Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁରର ଜଣେ ଛାତ୍ରୀଙ୍କ ଆତ୍ମହତ୍ୟା ଅଭିଯୋଗ
ଆଞ୍ଚଳିକ

ବାଣପୁରର ଜଣେ ଛାତ୍ରୀଙ୍କ ଆତ୍ମହତ୍ୟା ଅଭିଯୋଗ

May 17, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଣପୁରର ଜଣେ ଛାତ୍ରୀଙ୍କ ଆତ୍ମହତ୍ୟା ଅଭିଯୋଗ

ସୀତାରାମ ଅଗ୍ରୱାଲ

ବାଣପୁର: ବାଣପୁର ଥାନା ଅନ୍ତର୍ଗତ ଖୁଣ୍ଟପଲ୍ଲୀ ଗ୍ରାମର ଜଣେ କଲେଜ ଛାତ୍ରୀ ଆଜି ଆତ୍ମହତ୍ୟା କରିଥିବାର ଅଭିଯୋଗ ହୋଇଛି । ସୂଚନା ମୁତାବକ ଚଗଲା ଜେନାଙ୍କ ଝିଅ ସୁନିତା ଜେନା(୧୭) ଆଜି ସଂନ୍ଧ୍ୟାରେ କୌଣସି କାରଣବଶତଃ ଚାଉଳ ବିଷ ଖାଇ ଦେଇଥିଲେ ।

ସଙ୍ଗେସଙ୍ଗେ ପରିବାର ବର୍ଗ ତାଙ୍କୁ ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଚିକିତ୍ସା ନିମନ୍ତେ ଆଣିଥିବା ବେଳେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି । ଏ ନେଇ ମେଡିକାଲ ପକ୍ଷରୁ ବାଣପୁର ପୋଲିସ କୁ ସୂଚନା ଦିଆଯିବା ପରେ ପୋଲିସ ଶବ ଜବତ କରିଛି । ମୃତ ସୁନିତା ବାଣପୁର ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଦ୍ୱାଦଶ ଶ୍ରେଣୀର ଛାତ୍ରୀ ଥିଲେ ବୋଲି ଜଣାପଡିଛି । ଏହି ଘଟଣାର କାରଣ କଣ ଜଣାପଡି ନାହିଁ।

ଖୁଣ୍ଟପଲ୍ଲୀ ଗ୍ରାମ ବାଣପୁର ସୀତାରାମ ଅଗ୍ରୱାଲ
Share. Facebook Twitter LinkedIn Email WhatsApp Copy Link

Related Posts

ଶ୍ରୀରଙ୍କ ନାଥ ଦେବଙ୍କ ପୀଠରେ ରୁକ୍ମିଣୀ ବିବାହ ସମ୍ପନ୍ନ: ଗୁଆଲି ଯାତ୍ରାରେ ନଗର ପରିକ୍ରମା କରିବେ ଦେବଦମ୍ପତି

June 26, 2026

ରଣପୁର ବ୍ଲକରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ବାଣପୁର ଓ ବାଲୁଗାଁରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ଶ୍ରୀ ମହିଳା ସଂଘ ପକ୍ଷରୁ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026
Latest News

ଭାରତର ‘ଗ୍ରେଟ ପ୍ଲେସ ଟୁ ୱାର୍କ’ ତାଲିକାରେ ୧୩ତମ ସ୍ଥାନ ହାସଲ କଲା ରିଲାଏନ୍ସ ରିଟେଲ୍

June 28, 2026

ଖୋର୍ଦ୍ଧା ରୋଡ୍ ଡିଭିଜନରେ ଆଧୁନିକୀକରଣ କାର୍ଯ୍ୟ ଜାରି: ବାତିଲ୍ ହେଲା ଏହି ସବୁ ଟ୍ରେନ

June 28, 2026

ମାଲକାନଗିରିରେ ସୁରକ୍ଷା ବାହିନୀର ବଡ଼ ସଫଳତା, ବିପୁଳ ମାଓ ସାମଗ୍ରୀ ଜବତ

June 28, 2026

କମିଶନରେଟ୍ ପୁଲିସ୍‌ ହାତରେ ୫ କୋଟି ଠକେଇର ମୋଷ୍ଟ ୱାଣ୍ଟେଡ୍ ଅଭିଯୁକ୍ତ

June 28, 2026

ଜମି ପାଇଁ ବାପା ଭାଇକୁ ହାଣିଲା ବଡ଼ ଭାଇ

June 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.