Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକା: ସୋଲରି ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ମୁହାଁମୁହିଁ ଧକ୍କା ହେଲେ ଦୁଇ ଟ୍ରକ
ଆଞ୍ଚଳିକ

ଚିଲିକା: ସୋଲରି ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ମୁହାଁମୁହିଁ ଧକ୍କା ହେଲେ ଦୁଇ ଟ୍ରକ

June 1, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ସୋଲରି ଛକରେ ଆଜି ସକାଳୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦୁଇ ଟ୍ରକ ମୁହାଁମୁହିଁ ଧକ୍କା ହୋଇଥିବା ଖବର ହସ୍ତଗତ ହୋଇଛି।

ସୂଚନା ମୁତାବକ ବାଙ୍ଗାଲୋରରୁ କୋଲକାତା ଯାଉଥିବା ଏକ କୋରିଅର ଟ୍ରକ ସହ ଭୁବନେଶ୍ୱରରୁ ବ୍ରହ୍ମପୁର ଅଭିମୁଖେ ଯାଉଥିବା ଏକ ପଣସ ବୋଝେଇ ଟ୍ରକ ସୋଲରି ଛକରେ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ଉଭୟ ଗାଡ଼ି କ୍ଷତିଗ୍ରସ୍ତ ହୋଇଥିବାବେଳେ ଉଭୟ ଗାଡ଼ି ଚାଳକ ଓ ସହଯୋଗୀ ଆହତ ହୋଇଥିବା ସୂଚନା ମିଳିଛି। ବର୍ତ୍ତମାନ ଉଭୟ ଗାଡ଼ି ରାଜରାସ୍ତାରେ ଛିଡା ହୋଇଛି।

ଚିଲିକା ଜାତୀୟ ରାଜପଥ ମର୍ମନ୍ତୁଦ ସଡକ ଦୁର୍ଘଟଣା ମୁହାଁମୁହିଁ ଧକ୍କା
Share. Facebook Twitter LinkedIn Email WhatsApp Copy Link

Related Posts

ପୃଥ୍ୱୀରାଜ ହରିଚନ୍ଦନଙ୍କ ଉପସ୍ଥିତିରେ ବିଜେପି ରେ ଯୋଗଦେଲେ ଅନେକ ବିଜେଡି କର୍ମକର୍ତ୍ତା

August 24, 2026

ବାଣପୁର ବ୍ଲକରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି

August 24, 2026

ବାଣପୁର: ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ରକ୍ତଦାନ ଶିବିର

August 22, 2026

ବଡ଼କୂଳ ମଣ୍ଡଳ ଭାଜପା ‘କାର୍ଯ୍ୟକର୍ତ୍ତା ସମାବେଶ’: ଯୋଗଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

August 21, 2026
Latest News

ଏନ୍‌ଆଇସିୟୁରେ ଅଗ୍ନିକାଣ୍ଡ: ୩ ଶିଶୁ ମୃତ

August 24, 2026

ବଡ଼ ମାଓ ଡମ୍ପ୍‌ ଠାବ: ମାଟି ତଳୁ ମିଳିଲା ୨୩ ବନ୍ଧୁକ, ୪୯୨ ଗୁଳି

August 24, 2026

ଚାଷ କାମ ସାରି ଫେରୁଥିବାବେଳେ ଅଘଟଣ: ବିଦ୍ୟୁତ୍ ଆଘାତରେ ୨ ଚାଷୀ ମୃତ

August 24, 2026

ମା’ଙ୍କୁ ମାରି ଘରେ ପୋତିଦେଲା ପୁଅ, ପଚା ଗନ୍ଧରୁ ଖୋଲିଲା ରହସ୍ୟ

August 24, 2026

ଓଡ଼ିଶା ଲୋକାୟୁକ୍ତ ଚୟନ କମିଟିର ସଦସ୍ୟ ହେଲେ ପୂର୍ବତନ CJI ଜଷ୍ଟିସ୍‌ ଗୋପାଳ ବଲ୍ଲଭ ପଟ୍ଟନାୟକ

August 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.