Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ନିଳାଦ୍ରୀପ୍ରସାଦରେ ସଡକ ଦୁର୍ଘଟଣା, ଦୁଇ ମୋଟର ସାଇକେଲ ହେଲା ମୁହାଁମୁହିଁ
ଆଞ୍ଚଳିକ

ବାଣପୁର ନିଳାଦ୍ରୀପ୍ରସାଦରେ ସଡକ ଦୁର୍ଘଟଣା, ଦୁଇ ମୋଟର ସାଇକେଲ ହେଲା ମୁହାଁମୁହିଁ

May 20, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଣପୁର ନିଳାଦ୍ରୀପ୍ରସାଦରେ ସଡକ ଦୁର୍ଘଟଣା, ଦୁଇ ମୋଟର ସାଇକେଲ ହେଲା ମୁହାଁମୁହିଁ

ସୀତାରାମ ଅଗ୍ରୱାଲ

ବାଣପୁର: ବାଣପୁର ଥାନା ଅନ୍ତର୍ଗତ ନିଳାଦ୍ରୀପ୍ରସାଦ ମଧୁ ଛକ ନିକଟରେ ଆଜି ସନ୍ଧ୍ୟାରେ ଦୁଇ ମୋଟର ସାଇକେଲ ମୁହାଁମୁହିଁ ଧକ୍କା ହୋଇଛି l ଯେଉଁଥିରେ ଚାରି ଜଣ ଆହତ ହୋଇଥିବା ବେଳେ ଦୁଇଜଣ ଗୁରୁତର ଆହତ ହୋଇଛନ୍ତି l

ସୂଚନା ମୁତାବକ ବଡସିରେଇପୁର ଗ୍ରାମର ପ୍ରମୋଦ ବିଶ୍ୱାଳ ତାଙ୍କର ଜଣେ ସହଯୋଗୀଙ୍କ ସହ ଏକ ପଲସର ବାଇକରେ କୌଣସି କାର୍ଯ୍ୟରେ ନୀଳାଦ୍ରିପ୍ରସାଦକୁ ଯାଉଥିବା ବେଳେ ଅନୁରୂପ ଭାବେ ନୀଳାଦ୍ରିପ୍ରସାଦ ଆଡୁ ଅନ୍ୟ ଏକ ବୁଲେଟ ମୋଟରସାଇକେଲରେ ବେତୁଲି ଗ୍ରାମର ବାପୁନି ନାୟକ ତାଙ୍କ ସହଯୋଗୀଙ୍କ ସହ ଆସୁଥିବା ବେଳେ ମଧୁ ଛକରେ ଧରି ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହୋଇଥିଲା l

ଉଭୟ ରକ୍ତ ଜୁଡୁବୁଡୁ ଅବସ୍ଥାରେ ରୋଡରେ ପଡ଼ିଥିବା ବେଳେ ସ୍ଥାନୀୟ ଲୋକ ନୀଳାଦ୍ରିପ୍ରସାଦ ସ୍ଥିତ ଡାକ୍ତରଖାନାରେ ଉଭୟଙ୍କୁ ଭର୍ତ୍ତି କରିଥିଲେ l ପରିବାର ଲୋକ ସେଠାରୁ ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ଆଣିଥିବାବେଳେ ଉଭୟଙ୍କର ଅବସ୍ଥା ସଙ୍କଟାପର୍ଣ୍ଣ ହେବାରୁ ଡାକ୍ତର ଉଭୟଙ୍କୁ ଏମ୍ସ ହସ୍ପିଟାଲକୁ ସ୍ଥାନାନ୍ତର କରିଥିବା ଜଣାପଡ଼ିଛି l ଅନ୍ୟ ଦୁଇଜଣଙ୍କୁ ପ୍ରାଥମିକ ଚିକିତ୍ସା ପରେ ଘରକୁ ପଠାଇ ଦିଆଯାଇଛି l

ତେବେ ପ୍ରମୋଦ ବିଶ୍ୱାଳଙ୍କ ପଲସର ମୋଟରସାଇକେଲ ଏବଂ ମୋବାଇଲକୁ ବେତୁଲି ଗ୍ରାମ ବାପୁନିଙ୍କ ସହଯୋଗୀ ମାନେ ମାରାଧାର କରି ଛଡେଇ ନେଇଯାଇଥିବା ପ୍ରମୋଦଙ୍କ ପରିବାର ତରଫରୁ ଅଭିଯୋଗ ହୋଇଥିବା ବେଳେ ବାପୁନି ନାୟକଙ୍କ ସମ୍ପର୍କୀୟମାନେ ଏହାକୁ ଖଣ୍ଡନ କରିଛନ୍ତି l

ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ବରିଷ୍ଠ ନାଗରିକ ସଂଘର ବିଭିନ୍ନ ଦାବି ପୂରଣ କରିବା ଲାଗି ପ୍ରତିଶ୍ରୁତି ଦେଲେ ଆଇନ ମନ୍ତ୍ରୀ

March 25, 2026

ପଖାଳ ଦିବସରେ ବାଣପୁରରେ ପ୍ରଚଳିତ ମା’ଭଗବତୀଙ୍କ ଅତିପ୍ରିୟ ପଖାଳ ଭୋଗ ଲୋକକଥା

March 20, 2026

ଖୋଲିଲା ମା’ ଭଗବତୀ ମନ୍ଦିର ଭିତର ହୁଣ୍ଡି: ଜାଣନ୍ତୁ ଶ୍ରଦ୍ଧାଳୁଙ୍କ ଦାନ ଅର୍ଥ କେତେ?

March 16, 2026

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026
Latest News

PM Maan Ki Baat: ବିଶ୍ବର ଯୁଦ୍ଧ ପରିସ୍ଥିତିକୁ ମୁକାବିଲା କରିବାକୁ ମନ କୀ ବାତ୍ ରେ ପ୍ରଧାନମନ୍ତ୍ରୀଙ୍କ ଆହ୍ବାନ

March 29, 2026

ବିଜେପିରେ କାହିଁକି ଯୋଗ ଦେଉଛନ୍ତି କଂଗ୍ରେସ ନେତା?: କାରଣ କହିଲେ ରାହୁଲ ଗାନ୍ଧୀଙ୍କ ସହଯୋଗୀ

March 29, 2026

ଆସନ୍ତା ୩ ଯାଏଁ ଜାରି ରହିବ କାଳବୈଶାଖୀ ପ୍ରକୋପ: ଏହି ଜିଲ୍ଲାଗୁଡିକରେ ବଜ୍ରପାତ ସହ ବର୍ଷା ଆଶଙ୍କା

March 29, 2026

ଆଜି ଆଇପିଏଲ ରେ ମୁମ୍ବାଇ ଏବଂ କୋଲକାତା ମଧ୍ୟରେ ମ୍ୟାଚ୍: ଜାଣନ୍ତୁ ପ୍ଲେଇଂ ଇଲେଭେନ

March 29, 2026

“ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ଆଜି ୬:୩୦ରୁ ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍ ଗ୍ରାଣ୍ଡ ଫିନାଲେ

March 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.