Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»କନ୍ଧରାରେ ଭୀମଭୋଇ ଜୟନ୍ତୀ ପାଳିତ
ଆଞ୍ଚଳିକ

କନ୍ଧରାରେ ଭୀମଭୋଇ ଜୟନ୍ତୀ ପାଳିତ

May 5, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା
ରେଢ଼ାଖୋଲ: କଥିତ ଭାଷାକୁ ଚମତ୍କାର ଭାବରେ କବିତା ରଚନା କରି ପ୍ରକାଶ କରିଛନ୍ତି ସନ୍ଥ କବି ଭୀମ ଭୋଇ। ସୁସ୍ଥ ସମାଜ ଗଠନରେ ତାଙ୍କର ଭୂମିକା ବେଶ୍ ଗୁରୁତ୍ବପୂର୍ଣ୍ଣ। ଆନନ୍ଦମୟ ସମାଜ ଥିଲା ତାଙ୍କର ବାର୍ତ୍ତା ବୋଲି ଆଜି ରେଢ଼ାଖୋଲ କନ୍ଧରାରେ ଅନୁଷ୍ଠିତ ଜୟନ୍ତୀ ସଭାରେ ବକ୍ତାମାନେ ମତବ୍ୟକ୍ତ କରିଥିଲେ।

ସନ୍ଥ କବି ଭୀମଭୋଇ ଜୟନ୍ତୀ ପାଳନ କମିଟି ରେଢ଼ାଖୋଲ ତରଫରୁ ଆୟୋଜିତ ଆବାହକ ମୁରଲୀଧର ସେଠୀଙ୍କ ଆବାହକତ୍ବରେ ଅନୁଷ୍ଠିତ ସଭାରେ ବିଶେଷ ଅତିଥି ଭାବରେ ସନ୍ଥ ଆନନ୍ଦ ଚନ୍ଦ୍ର ଦାସ ବାବା, ମୁଖ୍ୟ ଅତିଥି ଭାବରେ ରେଢ଼ାଖୋଲ ଉପଜିଲ୍ଲାପାଳ ପବିତ୍ର ବେହେରା, ମୁଖ୍ୟବକ୍ତା ଭାବରେ ଅଧ୍ୟାପକ ଶ୍ରୀକାନ୍ତ ବଲ୍ଲଭ ସାମନ୍ତ, ସମ୍ମାନୀତ ଅତିଥି ଭାବରେ ମହିଳା ମହାବିଦ୍ୟାଳୟ, ସମ୍ବଲପୁରର ଓଡ଼ିଆ ବିଭାଗର ବରିଷ୍ଠ ଅଧ୍ୟାପକ ପ୍ରଫେସର ଅଖିଳ ବିଶ୍ବାଳ ପ୍ରମୁଖ ଯୋଗଦେଇ ଭୀମଭୋଇଙ୍କ କବିତା ତଥା ତାଙ୍କର କୈଶୋର ଜୀବନ କେଡ଼େ ସଂଘର୍ଷମୟ ଥିଲା ସେ ସଂପର୍କରେ ଆଲୋଚନା କରିଥିଲେ।

ଅନ୍ୟମାନଙ୍କ ମଧ୍ୟରେ ଅନାଦି ସାହୁ, ଆଡ୍ ଭୋକେଟ୍ ଶିବପ୍ରସାଦ ପ୍ରଧାନ, କବି ସନ୍ତୋଷ କୁମାର ରଥ ପ୍ରମୁଖ ଭୀମଭୋଇଙ୍କ କାବ୍ୟକ୍ରୁତି ସଂପର୍କରେ ଆଲୋଚନା କରିଥିଲେ।  ଶେଷରେ ପରୀକ୍ଷିତ ଦାସ୍ ଧନ୍ୟବାଦ ଅର୍ପଣ କରିଥିଲେ।

ରେଢାଖୋଲ ସନ୍ଥ କବି ଭୀମ ଭୋଇ
Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁର ବ୍ଲକରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ବାଣପୁର ଓ ବାଲୁଗାଁରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ଶ୍ରୀ ମହିଳା ସଂଘ ପକ୍ଷରୁ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ବାଲୁଗାଁ ମହାବିଦ୍ୟାଳୟ ପରିସରରେ ସ୍ୱଚ୍ଛତା ଅଭିଯାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ

June 20, 2026
Latest News

ଦୁର୍ଲଭ ଗଜାନନ ବେଶରେ ଦର୍ଶନ ଦେଲେ ମହାବାହୁ

June 29, 2026

ସ୍ନାନବେଦୀରେ ଗଜାନନ ବେଶରେ ଶ୍ରୀରଙ୍କନାଥ ଦେବ: ଦର୍ଶନ କଲେ ଅଗଣିତ ଶ୍ରଦ୍ଧାଳୁ

June 29, 2026

ନୟାଗଡ଼ ଜିଲ୍ଲାପାଳଙ୍କ ରଣପୁର ବ୍ଲକରେ ଜନ ଶୁଣାଣି ଶିବିର ଅନୁଷ୍ଠିତ

June 29, 2026

ସମନ୍ୱୟ ସମିତି ପକ୍ଷରୁ ବିଶାଳ ଶିକ୍ଷକ ସମାବେଶ

June 29, 2026

ଖୋର୍ଦ୍ଧା ଜିଲ୍ଲାସ୍ତରୀୟ ୨୦ ତମ ଜାତୀୟ ପରିସଂଖ୍ୟାନ ଦିବସ ପାଳିତ

June 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.