Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଖୋର୍ଦ୍ଧା ଜଙ୍କିଆରୁ ତିନି ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ଜଣେ ଗିରଫ
ଆଞ୍ଚଳିକ

ଖୋର୍ଦ୍ଧା ଜଙ୍କିଆରୁ ତିନି ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ଜଣେ ଗିରଫ

May 23, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ଟାଙ୍ଗୀରେ ତିନି ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ଜଣେ ଗିରଫ

ସୀତାରାମ ଅଗ୍ରୱାଲ

ଟାଙ୍ଗୀ: ଆଜି ଟାଙ୍ଗୀ ଅବକାରୀ ବିଭାଗ ଖୋର୍ଦ୍ଧା ଜିଲ୍ଲା ଜଙ୍କିଆ ଥାନା ଅଞ୍ଚଳରେ ଚଢ଼ାଉ କରି ୩ ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ କରିଛି। ସୂଚନା ମୁତାବକ ଛଣଗିରି ଠାରେ ବ୍ରାଉନ ସୁଗାର କାରବାର ଚାଲୁଥିବାର ଖବର ପାଇ ଟାଙ୍ଗୀ ରେଞ୍ଜ ଅବକାରୀ ଇନ୍ସପେକ୍ଟର ଆଲୋକ ପ୍ରଧାନ ଓ ଟିମ ସମ୍ପୃକ୍ତ ସ୍ଥାନରେ ଚଢ଼ାଉ କରିଥିଲେ।

ଚଢ଼ାଉ ରେ ଛଣଗିରି ଗ୍ରାମର ସଞ୍ଜୟ ମହାପାତ୍ର(35) ଗିରଫ ହୋଇଥିବା ବେଳେ ତାଙ୍କ ନିକଟରୁ 30 ଗ୍ରାମ ବ୍ରାଉନ ସୁଗାର ଜବତ ହୋଇଛି ଯାହାର ଆନୁମାନିକ ମୂଲ୍ୟ ତିନି ଲକ୍ଷ ଟଙ୍କା ହେବ। ଗିରଫ ଅଭିଯୁକ୍ତଙ୍କ ବିରୁଦ୍ଧରେ ଏକ ମାମଲା ରୁଜୁ କରାଯାଇ କୋର୍ଟଚାଲାଣ କରାଯାଇଛି।

ଟାଙ୍ଗୀ ଟାଙ୍ଗୀ ଥାନା
Share. Facebook Twitter LinkedIn Email WhatsApp Copy Link

Related Posts

କରୁଣାଶାନ୍ତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ

October 10, 2026

ବାରୁଦ ଓ ବାଣ ସାମଗ୍ରୀ ଜବତ, ଅଭିଯୁକ୍ତ ଗିରଫ

October 9, 2026

୧୬ ଦାଦନ ଶ୍ରମିକ ଉଦ୍ଧାର

October 9, 2026

ଗୋଦାବରୀଶ ମହାବିଦ୍ୟାଳୟରେ ବିଶେଷ ବକ୍ତୃତା କାର୍ଯ୍ୟକ୍ରମ

October 7, 2026
Latest News

ଛାତ୍ର ସଂସଦ ନିର୍ବାଚନୀ ହିଂସା: ଆମିଷ ଭୋଜି ବାରଣକୁ କେନ୍ଦ୍ର କରି ଗଣ୍ଡଗୋଳ

October 11, 2026

ଡ. ମନସୁଖ ମାଣ୍ଡଭିୟଙ୍କ ନେତୃତ୍ୱରେ ଯୁବପିଢ଼ିଙ୍କ ଫିଟନେସ୍ ଅଭିଯାନ

October 11, 2026

ବୁଡ଼ିଗଲା ବୋଟ୍‌, ୧୦୯ ମୃତ

October 11, 2026

ସମ୍ବଲପୁର ବିଶ୍ବବିଦ୍ୟାଳୟରେ ବନ୍ଦେମାତରମ୍ ଶିବିର ୨୦୨୬ ଉଦଘାଟନୀ ସମାରୋହ

October 11, 2026

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୧୩ରେ ନେଇପାରେ ଲଘୁଚାପ ରୂପ

October 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.