Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»କରୁଣା ଶାନ୍ତି ଆବାସିକ ଉଚ୍ଚ ମାଧ୍ୟମିକ ବିଜ୍ଞାନ ବିଦ୍ୟାଳୟର ଶତ ପ୍ରତିଶତ ଛାତ୍ରଛାତ୍ରୀ ଉତ୍ତୀର୍ଣ୍ଣ
ଆଞ୍ଚଳିକ

କରୁଣା ଶାନ୍ତି ଆବାସିକ ଉଚ୍ଚ ମାଧ୍ୟମିକ ବିଜ୍ଞାନ ବିଦ୍ୟାଳୟର ଶତ ପ୍ରତିଶତ ଛାତ୍ରଛାତ୍ରୀ ଉତ୍ତୀର୍ଣ୍ଣ

June 3, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

କୈଳାଶ ଚନ୍ଦ୍ର ଚୌଧୁରୀ

ବ୍ରହ୍ମପୁର: ବ୍ରହ୍ମପୁର ଉପକଣ୍ଠ ଚିକିଟି ବ୍ଳକ ଅନ୍ତର୍ଗତ ଗୋବିନ୍ଦନଗର ଗ୍ରାମରେ ଅବସ୍ଥିତ କରୁଣା ଶାନ୍ତି ଆବାସିକ ଉଚ୍ଚ ମାଧ୍ୟମିକ ବିଞାନ ବିଦ୍ୟାଳୟରେ ଅଧ୍ୟୟନ ରତ ଛାତ୍ରଛାତ୍ରୀ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷାରେ ଶତକଡା ଶତ ପ୍ରତିଶତ ଉତ୍ତୀର୍ଣ୍ଣ ହୋଇଛନ୍ତି।

‘ସଲିଡ୍’ ଅନୁଷ୍ଠାନ ଦ୍ଵାରା ପରିଚାଳିତ ଏହି ଅନୁଷ୍ଠାନ ବିଶେଷ କରି ଅନୁସୂଚିତ ଜାତି, ଜନଜାତି ଓ ପଛୁଆ ବର୍ଗ ଶ୍ରେଣୀର ଛାତ୍ରଛାତ୍ରୀ ଙ୍କୁ ଶିକ୍ଷା କ୍ଷେତ୍ରରେ ଆଗକୁ ନେବାରେ ପ୍ରୟାସ ଜାରି ରଖିଛି ଓ ବର୍ତ୍ତମାନ ସୁଦ୍ଧା ଦୀର୍ଘ ୧୧ ଥର ଏହି ଭଳି ସଫଳତା ହାସଲ କରିଥିବା ଅନୁଷ୍ଠାନ ଅଧ୍ୟକ୍ଷ ଙ୍କ ଠାରୁ ପ୍ରକାଶ। ଚଳିତ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷାରେ ଅଂଶଗ୍ରହଣ କରିଥିବା ଏହି ଅନୁଷ୍ଠାନର ମୋଟ ୯୦ ଜଣ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ପ୍ରଥମ ଶ୍ରେଣୀରେ ୪୭, ଦ୍ଵିତୀୟ ଶ୍ରେଣୀରେ ୩୬ ଓ ତ୍ରୁତୀୟ ଶ୍ରେଣୀରେ ୭ ଜଣ ଉତ୍ତୀର୍ଣ୍ଣ ହୋଇ ଅନୁଷ୍ଠାନ ର ଗୌରବ ବଢାଇଛନ୍ତି। ଯାହା ଫଳରେ ଅନୁଷ୍ଠାନ ତରଫରୁ ଉତ୍ତୀର୍ଣ୍ଣ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧିତ କରିବା ସହ ଶିକ୍ଷା କ୍ଷେତ୍ରରେ ଉଜ୍ଜ୍ବଳ ଭବିଷ୍ୟତ କାମନା କରିଛନ୍ତି।

କରୁଣା ଶାନ୍ତି ବ୍ରହ୍ମପୁର
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ମହାବିଦ୍ୟାଳୟର ଅବସରପ୍ରାପ୍ତ ଅଧ୍ୟକ୍ଷଙ୍କ ବିୟୋଗରେ ସ୍ମୃତି ଚ଼ାରଣ ସଭା

February 27, 2026

ମାର୍ଚ୍ଚ ୧୪ ରେ ବ୍ରହ୍ମପୁରରେ ଜାତୀୟ ଲୋକ ଅଦାଲତ

February 26, 2026

ନାକଟିଦେଉଳରେ ବନାଞ୍ଚଳ ସ୍ତରୀୟ ଜଙ୍ଗଲ ନିଆଁ ନିରାକରଣ ସଚେତନତା ସଭା

February 24, 2026

ରଣପୁର ବ୍ଲକ ପରିସରରେ ଜିଲ୍ଲାପାଳଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମ

February 23, 2026
Latest News

ଆସନ୍ତାକାଲି ପ୍ରଧାନମନ୍ତ୍ରୀଙ୍କ ରାଜସ୍ଥାନ ଗସ୍ତ

February 27, 2026

ମା’ଭଗବତୀଙ୍କ ଦୋଳପର୍ବ ଆରମ୍ଭ: ଚ଼ନ୍ଦ୍ରଗ୍ରହଣ ଯୋଗୁଁ ପୂର୍ଣ୍ଣମୀ ନୀତିକାନ୍ତିରେ ପରିବର୍ତ୍ତନ

February 27, 2026

ଖୋର୍ଦ୍ଧା ଜିଲ୍ଲା ଶିକ୍ଷାଧିକାରୀଙ୍କ ପ୍ରବୋଧନ ଶିକ୍ଷା ତାଲିମ କେନ୍ଦ୍ର ପରିଦର୍ଶନ

February 27, 2026

ଚିଲିକା ହ୍ରଦର ପୁନରୁଦ୍ଧାର ପଦକ୍ଷେପ ପାଇଁ ଆଇନ ମନ୍ତ୍ରୀଙ୍କୁ ଧନ୍ୟବାଦ ଜ୍ଞାପନ

February 27, 2026

ସାମାଜିକ ଅନୁଷ୍ଠାନ ‘ସିଟିଜେନ୍ ୱେଭ୍ ମିଡିଆ’ ପକ୍ଷରୁ ଗଣ-ପଦଯାତ୍ରା

February 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.