Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକା ବ୍ଲକରେ ଜିଲ୍ଲାପାଳଙ୍କ ମିଳିତ ଜନ ଶୁଣାଣି ଶିବିର ଅନୁଷ୍ଠିତ
ଆଞ୍ଚଳିକ

ଚିଲିକା ବ୍ଲକରେ ଜିଲ୍ଲାପାଳଙ୍କ ମିଳିତ ଜନ ଶୁଣାଣି ଶିବିର ଅନୁଷ୍ଠିତ

May 29, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ
ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଆଜି ଜିଲ୍ଲାପାଳଙ୍କ ମିଳିତ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇ ଯାଇଛି। ଉକ୍ତ ଶିବିରରେ ସର୍ବମୋଟ ୬୯ ଗୋଟି ଆପତ୍ତି ଅଭିଯୋଗ ଦାଖଲ ହୋଇ ଥିବାବେଳେ ସେଥିମଧ୍ୟରୁ ୫୯ ଗୋଟି ଅଭିଯୋଗ ବ୍ୟକ୍ତିଗତ ରହିଛି ଏବଂ ୦୫ ଗୋଟି ଗୋଷ୍ଠୀ ଅଭିଯୋଗ ରହିଛି।

ଅନୁରୂପ ଭାବେ ୦୪ ଗୋଟି ଅଭିଯୋଗର ସ୍ଥଳବିଶେଷରେ ତତ୍କାଳ ସମାଧାନ କରାଯାଇଛି ଏବଂ ଜଣେ ହିତାଧିକାରୀଙ୍କୁ ୧୦,୦୦୦ ଟଙ୍କାର ଆର୍ଥିକ ସହାୟତା ରାଶି ରେଡକ୍ରସ ପାଣ୍ଠି ରୁ ପ୍ରଦାନ କରାଯାଇଛି।

ଉକ୍ତ ମିଳିତ ଜନ ଶୁଣାଣି ଅବସରରେ ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଅଧ୍ୟକ୍ଷତା କରିଥିବାବେଳେ ଆରକ୍ଷୀ ଅଧିକ୍ଷକ ସିଦ୍ଧାର୍ଥ କଟାରିଆ, ଅତିରିକ୍ତ ଜିଲ୍ଲାପାଳ ପ୍ରତାପ ଚନ୍ଦ୍ର ବେଉରା, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଦିଗନ୍ତ ରାଉତରାୟ, ଉପ ଜିଲ୍ଲାପାଳ ଦୀପ୍ତି ରଞ୍ଜନ ସେଠି, ବିଡ଼ିଓ ଜଗଦିଶ ଷଡ଼ଙ୍ଗୀ, ତହସିଲଦାର ଦିଲ୍ଲୀପ କୁମାର ଷଡ଼ଙ୍ଗୀ, ସିଡ଼ିଏମଓ ଡ଼ା ଆର୍ତ୍ତବନ୍ଧୁ ନାୟକ ଏବଂ ଅନ୍ୟ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

କେ. ସୁଦର୍ଶନ ଚକ୍ରବର୍ତ୍ତୀ ଚିଲିକା ମିଳିତ ଜନ ଶୁଣାଣି
Share. Facebook Twitter LinkedIn Email WhatsApp Copy Link

Related Posts

ଚିଲିକା ବଜରଙ୍ଗ ଦଳର ବିଶାଳ ଶୋଭାଯାତ୍ରା: ଯୋଗଦେଲେ ଆଇନ ମନ୍ତ୍ରୀ

April 14, 2026

ହନୁମାନ ଜୟନ୍ତୀ ଉପଲକ୍ଷେ ବାଇକ ଶୋଭାଯାତ୍ରା

April 14, 2026

ବାଲୁଗାଁ ମହାବିଦ୍ୟାଳୟରେ ଅଗ୍ନି ନିରାପତ୍ତା ସଚେତନତା କାର୍ଯ୍ୟକ୍ରମ

April 13, 2026

ଗୋଦାବରୀଶ ମହାବିଦ୍ୟାଳୟ ରୋଭର ଓ ରେଞ୍ଜର ମାନଙ୍କ ଜଳ ବଣ୍ଟନ କାର୍ଯ୍ୟକ୍ରମ

April 13, 2026
Latest News

ବିହାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ସମ୍ରାଟ ଚୌଧୁରୀଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

April 15, 2026

ଉଦ୍ୟମ ଓ ଇଚ୍ଛାଶକ୍ତି ଥିଲେ ମହିଳାମାନେ କୌଣସି କ୍ଷେତ୍ରରେ ଅଟକିବେ ନାହିଁ: ମୁଖ୍ୟମନ୍ତ୍ରୀ

April 15, 2026

ବୁର୍ଲା ଭିସୁଟ ପରିସରରେ ‘ଜୋହୋ ସ୍କିଲ୍ ହବ୍’ ଓ ପେଟିଏମ୍ ‘ଜ୍ଞାନ ବାହାନ’ ଲୋକାର୍ପିତ

April 15, 2026

ପୂର୍ବତଟ ରେଳପଥ ପକ୍ଷରୁ ଭାରତରତ୍ନ ଡ଼ଃ. ବି. ଆର. ଆମ୍ବେଦକରଙ୍କ ଜୟନ୍ତୀ ପାଳିତ

April 15, 2026

ମା’ଭଗବତୀଙ୍କ ପୀଠରେ ବୈଶାଖୀ ପର୍ବ: ପଣାଯାତ୍ରା ସାରି ଭାଟପଡ଼ାରୁ ଫେରିଲେ ମା’ କାଠି ଠାକୁରାଣୀ

April 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.