Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ନାଚୁଣୀ ଏନଏଚରେ ସଡକ ଦୁର୍ଘଟଣା, ଜଣେ ମୃତ
ଆଞ୍ଚଳିକ

ନାଚୁଣୀ ଏନଏଚରେ ସଡକ ଦୁର୍ଘଟଣା, ଜଣେ ମୃତ

May 22, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ନାଚୁଣୀ ଏନଏଚରେ ସଡକ ଦୁର୍ଘଟଣା, ଜଣେ ମୃତ

ସୀତାରାମ ଅଗ୍ରୱାଲ

ନାଚୁଣୀ: ଆଜି ବଡ଼ି ଭୋରରେ ଖୋର୍ଦ୍ଧା ଜିଲ୍ଲା ନାଚୁଣୀ ଥାନା ୧୬ ନମ୍ବର ଜାତୀୟ ରାଜପଥ ହରିକୁଣ୍ଡ ବରଡ଼ି ଛକରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି ଯେଉଁଥିରେ ଜଣେ ବାଇକ ଆରୋହୀ ପ୍ରାଣ ହରାଇଛନ୍ତି। ପୋଲିସ ସୂଚନା ମୁତାବକ ଗଞ୍ଜାମ ଜିଲ୍ଲା ଗୋସାଣି-ନୂଆଗାଁ ଥାନା ଅଞ୍ଚଳର ଦେବରାଜ ମଣ୍ଡଳଙ୍କ ପୁତ୍ର ଶିବ ମଣ୍ଡଳ ତାଙ୍କ ସହଯୋଗୀ ସମୀର ମଣ୍ଡଳଙ୍କ ସହ ଏକ ବାଇକରେ ଖୋର୍ଦ୍ଧା ରୁ ବ୍ରହ୍ମପୁର ଯାଉଥିଲେ।

ତେବେ ଆଜି ବଡି ଭୋରରେ ବାଇକଟି ହରିକୁଣ୍ଡ ବରଡ଼ି ଛକରେ ଏକ ଡିଭାଇଡ଼ର କୁ ପିଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଫଳରେ ଉଭୟ ବ୍ୟକ୍ତି ଆହତ ହୋଇଥିଲେ। ସଙ୍ଗେସଙ୍ଗେ ସ୍ଥାନୀୟ ଲୋକ ଆମ୍ବୁଲାନ୍ସ ଜରିଆରେ ଉଭୟ ଆହତଙ୍କୁ ବାଲୁଗାଁ ମେଡିକାଲ ପଠାଇଥିବା ବେଳେ ସେଠାରେ ଶିବଙ୍କ ମୃତ୍ୟୁ ଘଟିଥିଲା। ଖବର ପାଇ ନାଚୁଣୀ ପୋଲିସ ବାଲୁଗାଁ ମେଡିକାଲରେ ପହଞ୍ଚି ଶବ ଜବତ କରି ଦୁର୍ଘଟଣାର ତଦନ୍ତ ଜାରି ରଖିଛି।

ନାଚୁଣୀ
Share. Facebook Twitter LinkedIn Email WhatsApp Copy Link

Related Posts

ବଜ୍ରକୋଟ ବିଦ୍ୟାଳୟରେ ଧୂମଧାମରେ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ପାଳିତ

April 5, 2026

ବାଣପୁର ଶିକ୍ଷା ମଣ୍ଡଳ ସ୍ତରୀୟ ଖଡ଼ିଛୁଆଁ ପର୍ବ ପାଳିତ

April 5, 2026

ବାଣପୁର: ଭଗବତୀ ମଣ୍ଡଳ ଭାଜପା କାର୍ଯ୍ୟକର୍ତ୍ତାମାନଙ୍କୁ ଗୁରୁମନ୍ତ୍ର ଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

April 3, 2026

ଉତ୍କଳ ଦିବସ ଉପଲକ୍ଷେ ବରପୁତ୍ରମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ବାଣପୁରବାସୀ

April 2, 2026
Latest News

ଚିଲିକାରେ ପଣ୍ତିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ ୨୦୨୬, ଯୋଗ ଦେଲେ ଆଇନ ମନ୍ତ୍ରୀ

April 5, 2026

ବାଣପୁର କୋର୍ଟର ଉନ୍ନତି ପାଇଁ ଆଇନ ମନ୍ତ୍ରୀଙ୍କ ସହ ଆଲୋଚନା କଲେ ଓକିଲ ସଂଘର ନୂତନ ସଭାପତି

April 5, 2026

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026

୨୦୨୫-୨୬ରେ ରେକର୍ଡ ମାଲ ପରିବହନ ସହ ରେଳବାଇର ଉଲ୍ଲେଖନୀୟ ସଫଳତା

April 5, 2026

ଏସଆଇଆର କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

April 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.