Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ ନାଭାଲ ଫାଣ୍ଡି ନିକଟରେ ଓଲଟିଲା ବସ୍, ଥିଲେ ୮୦ ଜଣ ଯାତ୍ରୀ
ଆଞ୍ଚଳିକ

ବାଲୁଗାଁ ନାଭାଲ ଫାଣ୍ଡି ନିକଟରେ ଓଲଟିଲା ବସ୍, ଥିଲେ ୮୦ ଜଣ ଯାତ୍ରୀ

May 19, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଲୁଗାଁ ନାଭାଲ ଫାଣ୍ଡି ନିକଟରେ ଓଲଟିଲା ବସ୍, ଥିଲେ ୮୦ ଜଣ ଯାତ୍ରୀ

ସୀତାରାମ ଅଗ୍ରୱାଲ

ବାଲୁଗାଁ: ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଥାନା ନାଭାଲ ଫାଣ୍ଡି ନିକଟରେ ଗତକାଲି ବିଳମ୍ବିତ ରାତ୍ରିରେ ଏକ ଯାତ୍ରୀବାହି ବସ ଭରସାମ୍ୟ ହରାଇ ଲେଉଟିପଡ଼ିଛି। ସୂଚନା ମୁତାବକ ଭୁବନେଶ୍ୱର ରୁ ଯାତ୍ରୀ ନେଇ ଆସ୍କା ଅଭିମୁଖେ ଯାଉଥିବା ନମସ୍କାର ନାମକ ବସଟି ଗତକାଲି ରାତି ପାଖାପାଖି ୨ ଘଟିକା ସମୟରେ ନାଭାଲ ଫାଣ୍ଡି ନିକଟସ୍ଥ ବ୍ରଜରାଜପୁର ଗ୍ରାମ ନିକଟରେ ଭାରସାମ୍ୟ ହରାଇ ଲେଉଟିପଡିଥିଲା।

ବସରେ ପାଖାପାଖି ୮୦ ଜଣ ଯାତ୍ରୀ ଥିଲେ। ଖବର ପାଇ ସଙ୍ଗେସଙ୍ଗେ ନାଭାଲ ଫାଣ୍ଡି ଅଧିକାରୀ ଦିଲ୍ଲୀପ ସାହୁ ସଦଳବଳେ ଦୁର୍ଘଟଣାସ୍ଥଳରେ ପହଞ୍ଚି ଆମ୍ବୁଲାନ୍ସ ଏବଂ ଅଗ୍ନିଶମ ବାହିନୀ ସହଯୋଗରେ ସମସ୍ତ ଯାତ୍ରୀଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିଥିଲେ। ତେବେ ସୌଭାଗ୍ୟବଶତଃ କୌଣସି ଯାତ୍ରୀ ମୃତାହତ ହୋଇନଥିବା ଫାଣ୍ଡି ଅଧିକାରୀ ଶ୍ରୀ ସାହୁ କହିଛନ୍ତି।

ନାଭାଲ ଫାଣ୍ଡି ବାଲୁଗାଁ ସୀତାରାମ ଅଗ୍ରୱାଲ
Share. Facebook Twitter LinkedIn Email WhatsApp Copy Link

Related Posts

ଚିଲିକାରାଣୀ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟର ୪୪ ତମ ବାର୍ଷିକ ଉତ୍ସବ

March 30, 2026

ଶ୍ରୀ ସତ୍ୟସାଇ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ଉତ୍ସବ

March 30, 2026

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026
Latest News

ଆଜିର IPL ମ୍ୟାଚ୍‌ରେ ବାଧା ସୃଷ୍ଟି କରିବ କି ବର୍ଷା: ଜାଣନ୍ତୁ ପିଚ୍ ଏବଂ ପାଣିପାଗ ରିପୋର୍ଟ

March 30, 2026

ପିତାମାତାଙ୍କ ଯତ୍ନ ନନେଲେ କଟିବ ୧୫% ଦରମା: ଏକ କଠୋର ଆଇନ ଆଣିଲା ଏହି ରାଜ୍ୟ

March 30, 2026

ଦୁଇ ବିଧାୟକଙ୍କୁ ହତ୍ୟା କରିଥିବା ଅଭିଯୁକ୍ତଙ୍କ ସମେତ ନଅ ନକ୍ସଲଙ୍କ ଆତ୍ମସମର୍ପଣ

March 30, 2026

ଆଜି କମିଲା ସୁନା ଓ ରୂପାର ମୂଲ୍ୟ: ଜାଣନ୍ତୁ ଗୋଟିଏ ଦିନରେ କେତେ ହ୍ରାସ?

March 30, 2026

ISI ନିର୍ଦ୍ଦେଶରେ ଭାରତ ବିରୁଦ୍ଧରେ ଷଡ଼ଯନ୍ତ୍ର!: ଦିଲ୍ଲୀ ସୀମାରୁ ଲସ୍କର ଆତଙ୍କବାଦୀ ଗିରଫ

March 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.