Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ସମ୍ଭାବ୍ୟ ବାତ୍ୟାକୁ ନେଇ ବାଣପୁର ପ୍ରଶାସନ ତପ୍ତର: ପ୍ରତ୍ୟେକ ପଞ୍ଚାୟତ ପାଇଁ ନିଯୁକ୍ତ କଲା ନୋଡାଲ ଅଫିସର
ଆଞ୍ଚଳିକ

ସମ୍ଭାବ୍ୟ ବାତ୍ୟାକୁ ନେଇ ବାଣପୁର ପ୍ରଶାସନ ତପ୍ତର: ପ୍ରତ୍ୟେକ ପଞ୍ଚାୟତ ପାଇଁ ନିଯୁକ୍ତ କଲା ନୋଡାଲ ଅଫିସର

May 5, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଆସନ୍ତା ୭ ତାରିଖରେ ହେବାକୁ ଥିବା ସମ୍ଭାବ୍ୟ ବାତ୍ୟା ଓ ପାଣିପାଗ ବିଭାଗର ଆକଳନକୁ ନଜରରେ ରଖି ସରକାରଙ୍କ ନିର୍ଦ୍ଦେଶକ୍ରମେ ଖୋର୍ଦ୍ଧା ଜିଲ୍ଲା ବାଣପୁର ପ୍ରଶାସନ ତପ୍ତର ହୋଇ ଉଠିଛି। ଆଜି ପୂର୍ବାହ୍ନରେ ବାଣପୁର ବ୍ଲକ ଅନ୍ତର୍ଗତ କୁମାରାଙ୍ଗ, ତୁମୁରାପୁଟ ଓ ଭେଟେଶ୍ୱର ପଞ୍ଚାୟତର ବହୁମୁଖୀ ବାତ୍ୟା ଆଶ୍ରୟସ୍ଥଳୀ ଗୁଡିକୁ ବିଡ଼ିଓ ଶୀତଲ ଅଗ୍ରୱାଲ, ଜିପିଇଓ ମମତା ମଞ୍ଜରୀ ଚିନ୍ନାରା, ବିଧାୟକଙ୍କ ପ୍ରତିନିଧି ମନୋଜ ପ୍ରଧାନ ଓ ଅଗ୍ନିଶମ ଅଧିକାରୀ ବିବେକାନନ୍ଦ ଦାସ ବୁଲି ସେଠାରେ ବିଦ୍ୟୁତ, ପାଣି ଏବଂ ଅନ୍ୟାନ୍ୟ ବ୍ୟବସ୍ଥା ବାବଦରେ ତନଖି କରିଛନ୍ତି।

ଅନୁରୂପ ଭାବେ ବାଣପୁର ତହସିଲଦାର କୁଞ୍ଜବିହାରୀ ବଡ଼ଜେନା ଅପରାହ୍ନରେ କୁଲେଇ ଓ ମୋରାମରୀ ପଞ୍ଚାୟତ ଠାରେ ଥିବା ବହୁମୁଖୀ ବାତ୍ୟା ଆଶ୍ରୟସ୍ଥଳୀ ଗୁଡିକୁ ପରଖିଛନ୍ତି।  ବ୍ଲକରେ ଏକ କଣ୍ଟ୍ରୋଲ ରୁମ ଖୋଲାଯାଇ ପ୍ରତ୍ୟେକ ପଞ୍ଚାୟତ ପାଇଁ ଜଣେ ଜଣେ ନୋଡାଲ ଅଫିସରଙ୍କୁ ନିଯୁକ୍ତ କରାଯାଇଥିବାର ବିଡ଼ିଓ ଶ୍ରୀମତୀ ଅଗ୍ରୱାଲ ସୂଚନା ଦେଇଛନ୍ତି।

ତତସହିତ ଓଡ୍ରାଫ ଟିମକୁ ମଧ୍ୟ ସଜାଗ ରଖି ପରିସ୍ଥିତି ଉପରେ ନଜର ରଖାଯାଇଥିବାର ଜଣାପଡ଼ିଛି।

ନୋଡାଲ ଅଫିସର ପାଣିପାଗ ବିଭାଗ ବାଣପୁର ପ୍ରଶାସନ ସମ୍ଭାବ୍ୟ ବାତ୍ୟା
Share. Facebook Twitter LinkedIn Email WhatsApp Copy Link

Related Posts

ମହାଭାରତ ବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ

May 28, 2026

ଆଜି ୧୨ ଘଣ୍ଟିଆ ଜୟପୁର ବନ୍ଦ

May 28, 2026

ବାଣପୁର ବ୍ଲକ ପରିସରରେ ଆଇନ ସଚେତନତା ଶିବିର

May 27, 2026

ଗୋଦାବାରୀଶ ଉଚ୍ଚ ବିଦ୍ୟାଳୟର ଯୁକ୍ତ ଦୁଇ ପରୀକ୍ଷା ଫଳାଫଳ

May 25, 2026
Latest News

୧୬ ବର୍ଷରୁ କମ୍ ବୟସର ପିଲାମାନଙ୍କ ପାଇଁ ଫେସବୁକ୍, ୟୁଟୁବ ମନା

June 2, 2026

ଆଜି ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଫାଇନାଲ୍ ମ୍ୟାଚ: ଜାଣନ୍ତୁ ପ୍ଲେଇଂ ଇଲେଭେନ୍

June 2, 2026

ବେଦାନ୍ତ ଗ୍ରୁପ୍ ଉପରେ ED ର କାର୍ଯ୍ୟାନୁଷ୍ଠାନ: ଦିଲ୍ଲୀରୁ ମୁମ୍ବାଇ ପର୍ଯ୍ୟନ୍ତ ଚଢାଉ

June 2, 2026

ହିନ୍ଦୁଙ୍କ ଉପରେ ଆଗତ ପ୍ରସ୍ତାବକୁ ଆମେରିକା ସଂସଦରେ ୩୨ ସାଂସଦଙ୍କ ସମର୍ଥନ

June 2, 2026

ବିଜେପି ଛାଡିବାର କଳ୍ପନାଜଳ୍ପନା ମଧ୍ୟରେ ନୀତିନ ନବୀନଙ୍କୁ ଭେଟିଲେ ଅନ୍ନାମଲାଇ

June 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.