Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଭାରସାମ୍ୟ ହରାଇ ଟ୍ରକ ପଛପଟକୁ ପିଟିଲା କାର, ଜଣେ ଗୁରୁତର
ଆଞ୍ଚଳିକ

ଭାରସାମ୍ୟ ହରାଇ ଟ୍ରକ ପଛପଟକୁ ପିଟିଲା କାର, ଜଣେ ଗୁରୁତର

May 5, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା
ରେଢ଼ାଖୋଲ: ରେଢ଼ାଖୋଲ ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥ ଚାରମାଳ ଥାନା ପାଖରେ ଆଜି ସକାଳ ୭ଟା ସମୟରେ ଟ୍ରକ ପଛପଟେ ଏକ କାର୍ ଧକ୍କା ଦେବା ଫଳରେ ଜଣେ ଗୁରୁତର ଆହତ ହୋଇଥିବା ଜଣା ପଡ଼ିଛି।

ବିବରଣୀରୁ ପ୍ରକାଶ ଯେ, ଚାରମାଳ ଥାନା ନିକଟରେ ଟ୍ରକ ଟି ରାସ୍ତା ସାଇଟ ରେ ଠିଆ ହୋଇ ରହିଥିବା ବେଳେ ଏକ କାର ଭୁବନେଶ୍ୱର ରୁ ଝାରସୁଗୁଡା ଯାଉଥିବା ସମୟରେ ଟ୍ରକ ପଛ ପଟେ ଧକ୍କା ଦେଇଥିଲା। ଫଳରେ କାର ଡ୍ରାଇଭର ସୁସ୍ଥ ଥିବାବେଳେ ଗାଡି ମାଲିକ ର ସାଙ୍ଗ ଶଙ୍କର ରାମା (୫୫ )ଗୁରୁତର ହୋଇଥିଲେ।

ଘଟଣା ସ୍ଥଳରେ ଚାରମାଳର କିଛି ଯୁବକ ଆସି ପହଞ୍ଚି ଚାରମାଳ ଡାକ୍ତରଖାନାକୁ ନେଇଥିଲେ। ଅବସ୍ଥା ଗୁରୁତର ହେବାରୁ ୧୦୮ ଆମ୍ବୁଲାନ୍ସ ଯୋଗେ ପୁଣି ବୁର୍ଲା ବଡ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା।

ଚାରମାଳ ଥାନା ଜାତୀୟ ରାଜପଥ ରେଢାଖୋଲ
Share. Facebook Twitter LinkedIn Email WhatsApp Copy Link

Related Posts

ବାରବାଙ୍କୀରୁ ବହରାଇଚ୍ ୪-ଲେନ୍ ପ୍ରବେଶ-ନିୟନ୍ତ୍ରିତ ଜାତୀୟ ରାଜପଥ ନିର୍ମାଣକୁ ଅନୁମୋଦନ

March 19, 2026

କେନ୍ଦ୍ର ମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେପିରେ ଯୋଗଦେଲେ ପୂର୍ବତନ ବ୍ଲକ ଅଧ୍ୟକ୍ଷା ଓ ସମିତିସଭ୍ୟ 

March 15, 2026

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026
Latest News

ଫ୍ରାନ୍ସ ରାଷ୍ଟ୍ରପତିଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ

March 19, 2026

ଏକ ଦଶନ୍ଧିରେ ଟ୍ରେନ ଦୁର୍ଘଟଣାରେ ୬୦% ଓ ମୃତ୍ୟୁ ୧୭% ହ୍ରାସ: ଅଶ୍ଵିନୀ ବୈଷ୍ଣବ

March 19, 2026

ଓମାନର ସୁଲତାନଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ

March 19, 2026

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ରାୟଗଡା ଡିଭିଜନ ନିରୀକ୍ଷଣ

March 19, 2026

୭୦ କେଜି ଗଞ୍ଜେଇ ଜବତ: ୩ ଅଭିଯୁକ୍ତ ଗିରଫ

March 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.