Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁରେ ଆରମ୍ଭ ହେଲା ସରକାରଙ୍କ ସହିଦ ବାଜି ରାଉତ ନୌଯାତ୍ରା ସୁରକ୍ଷା ଯୋଜନା
ଆଞ୍ଚଳିକ

ବାଲୁଗାଁରେ ଆରମ୍ଭ ହେଲା ସରକାରଙ୍କ ସହିଦ ବାଜି ରାଉତ ନୌଯାତ୍ରା ସୁରକ୍ଷା ଯୋଜନା

May 23, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଲୁଗାଁରେ ଆରମ୍ଭ ହେଲା ସରକାରଙ୍କ ସହିଦ ବାଜି ରାଉତ ନୌଯାତ୍ରା ସୁରକ୍ଷା ଯୋଜନା

ବାଲୁଗାଁ: ଆଜି ରାଜ୍ୟରେ ଆରମ୍ଭ ହୋଇଛି ସହିଦ ବାଜି ରାଉତ ନୌଯାତ୍ରା ସୁରକ୍ଷା ଯୋଜନା। ଏହି ଯୋଜନାରେ ନୌଯାତ୍ରୀଙ୍କର ସୁରକ୍ଷିତ ଭାବେ ଯାତ୍ରା କରିବା ପାଇଁ ବ୍ୟବସ୍ଥା କରାଯିବ। ଏ ନେଇ ଆଜି ବାଲୁଗାଁ ନିକଟସ୍ଥ ବଡକୂଳଠାରେ ଏହି ଯୋଜନାକୁ ଶୁଭାରମ୍ଭ କରିଛନ୍ତି ମନ୍ତ୍ରୀ ଟୁକୁନି ସାହୁ। ଏଥିସହିତ ବିଭାଗୀୟ ପ୍ରମୁଖ ଶାସନ ସଚିବ ଉଷା ପାଢୀ ମଧ୍ୟ ଯୋଗ ଦେଇଛନ୍ତି।

ବଡକୂଳ ପାନ୍ଥ ନିବାସଠାରେ ମନ୍ତ୍ରୀ ନୌଯାତ୍ରା ସୁରକ୍ଷା ଉପକରଣ ବଣ୍ଟନ କରି ଏହାର ଶୁଭାରମ୍ଭ କରିଛନ୍ତି। ଏଥିରେ ରାଜ୍ୟ ସରକାରଙ୍କ ତରଫରୁ ଯାତ୍ରୀମାନଙ୍କୁ ମାଗଣା ସୁରକ୍ଷା ଉପକରଣ ଯୋଗାଇ ଦିଆଯିବ। ଲାଇକ ଜ୍ୟାକେଟ, ଲାଇଫବଏ ଏବଂ ଅଗ୍ନିନିରୋଧ ଉପକରଣ ଦିଆଯିବ। ଏହା ନୌଯାତ୍ରୀ, ନୌକା ମାଲିକ, ଘରୋଇ ନୌକା ଚାଳକ ଏବଂ ଲଞ୍ଚ ଚାଳକଙ୍କୁ ପ୍ରଦାନ କରାଯାଇ ସୁରକ୍ଷିତ ଯାତ୍ରାକୁ ନିଶ୍ଚିତ କରାଯିବ।

ବାଲୁଗାଁର ନୂଆ ଖବର ପଢିବା ପାଇଁ ଏହା ଉପରେ କ୍ଲିକ କରନ୍ତୁ: କାହିଁକି ବନ୍ଧା ହେଲେ ଚିଲିକା ବ୍ଲକ ଅଧ୍ୟକ୍ଷାଙ୍କ ସ୍ବାମୀ

ଆଜିର ଉଦଘାଟନୀ ସମାରୋହରେ ୨୭୬ ଟି ନୌକା ସୁରକ୍ଷା ଉପକରଣ ମନ୍ତ୍ରୀ ଟୁକୁନି ସାହୁ ବଣ୍ଟନ କରିଛନ୍ତି। ଏହି ଯୋଜନା ଅନ୍ତର୍ଗତ ୭ ହଜାର ଲାଇଫବଏ, ୩୫ ହଜାର ଲାଇଫ ଜ୍ୟାକେଟ, ୧୫୯୫ ଟି ଅଗ୍ନିନିରୋଧ ଉପକରଣ ପ୍ରଦାନ କରାଯିବ। ଏ ସବୁ ନୌକା ମାଲିକଙ୍କୁ ପଯ୍ୟାୟ କ୍ରମେ ପ୍ରଦାନ କରାଯିବ।

ଏହି ସମାରୋହରେ ପରିବହନ ବିଭାଗର ସ୍ବତନ୍ତ୍ର ଶାସନ ସଚିବ ଲକ୍ଷ୍ମୀକାନ୍ତ ବେହେରା, ଖୋର୍ଦ୍ଧା ଜିଲ୍ଲାପାଳ କେ ସୁଦର୍ଶନ ଚକ୍ରବର୍ତ୍ତୀ ଏବଂ ଆରକ୍ଷୀ ଅଧିକ୍ଷକ ସିଦ୍ଧାର୍ଥ କଟରିୟା ପ୍ରମୁଖ ଯୋଗ ଦେଇଥିଲେ।

ବାଲୁଗାଁ
Share. Facebook Twitter LinkedIn Email WhatsApp Copy Link

Related Posts

ସଡ଼କ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ

March 5, 2026

ମହତପଲ୍ଲାରେ ବାର୍ଷିକ ଉତ୍ସବ: ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ

March 3, 2026

ଗୋଦାବରୀଶ ମହାବିଦ୍ୟାଳୟରେ ବିଜ୍ଞାନ ଦିବସ ଉପଲକ୍ଷେ ସଭା

February 28, 2026

ବାଲୁଗାଁ: ଦୁଇ ଲୁଟେରା ଗିରଫ

February 28, 2026
Latest News

T20 World Cup: ଆଜି ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ନିର୍ଣ୍ଣାୟକ ଲଢେଇ

March 8, 2026

ବିଶ୍ବ ଅସ୍ଥିରତା ସମୟରେ ଭାରତର ସୁଦୃଢ ତୈଳ ନିରାପତ୍ତା

March 8, 2026

ଏନଏଚଆରସିଙ୍କ ହସ୍ତକ୍ଷେପ ପରେ ଥାଇଲ୍ୟାଣ୍ଡରୁ ଫେରିଲେ ନିର୍ଯାତିତ ଛଅ ଓଡ଼ିଆ ଶ୍ରମିକ

March 8, 2026

ଅନ୍ତର୍ଜାତୀୟ ମହିଳା ଦିବସରେ କର୍ତ୍ତବ୍ୟ ପଥ ଠାରେ ଆୟୋଜିତ ହେବ ‘ଶକ୍ତି ପଦଯାତ୍ରା’

March 8, 2026

ପଶ୍ଚିମବଙ୍ଗରେ ରାଷ୍ଟ୍ରପତିଙ୍କ ଅପମାନ ଏବଂ ସାନ୍ତାଳ ସଂସ୍କୃତିର ଅନାଦରକୁ ନିନ୍ଦା କଲେ ପ୍ରଧାନମନ୍ତ୍ରୀ

March 8, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.