Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ନାଚୁଣୀରେ ସଡକ ଦୁର୍ଘଟଣା, କାରର ଆଗପଟ ଚେପା,ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
ଆଞ୍ଚଳିକ

ନାଚୁଣୀରେ ସଡକ ଦୁର୍ଘଟଣା, କାରର ଆଗପଟ ଚେପା,ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

May 24, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ନାଚୁଣୀରେ ସଡକ ଦୁର୍ଘଟଣା, କାରର ଆଗପଟ ଚେପା

ସୀତାରାମ ଅଗ୍ରୱାଲ

ନାଚୁଣୀ: ଖୋର୍ଦ୍ଧା ଜିଲ୍ଲା ନାଚୁଣୀ ଥାନା ୧୬ ନମ୍ବର ଜାତୀୟ ରାଜପଥ କଉଡ଼ିଖଣି ଛକରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଏସୟୁଭି ଏବଂ କାର ଆଗପଛ ହୋଇ ଯାଉଥିବା ବେଳେ ଏସୟୁଭି କୁ ପଛପଟୁ ଏକ କାର ଟକ୍କର ଦେଇଛି। ସୂଚନା ମୁତାବକ ଆଜି ଅପରାହ୍ନରେ ଭୁବନେଶ୍ୱର ରୁ କୋରାପୁଟ ଅଭିମୁଖେ ଯାଉଥିବା ଏକ ଏସୟୁଭି ଏବଂ ତେଲେଙ୍ଗାନା ଅଭିମୁଖେ ଯାଉଥିବା ଏକ କାର ଆଗପଛ ହୋଇ ଯାଉଥିଲେ।

ତେବେ ନାଚୁଣୀ କଉଡ଼ିଖଣି ଛକରେ ଏସୟୁଭି ର ଗତି ହଠାତ କମିଯିବାରୁ ପଛପଟୁ ଆସୁଥିବା କାର ଟି ଏସୟୁଭି କୁ ପଛପଟୁ ଶକ୍ତ ଧକ୍କା ଦେଇଥିଲା l ଫଳରେ କାରର ଆଗ ପାର୍ଶ୍ଵ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିବା ବେଳେ କାର ରେ ଥିବା ତିନି ଜଣ ଯାତ୍ରୀ ସାମାନ୍ୟ ଆହତ ହୋଇଥିଲେ। ସ୍ଥାନୀୟ ଲୋକଙ୍କ ସହଯୋଗରେ ସେମାନଙ୍କୁ ଚିକିତ୍ସା ପାଇଁ ନିକଟସ୍ଥ ମେଡିକାଲ କୁ ପଠାଯାଇଥିବା ବେଳେ ଏ ନେଇ ନାଚୁଣୀ ଥାନାରେ କୌଣସି ଅଭିଯୋଗ ହୋଇନଥିବା ଆଇଆଇସି ଚନ୍ଦ୍ରଶେଖର ଜେନା କହିଛନ୍ତି।

ନାଚୁଣୀ ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

କୁକୁଡାଖଣ୍ଡି ବ୍ଲକରେ ତୃତୀୟ ମାସିକ କ୍ଲଷ୍ଟର ବୈଠକ

September 12, 2026

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

September 12, 2026

ଭଗବତୀ ମନ୍ଦିର ଉନ୍ନୟନ କାର୍ଯ୍ୟ ମାମଲା: ବିରୋଧୀଙ୍କୁ କଡ଼ା ଆକ୍ରମଣ କଲେ ବାଣପୁର ବ୍ଲକ ଅଧ୍ୟକ୍ଷ

September 11, 2026

ବାଣପୁର: ବ୍ଲକ ସ୍ତରୀୟ ଇଣ୍ଡୋର ସ୍ପୋର୍ଟ୍ସ ଉଦଯାପିତ

September 9, 2026
Latest News

ଖୁବ୍‌ଶୀଘ୍ର ବଜାରକୁ ଆସିବ ‘ଓମ୍‌ଫେଡ୍’ ପାଣି ଓ ଆଇସକ୍ରିମ୍: ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ

September 14, 2026

ମୁକ୍ତିଲାଭ କଲା ‘ରାମାୟଣ’ର ପ୍ରଥମ ମୋସନ୍ ପୋଷ୍ଟର: ‘ସିଆ ରାମ’ର ହୃଦୟସ୍ପର୍ଶୀ ପ୍ରଥମ ଝଲକ

September 14, 2026

ଅମିତ ଶାହାଙ୍କ ଘୋଷଣା: ୨୦୨୯ ସୁଦ୍ଧା ଏନଡିଏ ଶାସିତ ରାଜ୍ୟରେ ଲାଗୁ ହେବ UCC

September 14, 2026

ପୂର୍ବ ଶତ୍ରୁତାରୁ ରାଜଧାନୀରେ ଆତଙ୍କ, ଯୁବକଙ୍କୁ ମରଣାନ୍ତକ ସଂଘବଦ୍ଧ ଆକ୍ରମଣ

September 14, 2026

ସାମାନ୍ୟ କଳିର ଭୟଙ୍କର ରୂପ: ସ୍ତ୍ରୀକୁ ପିଟି ପିଟି ମାରିଦେଲା ସ୍ୱାମୀ

September 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.