Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁରର ମାଟ୍ରିକ ଫଳ: ରିୟା ସିଂହ ସର୍ବାଧିକ ୫୬୮ ମାର୍କ ରଖି ଟପର
ଆଞ୍ଚଳିକ

ବାଣପୁରର ମାଟ୍ରିକ ଫଳ: ରିୟା ସିଂହ ସର୍ବାଧିକ ୫୬୮ ମାର୍କ ରଖି ଟପର

May 18, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଣପୁରର ମାଟ୍ରିକ ଫଳ: ରିୟା ସିଂହ ସର୍ବାଧିକ ୫୬୮ ମାର୍କ ରଖି ଟପର

ସୀତାରାମ ଅଗ୍ରୱାଲ

ବାଣପୁର: ବହୁ କଳ୍ପନାଜଳ୍ପନାର ଅନ୍ତ ଘଟାଇ ଆଜି ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇଛି। ତେବେ ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ଏବଂ ଏନଏସି ରେ ପାସ ହାର ସନ୍ତୋଷଜନକ ରହିଛି। ବାଣପୁର ବ୍ଲକ ଏବଂ ଏନଏସି ରେ ପାସ ହାର ଶତକଡା ୯୮.୦୦ ପ୍ରତିଶତ ରହିଛି ।

ତେବେ ବାଣପୁର ବ୍ଲକ ଏବଂ ଏନଏସି ରେ ଏ-୧ ଗ୍ରେଡ଼ରେ ୧୬ ଜଣ, ଏ-୨ ଗ୍ରେଡ଼ରେ ୮୭ ଜଣ, ବି-୧ ଗ୍ରେଡ଼ରେ ୨୪୩ ଜଣ ଏବଂ ବି-୨ ଗ୍ରେଡ଼ରେ ୩୯୨ ଜଣ ଛାତ୍ରଛାତ୍ରୀ ଉତ୍ତୀର୍ଣ୍ଣ ହୋଇଥିବା ବେଳେ ନାଚୁଣୀସ୍ଥିତ ଗୋଦାବରୀଶ ସରକାରୀ ହାଇସ୍କୁଲ ଛାତ୍ରୀ ରିୟା ସିଂହ ସର୍ବାଧିକ ୫୬୮ ମାର୍କ ରଖି ଟପର ହୋଇଛନ୍ତି l

banpur ସୀତାରାମ ଅଗ୍ରୱାଲ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ଉତ୍ତରାୟଣୀ ପୀଠରେ ଭାଜପାର ବନ୍ଧୁ ମିଳନ କାର୍ଯ୍ୟକ୍ରମ

July 20, 2026

ବାଣପୁର-ବାଲୁଗାଁ ରୋଟାରୀ କ୍ଲବର ଗଠନମୂଳକ ସଭା

July 20, 2026

ବାଣପୁର ଗ୍ରାମୀଣ ମହିଳା ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସବ

July 18, 2026

ବାଣପୁରରେ ଆରଏସଏସ ଓ ଏବିଭିପି ପକ୍ଷରୁ ରଥଯାତ୍ରା ସେବା କାର୍ଯ୍ୟ

July 16, 2026
Latest News

ଅନଶନ ସମାପ୍ତ କରିବାକୁ ସୋନମ ୱାଙ୍ଗଚୁକ୍ ପ୍ରସ୍ତୁତ: ସରକାରଙ୍କ ନିକଟରେ ରଖିଲେ ସର୍ତ୍ତ

July 22, 2026

ଲାଠିଚାର୍ଜ ସହ ଜଡିତ ମାମଲାର ଶୁଣାଣି ଉପରେ CJP କ୍ଷୁବ୍ଧ: CJI ଙ୍କୁ ଟାର୍ଗେଟ

July 22, 2026

ପୁଣି କେବେ ଏକାଠି ଖେଳିବେ ରୋହିତ ଏବଂ ବିରାଟ: ଜାଣନ୍ତୁ ୨୦୨୭ ବିଶ୍ୱକପ୍ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

July 22, 2026

ଅନନ୍ତନାଗରେ ଆତଙ୍କବାଦୀ ଆକ୍ରମଣ: ଜଣେ ଯବାନ ସହିଦ

July 22, 2026

ମହିଳା ସାଂସଦମାନଙ୍କୁ ଦୁର୍ବ୍ୟବହାର ମାମଲା: ସମଗ୍ର ମୌସୁମୀ ଅଧିବେଶନରୁ କଲ୍ୟାଣ ବାନାର୍ଜୀ ନିଲମ୍ବିତ

July 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.