Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁରରେ ମିଳିତ ଅମଲା ମଞ୍ଚ କର୍ମଚାରୀଙ୍କ ଧାରଣା
ଆଞ୍ଚଳିକ

ବାଣପୁରରେ ମିଳିତ ଅମଲା ମଞ୍ଚ କର୍ମଚାରୀଙ୍କ ଧାରଣା

June 2, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
banpur
ବାଣପୁରରେ ମିଳିତ ଅମଲା ମଞ୍ଚ କର୍ମଚାରୀଙ୍କ ଧାରଣା

ସୀତାରାମ ଅଗ୍ରୱାଲ

ବାଣପୁର: ଗତକାଲି ଠାରୁ ରାଜ୍ୟ ଅମଲା ମଞ୍ଚ ଗ୍ରେଡ ପେ ବୃଦ୍ଧି ଦାବିରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ସମୂହ ଛୁଟିରେ ଯାଇଛନ୍ତି। ପ୍ରାୟ ୫୦ ହଜାର ଅମଲା ଏହି ଆନ୍ଦୋଳନରେ ସାମିଲ ହୋଇଛନ୍ତି। ଯାହାଫଳରେ ସରକାରୀ ଦପ୍ତରର କାର୍ଯ୍ୟରେ ବାଧା ସୃଷ୍ଟି ହୋଇଛି।

ଅମଲାମାନଙ୍କ ଦାବି ମୁତାବକ ୨୦୧୭ ପରେ ସରକାର ଅମଲାମାନଙ୍କ ଶିକ୍ଷାଗତ ଯୋଗ୍ୟତା ସ୍ନାତକ ଓ କମ୍ପ୍ୟୁଟର ଶିକ୍ଷାକୁ ବାଧ୍ୟତାମୂଳକ କରିଛନ୍ତି। ହେଲେ ସେହି ଅନୁସାରେ ବିଭିନ୍ନ ବିଭାଗରେ କାର୍ଯ୍ୟ କରୁଥିବା ଅମଲାମାନଙ୍କର ଗ୍ରେଡ ପେ ବୃଦ୍ଧି କରାଯାଇନାହିଁ।

ସେମାନେ ପୂର୍ବରୁ ପାଉଥିବା ୧୯୦୦ ଗ୍ରେଡ ପେ, ଏବେ ବି ବଳବତ୍ତର ରହିଛି। ହେଲେ ସମାନ କାମକୁ ସମାନ ଦରମା ନୀତିର ଏହା ଉଲ୍ଲଂଘନ ଅଭିଯୋଗ କରି ଗ୍ରେଡ ପେ ୪୨୦୦ ଟଙ୍କାକୁ ବୃଦ୍ଧି କରିବା ପାଇଁ ଅମଲାମାନେ ଦାବି କରିଆସୁଛନ୍ତି।

ଏହି ପରିପ୍ରେକ୍ଷୀରେ ଆଜି ଖୋର୍ଦ୍ଧା ଜିଲ୍ଲା ବାଣପୁର ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଛନ୍ତି ମିଳିତ ଅମଲା ମଞ୍ଚ ର କର୍ମଚାରୀ ମାନେ। ହାତରେ ପ୍ଲାକାର୍ଡ ଧରି ନିଜର ଦାବି ପୂରଣ ପାଇଁ ବିଭିନ୍ନ ନାରା ଦେଉଥିବାର ଦେଖିବାକୁ ମିଳିଛି କର୍ମଚାରୀମାନଙ୍କୁ।

ତେବେ ଦାବି ପୂରଣ ନହେବା ପର୍ଯ୍ୟନ୍ତ ଉକ୍ତ ଧାରଣା ପ୍ରତିଦିନ ସରକାରୀ କାର୍ଯ୍ୟ ଦିବସରେ ଜାରି ରହିବ ବୋଲି ମିଳିତ ଅମଲା ମଞ୍ଚ ପକ୍ଷରୁ ସୂଚନା ମିଳିଛି।

ବାଣପୁର ସୀତାରାମ ଅଗ୍ରୱାଲ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ଓଡ଼ିଶାରେ ଗାଣପତ୍ୟ ଉପାସନା ଓ ଶ୍ରୀଜଗନ୍ନାଥ ସଂସ୍କୃତି ଆଲୋଚନା ଚକ୍ର

September 15, 2026

ବାଣପୁର: ଭଲ ଅମଳ ପାଇଁ ମା’ଙ୍କ ନିକଟରୁ ଆଜ୍ଞାମାଳ ଗ୍ରହଣ କଲେ ଶତାଧିକ କୃଷକ

September 14, 2026

ରଣପୁରରେ ଧୁମଧାମରେ ୭୭ତମ ବିଘ୍ନ ବିନାୟକ ଶ୍ରୀଗଣେଶ ପୂଜା ମହୋତ୍ସବ

September 14, 2026

କୁକୁଡାଖଣ୍ଡି ବ୍ଲକରେ ତୃତୀୟ ମାସିକ କ୍ଲଷ୍ଟର ବୈଠକ

September 12, 2026
Latest News

୨୦୧୩ ଝିରମ୍ ଘାଟି ମାଓ ଆକ୍ରମଣ: ୧୦ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଶୁଣାଇଲେ ସ୍ୱତନ୍ତ୍ର NIA କୋର୍ଟ

September 17, 2026

ଆଇସିସି ଟି-୨୦ ରାଙ୍କିଙ୍ଗ୍: ବ୍ୟାଟିଂ ଶୀର୍ଷରେ ଈଶାନ୍, ଦ୍ୱିତୀୟ ସ୍ଥାନକୁ ଉଠିଲେ ଅଭିଷେକ

September 17, 2026

ଅନ୍ତର୍ଜାତୀୟ ଫୁଟ୍‌ବଲ୍‌ରୁ ଅବସର ନେଲେ ଜେମ୍ସ ରୋଡ୍ରିଗେଜ୍

September 17, 2026

UPI ଶୁଳ୍କ ପ୍ରସଙ୍ଗରେ କେନ୍ଦ୍ରକୁ ସମର୍ଥନ କଲେ ଓମାର ଅବଦୁଲ୍ଲା: ଜାଣନ୍ତୁ କ’ଣ କହିଲେ?

September 17, 2026

୧୮ ରୁ କଟକରେ ଆନ୍ତର୍ଜାତିକ ବାଣିଜ୍ୟମେଳା: ୧୦ ଦେଶ ଓ ୨୨ ରାଜ୍ୟର ବ୍ୟବସାୟୀ ହେବେ ସାମିଲ

September 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.