Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ଜେଲ ସହିତ ବ୍ଲକ ଏବଂ ଥାନାଗୁଡିକ ତଦାରଖ କଲେ ଜିଲ୍ଲାର ବରିଷ୍ଠ ଅଧିକାରୀ
ଆଞ୍ଚଳିକ

ବାଣପୁର ଜେଲ ସହିତ ବ୍ଲକ ଏବଂ ଥାନାଗୁଡିକ ତଦାରଖ କଲେ ଜିଲ୍ଲାର ବରିଷ୍ଠ ଅଧିକାରୀ

June 9, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
BanpurJail
ବାଣପୁର ଜେଲ ସହିତ ବ୍ଲକ ଏବଂ ଥାନାଗୁଡିକ ତଦାରଖ କଲେ ଜିଲ୍ଲାର ବରିଷ୍ଠ ଅଧିକାରୀ

ସୀତାରାମ ଅଗ୍ରୱାଲ

ବାଣପୁର: ଆଜି ଖୋର୍ଦ୍ଧା ଜିଲ୍ଲା ଦୌରା ଜଜ ନିସିତ ନିଶାଙ୍କ, ଜିଲ୍ଲାପାଳ କେ.ସୁଦର୍ଶନ ଚକ୍ରବର୍ତ୍ତୀ ଏବଂ ଏସପି ସିଦ୍ଧାର୍ଥ କଟାରିଆ ବାଣପୁର ଉପ କାରାଗାରକୁ ଅଚାନକ ଗସ୍ତରେ ଆସିଥିଲେ। ସେଠାରେ କଏଦୀମାନଙ୍କ ପାଇଁ ଜେଲ ପରିସରରେ ହୋଇଥିବା ବିଭିନ୍ନ ବ୍ୟବସ୍ଥାକୁ ତଦାରଖ କରିଥିଲେ।

ମୁଖ୍ୟତଃ କଏଦୀମାନଙ୍କ ସ୍ୱାସ୍ଥ୍ୟ, ଖାଦ୍ୟ ଆଦି ବିଷୟଗୁଡିକ ଉପରେ ଗୁରୁତ୍ବ ଦିଆଯାଇଥିଲା।  ତତସହିତ ଜେଲରେ ସ୍ୱଛତା ଏବଂ ଅନ୍ୟାନ୍ୟ ଆନୁସଙ୍ଗିକ ବ୍ୟବସ୍ଥା ଗୁଡିକ ମଧ୍ୟ  ସେମାନେ ତଦାରଖ କରିଥିଲେ।  ସମସ୍ତ ବିଷୟରେ ଜେଲ ଅଧିକ୍ଷକ ଜଗତ ବିହାରୀ ରାଉତରାୟ ଉପରୋକ୍ତ ଅଧିକାରୀମାନଙ୍କୁ ଅବଗତ କରାଇଥିଲେ।

ଏହାପରେ ଜିଲ୍ଲାପାଳ ଶ୍ରୀ ଚକ୍ରବର୍ତ୍ତୀ ବ୍ଲକ କାର୍ଯ୍ୟାଳୟ ଯାଇ ସେଠାରେ ବିଭିନ୍ନ ବିଷୟରେ ସ୍ଥାନୀୟ ପ୍ରଶାସନ ସହ ଆଲୋଚନା କରିବା ସହ ଆଭାସୀ ବୈଠକରେ ଯୋଗଦେଇଥିଲେ। ସେହିପରି ଭାବେ ଏସପି ଶ୍ରୀ କଟାରିଆ ବାଣପୁର, ନାଚୁଣୀ, ଟାଙ୍ଗୀ ଥାନା ଓ କୁହୁଡି ଫାଣ୍ଡି ପରିଦର୍ଶନ କରି ସେଠାକାର ସ୍ଥିତି ପରଖିଥିଲେ।

ଥାନାଗୁଡିକରେ ଆଇନ ଶୃଙ୍ଖଳା ସ୍ଥିତି, ପୁରୁଣା ମାମଲା, କ୍ରାଇମ ରିପୋର୍ଟ ଏବଂ ଥାନାଗୁଡିକର ଆବଶ୍ୟକତା ବିଷୟରେ ସେ ଥାନାଧିକାରୀଙ୍କଠାରୁ ରିପୋର୍ଟ ମାଗିଥିଲେ। ଉକ୍ତ ଗସ୍ତରେ ବାଲୁଗାଁ ଏସଡିପିଓ ଶୁଭ୍ରାଂଶୁ ଶେଖର ମିଶ୍ର ଉପସ୍ଥିତ ଥିଲେ।

banpur ବାଣପୁର ବାଣପୁର ବ୍ଲକ
Share. Facebook Twitter LinkedIn Email WhatsApp Copy Link

Related Posts

କିସିଣ୍ଡାରେ ବନାଗ୍ନୀ ସଚେତନତା ଓ ନିରାକରଣ ସଚେତନତା ସଭା

February 9, 2026

ବାଣପୁରରୁ ମହିଳାଙ୍କ ଠାରୁ ସୁନା ଗହଣା ଲୁଟ୍ ମାମଲା: ଗଜପତି ଜିଲ୍ଲାରୁ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

February 7, 2026

ରେଢ଼ାଖୋଲରେ ରକ୍ତଦାନ ଶିବିର, ୫୧ ୟୁନିଟ ସଂଗ୍ରହ

February 6, 2026

ନାଚୁଣୀ ମହାବିଦ୍ୟାଳୟ ଓଡ଼ିଆ ସାହିତ୍ୟ ସଂସଦର ବାର୍ଷିକୋତ୍ସବ

February 5, 2026
Latest News

ମୁଖ୍ୟମନ୍ତ୍ରୀଙ୍କ ୧୭ତମ ଅଭିଯୋଗ ଶୁଣାଣି, ଯୋଗଦେଲେ ୫ ଜଣ ମନ୍ତ୍ରୀ

February 9, 2026

RSS କାର୍ଯ୍ୟକ୍ରମରେ ଯୋଗ ଦେଲେ ରୂପାଲି ଗାଙ୍ଗୁଲି: ଫଟୋ ସେୟାର କରି ବ୍ୟକ୍ତ କଲେ ଖୁସି

February 9, 2026

ବଡ଼ମାଳ ମହୋତ୍ସବ ଦହନା: ଦର୍ଶକଙ୍କୁ ବାନ୍ଧି ରଖିଲା ହସ୍ୟକବିଙ୍କ ବ୍ୟଙ୍ଗ, ନାଚ ଗୀତରେ ଦୁଲୁକିଲା ମଞ୍ଚ

February 9, 2026

ଅନ୍ଧାରରେ ବୁଡ଼ିଯିବ ବାଂଲାଦେଶ?: ବିଦ୍ୟୁତ୍ ଯୋଗାଣ ବନ୍ଦ କରିବାକୁ ଧମକ ଦେଲା ଆଦାନୀ ଗ୍ରୁପ୍

February 9, 2026

ପାକିସ୍ତାନର ୟୁ-ଟର୍ଣ୍ଣ: ଟି୨୦ ବିଶ୍ୱକପରେ ଭାରତ ସହିତ ଖେଳିବାକୁ ରାଜି

February 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.