Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ବିବାହିତା ମହିଳାଙ୍କୁ ଅପହରଣ ଓ ଦୁଷ୍କର୍ମ ଅଭିଯୋଗ, ଅଭିଯୁକ୍ତ ଗିରଫ
ଆଞ୍ଚଳିକ

ବାଣପୁର: ବିବାହିତା ମହିଳାଙ୍କୁ ଅପହରଣ ଓ ଦୁଷ୍କର୍ମ ଅଭିଯୋଗ, ଅଭିଯୁକ୍ତ ଗିରଫ

May 16, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅଞ୍ଚଳରେ ଜଣେ ବିବାହିତା ମହିଳାଙ୍କୁ ଅପହରଣ ଓ ଦୁଷ୍କର୍ମ ଅଭିଯୋଗ ହୋଇଛି। ଏହି ମାମଲାରେ ଆଜି ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି ପୋଲିସ।

ସୂଚନା ମୁତାବକ ଗତବର୍ଷ ଜନୈକ ବିବାହିତା ମହିଳାଙ୍କୁ ରତନପୁର ଗ୍ରାମର ଜିତୁ ବେହେରା ନାମକ ଅଭିଯୁକ୍ତ ଅପହରଣ କରି ନେଇଥିବା ଅଭିଯୋଗ ହୋଇଥିଲା। ଏନେଇ ମହିଳାଙ୍କ ଶାଶୁ ବାଣପୁର କୋର୍ଟରେ ଏକ ୱାନ ସିସି କେସ କରିଥିଲେ। ଏହାପରେ ବାଣପୁର ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଜାରି ରଖିଥିବା ବେଳେ ଆଜି ଅଭିଯୁକ୍ତ ଜିତୁଙ୍କୁ ତାଙ୍କ ଗ୍ରାମରୁ ଗିରଫ କରିଛି।

ତେବେ ବିଚାରପତିଙ୍କ ସମ୍ମୁଖରେ ଜିତୁ ଦୁଷ୍କର୍ମ କରିଥିବା ପୀଡ଼ିତା ବୟାନ ଦେଇଥିଲେ। ସେହି ଆଧାରରେ ପୋଲିସ ଉକ୍ତ ମାମଲାରେ ଅପହରଣ ସହ ଦୁଷ୍କର୍ମ ଦଫା ଲଗାଇ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି।

ଅଭିଯୁକ୍ତ ଗିରଫ ବାଣପୁର ବିବାହିତା ମହିଳା
Share. Facebook Twitter LinkedIn Email WhatsApp Copy Link

Related Posts

ଗୁଜରାଟକୁ ଚୋରାଚାଲାଣ ବେଳେ ୧୦୦ କେଜି ଗଞ୍ଜେଇ ଜବତ: ୪ ଅଭିଯୁକ୍ତ ଗିରଫ

June 29, 2026

ସୌମ୍ୟ ହତ୍ୟା ମାମଲାରେ ଆଉ ଜଣେ ଅଭିଯୁକ୍ତ ଗିରଫ: ଗିରଫଦାରୀ ସଂଖ୍ୟା ୨୦ରେ ପହଞ୍ଚିଲା

June 29, 2026

ଲୁଟର ୫ ବର୍ଷ ପରେ ଧରାପଡିଲେ ଫେରାର ଅଭିଯୁକ୍ତ

June 29, 2026

ଖୋର୍ଦ୍ଧା ବାଣପୁର ପୋଲିସ ମାଡରେ ଯୁବକଙ୍କ ମୃତ୍ୟୁ

June 29, 2026
Latest News

ସଂଶୋଧିତ ପୁସ୍ତକ ଯୋଗାଇ ଦିଆଯିବ – ମନ୍ତ୍ରୀ

June 29, 2026

ବାଣପୁରରେ ଯୁବକଙ୍କ ମୃତ୍ୟୁ ମାମଲା: ହେପାଜତ ହିଂସା ଅଭିଯୋଗକୁ ଖଣ୍ଡନ କଲା ପୋଲିସ, ପୋଷ୍ଟମର୍ଟମ ରିପୋର୍ଟକୁ ଅପେକ୍ଷା

June 29, 2026

Puri News: ମହାପ୍ରଭୁଙ୍କ ଗଜାନନ ବେଶ ଦେଖି ଭକ୍ତ ବିଭୋର, ମଙ୍ଗଳବାରଠାରୁ ପଟ୍ଟିଦିଅଁ ଦର୍ଶନ

June 29, 2026

Ranpur News: ଦୁର୍ଲଭ ଗଜାନନ ବେଶରେ ଦର୍ଶନ ଦେଲେ ମହାବାହୁ

June 29, 2026

Banapur News:ସ୍ନାନବେଦୀରେ ଗଜାନନ ବେଶରେ ଶ୍ରୀରଙ୍କନାଥ ଦେବ: ଦର୍ଶନ କଲେ ଅଗଣିତ ଶ୍ରଦ୍ଧାଳୁ

June 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.