Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁରରେ “ସାହିତ୍ୟସିନ୍ଦୁରା”ର ସାହିତ୍ୟ ଜନ୍ମୋତ୍ସବ
ଆଞ୍ଚଳିକ

ବାଣପୁରରେ “ସାହିତ୍ୟସିନ୍ଦୁରା”ର ସାହିତ୍ୟ ଜନ୍ମୋତ୍ସବ

June 5, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଣପୁରରେ "ସାହିତ୍ୟସିନ୍ଦୁରା "ର ସାହିତ୍ୟ ଜନ୍ମୋତ୍ସବ

ସୀତାରାମ ଅଗ୍ରୱାଲ

ବାଣପୁର: ଅଶି,ମଶି, କାଳି, କଲମର ମାଟି ବାଣପୁରରେ ପାଳିତ ହେଲା ସାରସ୍ଵତ ଅନୁଷ୍ଠାନ “ସାହିତ୍ୟସିନ୍ଦୁରା ” ର ଜନ୍ମୋତ୍ସବ। ଓଡ଼ିଆଜାତିର ଇଷ୍ଟଦେବତା ଶ୍ରୀ ଜଗନ୍ନାଥଙ୍କ ଜନ୍ମୋତ୍ସବ ପବିତ୍ର ସ୍ନାନ ପୂର୍ଣ୍ଣିମା ଅବସରରେ ପ୍ରଭୁଙ୍କ କରୁଣା ଭିକ୍ଷା କରି ଆବାହକ ଶିକ୍ଷାବିତ୍ ଗୋଲକ ପରିଡ଼ାଙ୍କ ସହଯୋଗରେ ବିଧାରପୁରର ଶୁଭ ମଙ୍ଗଳ କଲ୍ୟାଣ ମଣ୍ଡପଠାରେ ଆୟୋଜିତ ହୋଇଥିଲା।

ଏହି ସାରସ୍ଵତ ସମାରୋହ ତାମିଲନାଡୁ ସରକାରଙ୍କ ଅବସରପ୍ରାପ୍ତ ପୂର୍ବତନ ମୁଖ୍ୟ ବନ ସଂରକ୍ଷକ ଆଶୁତୋଷ ସାମନ୍ତସିଂହାରଙ୍କ ସଭାପତିତ୍ଵରେ ଆୟୋଜିତ ସମାରୋହରେ ଡଃ ନୃସିଂହ ପ୍ରଧାନ, ଆଇନଜୀବି ରବି ମାନସିଂ, ଅଧ୍ୟାପକ ସଂଗ୍ରାମ କେଶରୀ ସାହୁ, ଶିକ୍ଷାବିତ୍ ବାଳମୁକୁନ୍ଦ ଦାସ, କବି ପୁରୁଷୋତ୍ତମ ମହାପାତ୍ର, ମୁରଲୀଧର ସାମନ୍ତସିଂହାର,ରାଜେନ୍ଦ୍ର ପ୍ରସାଦ ରଥ, ଭିକାରୀଚରଣ ପ୍ରଧାନ,ମଦନ ମହାପାତ୍ର, ଦିଗାମ୍ବର ବିଶ୍ଵାଳ, ଡଃ କୈଳାସ ମହାରଣା, ଅଧ୍ୟାପକ ଲକ୍ଷ୍ମୀଧର ସୁବୃଦ୍ଧି, ସର୍ବେଶ୍ଵର ଷଡ଼ଙ୍ଗୀ, ମହେଶ୍ଵର ଜେନା, ରଙ୍କନାଥ ସେଠୀ, ଦିଲ୍ଲୀପ ଶତପଥି, ଶଶିଭୂଷଣ ବରାଳ, ରବୀନ୍ଦ୍ର ପ୍ରଧାନ, ଲଳିତ ମୋହନ ନାୟକ, ସଂଧ୍ୟା ଦେବୀ, ବିଷ୍ଣୁପ୍ରିୟା ଦେବୀ ପ୍ରମୁଖ ଚିଲିକା ବାଣପୁର ଅଞ୍ଚଳର ବହୁ ସାରସ୍ଵତ ପ୍ରତିଭା ଯୋଗଦେଇ ମାତୃ ଭାଷା ଓଡ଼ିଆ ଭାଷା ସାହିତ୍ୟର ସୁରକ୍ଷା ଓ ଏହାର ପ୍ରଚାର ପ୍ରସାର ନିମନ୍ତେ ଉଦ୍ୟମ ଆରମ୍ଭ କରିବାପାଇଁ ସଂକଳ୍ପ ନେଇଥିଲେ l

ଚିଲିକା ବାଣପୁର ସାହିତ୍ୟସିନ୍ଦୁରା
Share. Facebook Twitter LinkedIn Email WhatsApp Copy Link

Related Posts

ଗୋଦାବରୀଶ ମହାବିଦ୍ୟାଳୟରେ ବିଜ୍ଞାନ ଦିବସ ଉପଲକ୍ଷେ ସଭା

February 28, 2026

ଛତ୍ରପୁର ଆଶ୍ରମ ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସଭା

February 28, 2026

ବାଣପୁର: ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ “ଜାତୀୟ ବିଜ୍ଞାନ ଦିବସ”

February 28, 2026

ମା’ଭଗବତୀଙ୍କ ଦୋଳପର୍ବ ଆରମ୍ଭ: ଚ଼ନ୍ଦ୍ରଗ୍ରହଣ ଯୋଗୁଁ ପୂର୍ଣ୍ଣମୀ ନୀତିକାନ୍ତିରେ ପରିବର୍ତ୍ତନ

February 27, 2026
Latest News

ଇସ୍ରାଏଲୀ ଏବଂ ଆମେରିକା ଆକ୍ରମଣରେ ନିହତ ହେଲା ହିଜବୁଲ୍ଲାର ଶୀର୍ଷ କମାଣ୍ଡର

March 2, 2026

ଇଣ୍ଡିଆ-ଏଆଇ ଇମ୍ପାକ୍ଟ ସମିଟ୍ ୨୦୨୬: ସମସ୍ତଙ୍କ ପାଇଁ କଲ୍ୟାଣ, ସମସ୍ତଙ୍କ ପାଇଁ ଆନନ୍ଦ

March 2, 2026

ଓଡିଶାରେ ଉର୍ଫି ଜାଭେଦ୍: ହୋଟେଲ ସାଣ୍ଡିସ ଟାୱାରରେ ଖେଳିବେ ହର୍ବାଲ ହୋଲି

March 2, 2026

ଭୁବନେଶ୍ୱରରେ ମହାଆଡମ୍ବର ପାଳିତ ହେଲା ସାନ୍ତାଳୀ ସମ୍ପ୍ରଦାୟର ବଡ଼ ପର୍ବ ବାହା ବଙ୍ଗା

March 2, 2026

ପୁରୀରେ ମହାନଦୀ ଟ୍ରିବ୍ୟୁନାଲ ଦଳ: ବିବାଦର ସମାଧାନ ନେଇ ଆଲୋଚନା କଲେ ପୀତାମ୍ବର ଆଚାର୍ଯ୍ୟ

March 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.