସମସ୍ତ ବ୍ୟାଙ୍କ ପରିଚାଳକ, କୃଷି ବିଭାଗର ସମସ୍ତ କ୍ଷେତ୍ର ଅଧିକାରୀ, ସମସ୍ତ ସମବାୟ ସମିତିର ସମ୍ପାଦକ, ଉଦ୍ୟାନ ଓ ମତ୍ସ୍ୟ ଓଡିଶା ଜୀବିକା ମିଶନ ସହ ସମସ୍ତ କୃଷକସାଥି ଉପସ୍ଥିତ ଥିଲେ।

କୃଷି ଅଧିକାରୀ ଶ୍ରୀ କର ଭିଡିଓ ମାଧ୍ୟମରେ ବଳରାମ ଯୋଜନର ଆଭିମୁଖ୍ୟ ଓ ବାସ୍ତବକ୍ଷେତ୍ରରେ ତାହାର କାର୍ଯ୍ୟକାରିତା, ନୀତିନିୟମ ସମ୍ପର୍କରେ ବିସ୍ତୃତ ଭାବରେ ଆଲୋଚନା କରିଥିଲେ। କିପରି ଛୋଟଚାଷୀ, ଭାଗ ଚାଷୀ ମାନେ ବଳରାମ ଯୋଜନାରେ ଅଂଶ ଗ୍ରହଣ ପୂର୍ବକ ବ୍ୟାଙ୍କ ମାଧ୍ୟମରେ ଋଣ ଗ୍ରହଣ କରି ବିଭିନ୍ନ କୃଷିର ଉନ୍ନତି କରିପାରିବେ ତାହା ବ୍ୟାଖ୍ୟା କରିଥିଲେ।

ପରିଶେଷରେ ବୈଠକରେ ଉପସ୍ଥିତ ସମସ୍ତ ବ୍ୟାଙ୍କ ଅଧିକାରୀ, କୃଷକ ସାଥି, କୃଷି କ୍ଷେତ୍ରଧିକାରୀ ଓ ଅନ୍ୟାନ୍ୟ କର୍ମଚାରୀ ମାନଙ୍କୁ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଓ କୃଷି ଅଧିକାରୀ ଆଗାମୀ ଦିନରେ ସରକାରଙ୍କ ୫ ଟି ଅନର୍ଗତ ଏହି ବଳରାମ ଯୋଜନାକୁ କିପରି ସଫଳ ରୂପାୟନ ଦିଆଯାଇପାରିବ ସମସ୍ତଙ୍କର ସହଯୋଗ କାମନା କରିଥିଲେ।

ପ୍ରସ୍ତୁତି ବୈଠକ ବାଣପୁର ସଫଳ ରୂପାୟନ
Share. Facebook Twitter LinkedIn Email WhatsApp Copy Link

Related Posts

ଖୋଲିଲା ମା’ ଭଗବତୀ ମନ୍ଦିର ଭିତର ହୁଣ୍ଡି: ଜାଣନ୍ତୁ ଶ୍ରଦ୍ଧାଳୁଙ୍କ ଦାନ ଅର୍ଥ କେତେ?

March 16, 2026

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026
Latest News

ସପ୍ତମ ଦିନରେ ଆଉଟସୋର୍ସିଙ୍ଗ କର୍ମଚାରୀଙ୍କ ଆନ୍ଦୋଳନ

March 16, 2026

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ

March 16, 2026

ଚର୍ଲାପାଲ୍ଲିରୁ କାମାକ୍ଷା ଓ ଶାଲିମାରକୁ ଦୁଇଟି ଅମୃତ ଭାରତ ଏକ୍ସପ୍ରେସ୍ ଟ୍ରେନ ସେବା

March 16, 2026

Common PG Entrance Test ଆବେଦନ ପାଇଁ ବଢିଲା ସମୟ ସୀମା 

March 16, 2026

ରାଜ୍ୟସଭା ଜିତିବା ପରେ ମନମୋହନ, ସୁଜିତ କୁମାର ଏବଂ ଦିଲ୍ଲୀପ ରାୟଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.