Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଅଚାନକ ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିଦର୍ଶନରେ ଆସିଲେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ
ଆଞ୍ଚଳିକ

ଅଚାନକ ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିଦର୍ଶନରେ ଆସିଲେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ

May 25, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଲୁଗାଁ: ଖୋର୍ଦ୍ଧା ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡା. ଆର୍ତ୍ତବନ୍ଧୁ ନାୟକ ଆଜି ମଧ୍ୟାହ୍ନରେ ଅଚାନକ ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିଦର୍ଶନରେ ଆସି ବିଭିନ୍ନ ବ୍ୟବସ୍ଥା ପରଖିଥିଲେ। ମେଡିକାଲରେ ଉପଲବ୍ଧ ସେବାଗୁଡ଼ିକ ବିଷୟରେ ମେଡିକାଲ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରିଥିଲେ ଡ଼ା ନାୟକ। ମେଡିକାଲର ଏକାଧିକ ୱାର୍ଡ ବୁଲି ରୋଗୀଙ୍କ ସହ କଥାବାର୍ତ୍ତା ମଧ୍ୟ ହୋଇଥିଲେ ସିଡ଼ିଏମଓ।

ତେବେ ବାଲୁଗାଁ ଖୋର୍ଦ୍ଧା ଜିଲ୍ଲାର ଏକ ଗୁରୁତ୍ୱପୂର୍ଣ୍ଣ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ହୋଇଥିବା ବେଳେ ଏଠାରେ ରୋଗୀଙ୍କୁ ମିଳୁଥିବା ସେବାଗୁଡ଼ିକରେ ଯେପରି ଅବନତି ନଘଟେ ସେ ନେଇ ସମସ୍ତ କର୍ମଚାରୀଙ୍କୁ ତାଗିଦ କରିଥିଲେ ଡ଼ା ନାୟକ। ସିଡ଼ିଏମଓଙ୍କ ଉକ୍ତ ଗସ୍ତ ସମୟରେ ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରିଣୀ ଡ଼ା ରଶ୍ମିରେଖା ଜେନା, ବିପିଏମ ଆରତୀ ଦାସ ଏବଂ ଅନ୍ୟ କର୍ମଚାରୀମାନେ ଉପସ୍ଥିତ ଥିଲେ।

ଖୋର୍ଦ୍ଧା ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ଧର୍ମପରାୟଣ ସମାଜସେବୀ ମହିଳାଙ୍କ ପରଲୋକ

August 26, 2026

ବାଣପୁର ବ୍ଲକରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି

August 24, 2026

ବାଣପୁର: ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ରକ୍ତଦାନ ଶିବିର

August 22, 2026

ବଡ଼କୂଳ ମଣ୍ଡଳ ଭାଜପା ‘କାର୍ଯ୍ୟକର୍ତ୍ତା ସମାବେଶ’: ଯୋଗଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

August 21, 2026
Latest News

ଭାରତରେ ବ୍ରିକ୍ସ ଶିଖର ସମ୍ମିଳନୀ: ଥିମ ଜାରି କଲା ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ

August 27, 2026

ଛଅ ମାସ ମଧ୍ୟରେ ଏକ ଲକ୍ଷ ନିଯୁକ୍ତି: ଯୋଗୀ ସରକାରଙ୍କ ନିଷ୍ପତ୍ତିକୁ ମାୟାବତୀଙ୍କ ଟାର୍ଗେଟ

August 27, 2026

ଶ୍ରୀମନ୍ଦିରରେ ରାକ୍ଷୀ ପୂର୍ଣ୍ଣିମା ଦିନ ପାଳିତ ହୋଇଥାଏ ଦୁଇଟି ପର୍ବ: ଜାଣନ୍ତୁ କଣ

August 27, 2026

ଆଜି ରାକ୍ଷୀ ପୂର୍ଣ୍ଣିମା: ଜାଣନ୍ତୁ ରାକ୍ଷୀ ବାନ୍ଧିବା ବେଳେ ଏହି ପାଞ୍ଚୋଟି ସାବଧାନତା

August 27, 2026

ସୁନା ମୂଲ୍ୟରେ ବିରାମ: ଜାଣନ୍ତୁ ଆଜିର ଦର

August 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.