Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁରରେ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ
ଆଞ୍ଚଳିକ

ବାଣପୁରରେ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ

May 24, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଣପୁରରେ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ

ସୀତାରାମ ଅଗ୍ରୱାଲ

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅଞ୍ଚଳରେ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ସୂଚନା ମୁତାବକ ବେଲେଡିହ ଗ୍ରାମର ପ୍ରମୋଦ ବାରିକଙ୍କ ଝିଅ ପୁଷ୍ପାଞ୍ଜଳି ବାରିକ(୨୨) କିଛି ବର୍ଷ ପୂର୍ବେ ନରେନ୍ଦ୍ରପୁର ଗ୍ରାମର କନ୍ଧ ବାରିକ ଙ୍କ ପୁତ୍ର ସମୀର ବାରିକଙ୍କୁ ବିବାହ କରିଥିଲେ।

ତେବେ କାଲି ରାତିରେ ପୁଷ୍ପାଞ୍ଜଳିଙ୍କୁ ଶ୍ୱଶୁର ଘର ଲୋକ ଗୁରୁତର ଅବସ୍ଥାରେ ବାଣପୁର ମେଡିକାଲ ରେ ଭର୍ତ୍ତି କରି ବାପ ଘର ଲୋକଙ୍କୁ ଖବର ଦେଇଥିଲେ। ହେଲେ ଚିକିତ୍ସାଧୀନ ଅବସ୍ଥାରେ ମଧ୍ୟରାତ୍ରିରେ ପୁଷ୍ପାଞ୍ଜଳିଙ୍କ ମୃତ୍ୟୁ ହୋଇଥିଲା। ଏ ନେଇ ମେଡିକାଲ ପକ୍ଷରୁ ବାଣପୁର ପୋଲିସ କୁ ସୂଚନା ଦିଆଯାଇଥିଲା।

ତେବେ ପୁଷ୍ପାଞ୍ଜଳିଙ୍କ ପରିବାରବର୍ଗ ସାଙ୍ଘାତିକ ଅଭିଯୋଗ ଆଣିଛନ୍ତି। ସେମାନଙ୍କ ଅଭିଯୋଗ ମୁତାବକ ପୁଷ୍ପାଞ୍ଜଳି ଙ୍କୁ ସ୍ୱାମୀ ଓ ଶ୍ୱଶୁର ଘର ଲୋକମାନେ ମାନସିକ ଓ ଶାରୀରିକ ନିର୍ଯ୍ୟାତନା ଦେଇଆସୁଥିଲେ। ଏବଂ ପୁଷ୍ପାଞ୍ଜଳି ଙ୍କ ମୃତ୍ୟୁର ପଛରେ କୌଣସି ଏକ ରହସ୍ୟ ରହିଛି। ବାଣପୁର ପୋଲିସ ଶବ ଜବତ କରି ତଦନ୍ତ ଜାରି ରଖିଛି। ସୂଚନା ଥାଉକି ପୁଷ୍ପାଞ୍ଜଳିଙ୍କ ଏକ ଛୋଟ ଶିଶୁ ପୁତ୍ର ଅଛି।

ନରେନ୍ଦ୍ରପୁର ବାଣପୁର ସୀତାରାମ ଅଗ୍ରୱାଲ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ଜାତୀୟ ସମର ଶିକ୍ଷାଥ୍ରୀ ବାହିନୀ ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା

May 17, 2026

ରୋଟାରୀ ଜିଲ୍ଲା ୩୨୬୨ ପ୍ରାନ୍ତପାଳଙ୍କ ବାଣପୁର ବାଲୁଗାଁ କ୍ଲବ ପରିଦର୍ଶନ

May 11, 2026

ମା’ ଭଗବତୀଙ୍କ ଚାପ କ୍ରୀଡ଼ା: ସାତଦେବା ଦେବୀଙ୍କୁ ସାଥିରେ ଧରି ଭଉଁରୀ ଖେଳିଲେ ମା’ ସାଆନ୍ତାଣି

May 10, 2026

ବାଲୁଗାଁ ମହାବିଦ୍ୟାଳୟର ଏନସିସି ଅଧିକାରୀଙ୍କୁ ସମ୍ବର୍ଦ୍ଧନା

May 6, 2026
Latest News

ସମ୍ବଲପୁରରେ ପୁଣି ଏନକାଉଣ୍ଟର

May 19, 2026

ଟେକ୍‌ଜିଅମ୍ ୨୦୨୬ରେ ଆଇଟିଇଆର ଛାତ୍ରଛାତ୍ରୀଙ୍କୁ ମିଳିଲା ପିପୁଲ୍ସ ଚଏସ୍ ଆୱାର୍ଡ

May 19, 2026

ଗାଡ଼ି ପାର୍କିଂରୁ ଆରମ୍ଭ ହେଲା ବିବାଦ: ଏସ୍ ପି ​​ସାଂସଦ ଇକ୍ରା ହାସନ ଅଟକ

May 19, 2026

ଭାରତ ଆସିବେ ରୁଷ ରାଷ୍ଟ୍ରପତି ପୁଟିନ: ଏକ ବର୍ଷ ମଧ୍ୟରେ ହେବ ଦ୍ୱିତୀୟ ଗସ୍ତ

May 19, 2026

ଆଫଗାନିସ୍ତାନ ଦିନିକିଆ ସିରିଜ ପାଇଁ ଶ୍ରେୟସ ଆୟରଙ୍କୁ ବଡ଼ ଦାୟିତ୍ୱ: ରୋହିତ ଏବଂ ବିରାଟ ସାମିଲ

May 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.