Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଟାଙ୍ଗୀ: ଦିନ ଦ୍ୱିପ୍ରହରରେ ବୁଲିଲା ଭୁଜାଲି, ଅଟୋ ରିକ୍ସା ଚାଳକ ଗୁରୁତର
ଆଞ୍ଚଳିକ

ଟାଙ୍ଗୀ: ଦିନ ଦ୍ୱିପ୍ରହରରେ ବୁଲିଲା ଭୁଜାଲି, ଅଟୋ ରିକ୍ସା ଚାଳକ ଗୁରୁତର

May 12, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଟାଙ୍ଗୀ: ଖୋର୍ଦ୍ଧା ଜିଲା ଟାଙ୍ଗୀ ଥାନା ହାଟ ବରଡିରେ ମରଣାନ୍ତକ ଆକ୍ରମଣ ହୋଇଛି। ଦିନ ଦ୍ୱିପ୍ରହରରେ ଭୁଜାଲିରେ ଆକ୍ରମଣ ହୋଇଛି। ଭୁଜାଲି ଚୋଟରେ ଅଟୋ ରିକ୍ସା ଚାଳକ ଗୁରୁତର ହୋଇ ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି ହୋଇଛନ୍ତି। ତେବେ ଅବସ୍ଥା ସଂକଟାପନ୍ନ ହେବାରୁ ତାଙ୍କୁ ଭୁବନେଶ୍ୱରକୁ ସ୍ଥାନାନ୍ତର କରାଯାଇଛି। ଗୁରୁତର ରିକ୍ସା ଚାଳକ ହେଲେ ଟାଙ୍ଗୀ ଥାନା ହାଟବରଡି ପଞ୍ଚାୟତ ଗଇନଡା ଗ୍ରାମର ଦିପୁ ସାହୁ (୨୮)।

ସୂଚନା ମୁତାବକ ଦିପୁ ଆଜି ଜଣେ ବ୍ୟକ୍ତିଙ୍କର ଭଉଣୀ ଘରକୁ ଅଟୋରେ ସାବିତ୍ରୀ ଭାର ନେଇ ସେହି ହାଟବରଡି ଗ୍ରାମର ରାମ ନବମୀ ପଡିଆ ନିକଟକୁ ଆସିଥିଲେ। ସେଠାରେ ଗାଡିରୁ ଭାର ଖାଲିକରୁଥିବା ବେଳେ ହଠାତ୍ ଭୁଜାଲିରେ ଚୋଟ ପରେ ଚୋଟ ମାରିଥିଲେ ଜଣେ ଦୁର୍ବୁତ୍ତ। ଭୁଜାଲି ଚୋଟରେ ଦିପୁଙ୍କ ଛାତି, ପେଟ, ଅଣ୍ଟା ଏବଂ ହାତରେ ଗଭୀର କ୍ଷତ ହୋଇଥିବା ଜଣାପଡିଛି।

ଭୁଜାଲିରେ ଚୋଟ ମାରିଥିବା ଦୁର୍ବୁତ୍ତ ସେହି ହାଟବରଡ଼ି ପଞ୍ଚାୟତ ବରଡି ଗ୍ରାମର ନବ ପରିଡା ବୋଲି ଜଣା ପଡିଛି। ତେବେ ଭୁଜାଲି ଆକ୍ରମଣର କାରଣ ଅଦ୍ୟାବଧି ଜଣା ପଡ଼ିନଥିବା ବେଳେ ଟାଙ୍ଗୀ ଥାନାରେ ଅଭିଯୋଗ ପରେ ପୋଲିସ୍ ଉକ୍ତ ଘଟଣାର ତଦନ୍ତ ଆରମ୍ଭ କରିଛି।

ଟାଙ୍ଗୀ
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ଏଲ୍‌ଆଇସି ଶାଖାରେ ଲିଆଫି ୬୨ତମ ପ୍ରତିଷ୍ଠା ଦିବସ

October 3, 2026

ଜିଲ୍ଲାପାଳ, ଏସ୍‌ପି ଓ ଡିଏଫ୍‌ଓଙ୍କ ବାସଭବନ ସମ୍ମୁଖରୁ ଷ୍ଟିଲ୍‌ ଗେଟ୍‌ ନେଇଗଲେ ଦୁର୍ବୃତ୍ତ

October 2, 2026

ବାଲୁଗାଁ ମହାବିଦ୍ୟାଳୟ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ପଥପ୍ରାନ୍ତ ନାଟକ

October 2, 2026

ବାଣପୁର ସେଣ୍ଟ ଜାଭିୟର ହାଇସ୍କୁଲରେ ସ୍ୱଚ୍ଛତା କାର୍ଯ୍ୟକ୍ରମ

October 2, 2026
Latest News

ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ଜିତିଥିବା ଭାରତୀୟ ମହିଳା ହକି ଦଳକୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

October 3, 2026

ନରସିଂହପୁର କ୍ଲଷ୍ଟରରେ ସୁରଭି-୨୦୨୬ ଧୁମଧାମରେ ସମ୍ପନ୍ନ

October 3, 2026

ବାଲୁଗାଁ ଏଲ୍‌ଆଇସି ଶାଖାରେ ଲିଆଫି ୬୨ତମ ପ୍ରତିଷ୍ଠା ଦିବସ

October 3, 2026

ମା’ ଭଗବତୀଙ୍କ ପୀଠରେ ବାଜିଲା ଶୁଭାରମ୍ଭ ଶଙ୍ଖ କାହାଳୀ: ରାଜାଙ୍କ ନଅରକୁ ଗଲା ପର୍ବ ଅନୁକୂଳ ଗୁଆ ପଇତା

October 3, 2026

ଆଜି ଅକ୍ବୋବର ତିନି ତାରିଖରେ ଏହି ସାତଟି ରାଶିର ଲୋକ ରୁହନ୍ତୁ ସାବଧାନ

October 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.