Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ପର୍ଶୁରାମ ମହାବିଦ୍ୟାଳୟ ଅଧ୍ୟାପକଙ୍କ ଅକାଳ ବିୟୋଗ, ଅଞ୍ଚଳରେ ଶୋକର ଛାୟା
ଆଞ୍ଚଳିକ

ପର୍ଶୁରାମ ମହାବିଦ୍ୟାଳୟ ଅଧ୍ୟାପକଙ୍କ ଅକାଳ ବିୟୋଗ, ଅଞ୍ଚଳରେ ଶୋକର ଛାୟା

May 13, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ
ବାଣପୁର: ଶନିବାର ସକାଳେ ଗମ୍ଭାରୀମୁଣ୍ଡା ଅଞ୍ଚଳର ଜଣେ ଅଧ୍ୟାପକଙ୍କ ଆକସ୍ମିକ ମୃତ୍ୟୁରେ ଶୋକର ଛାୟା ଖେଳିଯାଇଛି। ପ୍ରକାଶ ଥାଉକି ଗମ୍ଭାରୀମୁଣ୍ଡା ପର୍ଶୁରାମ ମହାବିଦ୍ୟାଳୟରେ ଶିକ୍ଷା ବିଭାଗରେ ଅଧ୍ୟାପକ ଭାବେ କାର୍ଯ୍ୟ କରୁଥିବା ନୀଳମଣି ଘଡ଼ାଇଙ୍କ ହୃଦଘାତରେ ପ୍ରାଣହାନି ଘଟିଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୫୨ ବର୍ଷ ହୋଇଥିବା ବେଳେ ଟାଙ୍ଗୀ ଥାନା ଅନ୍ତର୍ଗତ ବାଲିନାସି ଗ୍ରାମରେ ତାଙ୍କର ନିଜ ଘର।

ଶ୍ରୀ ଘଡ଼ାଇ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ପରିବାର ଲୋକ ସଙ୍ଗେ ସଙ୍ଗେ ତାଙ୍କୁ ଚାନ୍ଦପୁର ସ୍ଥିତ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। କିନ୍ତୁ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ମୃତଦେହ ଗ୍ରାମକୁ ଆସିବା ପରେ ଗ୍ରାମରେ ଏକ ଶୋକାକୁଳ ପରିବେଶ ସୃଷ୍ଟିହୋଇଛି।

ତାଙ୍କ ଶବାଧାର ନିକଟରେ ଆତ୍ମୀୟ ସ୍ୱଜନଙ୍କ ସହ କଲେଜ ଅଧ୍ୟକ୍ଷ ପ୍ରେମରାଜ ପ୍ରଧାନ ଏବଂ କଲେଜର ସମସ୍ତ କର୍ମଚାରୀ ଉପସ୍ଥିତ ରହି ପୁଷ୍ପମାଲ୍ୟ ଅର୍ପଣ କରି ବିଦାୟ ଦେଇଥିଲେ।

ଅକାଳ ବିୟୋଗ ଗମ୍ଭାରୀମୁଣ୍ଡା ପର୍ଶୁରାମ ମହାବିଦ୍ୟାଳୟ ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଜନ୍ମ ମାଟିରେ ବାଣପୁର ମୁକ୍ତି ସଂଗ୍ରାମର ମହାନାୟକ ବିପ୍ଲବୀ କୃତିବାସ ପାଟ୍ଟଶାଣୀଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ

June 3, 2026

ବାଣପୁର ପାଇକ ବିଦ୍ରୋହ: ଓଡ଼ିଆ ଅସ୍ମିତାର ଏକ ଅନନ୍ୟ ଅଗ୍ନିଶିଖା

June 1, 2026

ବାଣପୁର: ଅଗ୍ନିକାଣ୍ଡ କ୍ଷତିଗସ୍ତ ପରିବାରଙ୍କୁ ସାକ୍ଷାତ କଲେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

May 29, 2026

ମହାଭାରତ ବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ

May 28, 2026
Latest News

ଟିଏମସି ସାଂସଦ ଇସ୍ତଫା ଦେଲେ ସାଂସଦ ହୋଇପାରିବେ କି ମମତା ? ଜାଣନ୍ତୁ କଣ କହୁଛି ଆଇନ

June 5, 2026

ବାଲିଗୁଡା ବିଜେଡିରେ ବଡ଼ ବିଦ୍ରୋହ, ସାମୂହିକ ଇସ୍ତଫା

June 5, 2026

ପାକିସ୍ତାନକୁ ପୁଣି ଧୁଳି ଚଟାଇଲା ଭାରତ: ଏସିଆ କପ୍ ଫାଇନାଲରେ ପହଞ୍ଚିଲା ଟିମ୍ ଇଣ୍ଡିଆ

June 5, 2026

ବଜ୍ରାଘାତରେ ଯୁବତୀ ମୃତ

June 5, 2026

ଯୁବପିଢ଼ିଙ୍କ ପାଇଁ ସୃଷ୍ଟି ହେବ ଅନ୍ତର୍ଜାତୀୟ ସୁଯୋଗ: ଭୁବନେଶ୍ୱରରେ ବୁଝାମଣାପତ୍ର ସ୍ୱାକ୍ଷରିତ

June 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.