Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଜମିରେ ପାଣି ମଡାକୁ କେନ୍ଦ୍ର କରି ଗଣ୍ଡଗୋଳ, ୩ ଆହତ ଓ ୩ ଗିରଫ
ଆଞ୍ଚଳିକ

ଜମିରେ ପାଣି ମଡାକୁ କେନ୍ଦ୍ର କରି ଗଣ୍ଡଗୋଳ, ୩ ଆହତ ଓ ୩ ଗିରଫ

June 7, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

କୈଳାଶ ଚନ୍ଦ୍ର ଚୌଧୁରୀ

ବ୍ରହ୍ମପୁର: ବୁଗୁଡ଼ା ଥାନା ଅନ୍ତର୍ଗତ ଘୋଳପୁର ଗ୍ରାମରେ ଜମିରେ ପାଣି ମଡାକୁ କେନ୍ଦ୍ର କରି ଗଣ୍ଡଗୋଳ ଘଟି ଦୁଇ ପରିବାରର ୩ ଜଣ ଆହତ ହୋଇଛନ୍ତି।

ଘଟଣାରୁ ପ୍ରକାଶ ଯେ, ଅଶ୍ଵିନୀ ବାରିକ ଓ ଧନେଶ୍ଵର ପ୍ରଧାନଙ୍କ ଜମି ପାଖାପାଖି ରହିଛି। ଇତ୍ୟବସରରେ ଚାଷ କାର୍ଯ୍ୟ ପାଇଁ ଜମିରେ ପାଣି ମଡାକୁ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା ଓ ପରବର୍ତ୍ତୀ ସମୟରେ ଆକ୍ରମଣ ଓ ପ୍ରତିଆକ୍ରମଣ ଘଟି ଅଶ୍ଵିନୀ ବାରିକ, ବସନ୍ତ ବାରିକ ଓ ଧନେଶ୍ଵର ପ୍ରଧାନ ଗୁରୁତର ଆହତ ହୋଇଥିଲେ।

ଏହି ଭଳି ପରିସ୍ଥିତିରେ ଉଭୟ ଥାନାରେ ଅଭିଯୋଗ କରିଥିଲେ ଓ ଅଭିଯୋଗକୁ ଭିତ୍ତି କରି ପୋଲିସ ଉଭୟ ପକ୍ଷଙ୍କ ଏତଲା ଗ୍ରହଣ କରି ୩୮୪/୨୩ ଓ ୩୮୫/୨୩ ପ୍ରକାରେ ଅଶ୍ଵିନୀ, ବସନ୍ତ ଓ ଧନେଶ୍ଵରକୁ ଗିରଫ କରି କୋର୍ଟ ଚାଲାଣ କରିଛି।

ଗଣ୍ଡଗୋଳ ଗିରଫ ବୁଗୁଡ଼ା ଥାନା
Share. Facebook Twitter LinkedIn Email WhatsApp Copy Link

Related Posts

ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କର ସାଧାରଣ ସଭା: ସମବାୟର ବିକାଶ ଓ ବ୍ୟବସାୟିକ ଅଭିବୃଦ୍ଧି ଉପରେ ଗୁରୁତ୍ୱ

September 30, 2026

କର୍ତ୍ତବ୍ୟନିଷ୍ଠ ଶିକ୍ଷୟିତ୍ରୀ ବିନୋଦିନୀ କୁଣ୍ଡୁଙ୍କୁ ଭାବବିହ୍ୱଳ ବିଦାୟ

September 30, 2026

ପଥୁରିଆ ଅଙ୍ଗନୱାଡି କେନ୍ଦ୍ରରେ ୯ମ ରାଷ୍ଟ୍ରୀୟ ପୋଷଣ ମାସ–୨୦୨୬

September 30, 2026

ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ରୋଷେୟା ମନ୍ମଥ ଗିରଫ ପରେ କୋର୍ଟରେ ହାଜର

September 30, 2026
Latest News

ଭାରତର ସବୁଠାରୁ ଧନୀ ବ୍ୟକ୍ତି ହେଲେ ଗୌତମ ଆଦାନୀ: ଜାଣନ୍ତୁ ଦ୍ୱିତୀୟ ସ୍ଥାନରେ କିଏ?

October 1, 2026

“ନିର୍ଦ୍ଦେଶ କାହାର ଥିଲା?”: ଫର୍ମ-୬ ଉପରେ ନିର୍ବାଚନ କମିଶନଙ୍କୁ ପ୍ରଶ୍ନ କଲେ ରାହୁଲ ଗାନ୍ଧୀ

October 1, 2026

ଗଞ୍ଜାମରେ ଝାଡ଼ାବାନ୍ତି ଆତଙ୍କ: ୩ ମୃତ, ୫ରୁ ଅଧିକ ଆକ୍ରାନ୍ତ

October 1, 2026

କଂଗ୍ରେସ ଭବନ ବାହାରେ ଓକିଲଙ୍କ ମୃତଦେହ

October 1, 2026

ଧାରୁଆ ଅସ୍ତ୍ରରେ ଗଳା କାଟି ଯୁବତୀଙ୍କ ଆତ୍ମହତ୍ୟା

October 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.