Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁରରେ କାଳବୈଶାଖୀ କ୍ଷୟକ୍ଷତି, ସ୍ଥିତି ପରଖିଲେ ତହସିଲଦାର
ଆଞ୍ଚଳିକ

ବାଣପୁରରେ କାଳବୈଶାଖୀ କ୍ଷୟକ୍ଷତି, ସ୍ଥିତି ପରଖିଲେ ତହସିଲଦାର

May 26, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଗୁରୁବାର ଅପରାହ୍ନରେ ଖୋର୍ଦ୍ଧା ଜିଲ୍ଲା ବାଣପୁର ଅଞ୍ଚଳରେ କାଳବୈଶାଖୀ ତାଣ୍ଡବ ରଚିଥିଲା। ଆଦିବାସୀ ଅଧ୍ୟୁଷିତ ନୀଳାଦ୍ରିପ୍ରସାଦ ଗ୍ରାମ ପଞ୍ଚାୟତର ନୀଳାଦ୍ରି ଗ୍ରାମରେ ଏକ ବହୁଦିନର ତେନ୍ତୁଳି ଗଛ ଉପୁଡି ଅଶୋକ ପ୍ରଧାନଙ୍କ ଘର ଉପରେ ପଡିଯାଇଥିଲା। ଯାହାଫଳରେ ଅଶୋକଙ୍କର ଦୁଇ ବଖରା ଘର ସମ୍ପୂର୍ଣ୍ଣ ଭାଙ୍ଗି ଯିବା ସହ ଘର ପିଣ୍ଢାରେ ବସିଥିବା ଅଶୋକଙ୍କ ଭାଇ ସୁର ପ୍ରଧାନ ଗୁରତର ଆହତ ହେବା ସହ ଗ୍ରାମର ବିଦୁତ ଖୁଣ୍ଟ ଭାଙ୍ଗି ଗ୍ରାମ ସମ୍ପୂର୍ଣ୍ଣ ଅନ୍ଧକାର ହୋଇଯାଇଥିଲା।

ଉକ୍ତ ଖବର ପାଇ ଆଜି ସକାଳୁ ବାଣପୁର ତହସିଲଦାର କୁଞ୍ଜବିହାରୀ ବଡ଼ଜେନା ଉକ୍ତ ଗ୍ରାମ ଗସ୍ତ କରି ସ୍ଥିତି ପରଖିଥିଲେ। ଭାଙ୍ଗିଯାଇଥିବା ଘରକୁ ସରକାରୀ ସହାୟତା ପାଇଁ ତୁରନ୍ତ ପଦକ୍ଷେପ ନେଇଛନ୍ତି ତହସିଲଦାର। ଏ ବାବଦରେ ବିଭାଗୀୟ ଅଧିକାରୀଙ୍କୁ ରିପୋର୍ଟ ଦେଇଛନ୍ତି ତହସିଲଦାର।

ଅନୁରୂପ ଭାବେ ଅଗ୍ନିଶମ ବାହିନୀ ଦ୍ୱାରା ଗଛ କଟା କାର୍ଯ୍ୟ କ୍ଷିପ୍ରଗତିରେ ଜାରି ରହିଥିବା ବେଳେ ବିଦ୍ୟୁତ ବିଭାଗ ଦ୍ୱାରା ପୁନଃ କାର୍ଯ୍ୟକ୍ଷମ କାର୍ଯ୍ୟ ମଧ୍ୟ ଜାରି ରହିଥିବାର ତହସିଲଦାର ସୂଚନା ଦେଇଛନ୍ତି।

କାଳବୈଶାଖୀ କ୍ଷୟକ୍ଷତି
Share. Facebook Twitter LinkedIn Email WhatsApp Copy Link

Related Posts

ବିରଳ ବଜ୍ରକାପ୍ତା ଉଦ୍ଧାର

October 13, 2026

କରୁଣାଶାନ୍ତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ

October 10, 2026

ବାରୁଦ ଓ ବାଣ ସାମଗ୍ରୀ ଜବତ, ଅଭିଯୁକ୍ତ ଗିରଫ

October 9, 2026

୧୬ ଦାଦନ ଶ୍ରମିକ ଉଦ୍ଧାର

October 9, 2026
Latest News

‘ଯଦି ଅମ୍ପାୟାର ନିରପେକ୍ଷ ନୁହଁନ୍ତି, ତେବେ…’: ECI କୁ ଏଭଳି ପରାମର୍ଶ ଦେଲେ ପୂର୍ବତନ ନିର୍ବାଚନ କମିଶନର

October 14, 2026

୫ ଦିନିଆ ନ୍ୟାୟିକ ହେପାଜତକୁ ଗଲେ ଆଶୁତୋଷ ରାଙ୍କା ଏବଂ ସୌରଭ ଦାସ

October 14, 2026

ଭାରତ ଗସ୍ତରେ ଆସିବେ ଆମେରିକା ବୈଦେଶିକ ସଚିବ ମାର୍କୋ ରୁବିଓ

October 14, 2026

ଦିଲ୍ଲୀ କ୍ୟାପିଟାଲ୍ସର ଆସିଷ୍ଟାଣ୍ଟ୍ ଓ ବ୍ୟାଟିଂ କୋଚ୍ ହେଲେ ଯୁବରାଜ ସିଂହ

October 14, 2026

ଏସିଆନ୍ ଚାମ୍ପିଅନ୍ସ ଟ୍ରଫି ପାଇଁ ଭାରତୀୟ ହକି ଟିମ୍ ଘୋଷିତ

October 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.